ହ୍ୟୁମାନ ସାଗର-ଶ୍ରୀୟାଙ୍କ ପାରିବାରିକ ବିବାଦ ତୁଟିଲା

କଟକ ଅଫିସ,୩୦ା୧: କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଏବଂ ସ୍ତ୍ରୀ ଶ୍ରୀୟା ମିଶ୍ରଙ୍କର ପାରିବାରିକ ବିବାଦ ତୁଟିଥିବା ନେଇ ଏସ୍‌ପି ଅମିତାଭ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଉ କିଛି ଦିନ ପରେ ଶ୍ରୀୟା ଆସି ହ୍ୟୁମାନଙ୍କ ଘରେ ରହିବେ। ଶ୍ରୀୟା କହିଛନ୍ତି, ସେ ସ୍ବାମୀ ହ୍ୟୁମାନଙ୍କ ସହ ରହିବେ। ଉଭୟେ କହିଛନ୍ତି, ଆମ ଭିତରେ ବୁଝାମଣା ହୋଇଯାଇଛି। ଆମେ ଏକାଠି ରହିବାକୁ ନିଷ୍ପତ୍ତି ନେଇଛୁ।

ସୂଚନାଯୋଗ୍ୟ, କିଛିଦିନ ତଳେ ହ୍ୟୁମାନଙ୍କ ବିରୋଧରେ ସ୍ତ୍ରୀ ଶ୍ରୀୟା ମହିଳା ଥାନାରେ ଅଭିଯୋଗ କରିଥିଲେ। ପରେ ହ୍ୟୁମାନ ଏବଂ ଶ୍ରୀୟାଙ୍କୁ କାଉନସେଲିଂ ପାଇଁ ମହିଳା ଥାନାକୁ ଡକାଯାଇ କାଉନସେଲିଂ କରାଯାଇଥିଲା। କାଉନସେଲିଂ ପରେ ଉଭୟ ଦୁଇଦିନ ସମୟ ନେଇଥିଲେ। ପରେ ଶ୍ରୀୟା ବ୍ୟକ୍ତିଗତ ସମସ୍ୟା ଥିବାରୁ ୩୦ ତାରିଖରେ ଆସିବା ନେଇ ଅଧିକାରୀଙ୍କୁ ଅବଗତ କରିଥିଲେ। ତେବେ ଉଭୟେ ସୋମବାର ମହିଳା ଥାନାରେ ହାଜର ହେବା ପରେ କାଉନସେଲିଂ କରାଯାଇ ସମସ୍ୟାର ସମାଧାନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଅଭ୍ୟାସ’ର ସଫଳ ପରୀକ୍ଷଣ

ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ଚାନ୍ଦିପୁର ଆଇଟିଆରରୁ ‘ଅଭ୍ୟାସ’ର ସଫଳ ପରୀକ୍ଷଣ ହୋଇଛି। ଏ ନେଇ ଡିଆରଡିଓକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ...

କେବିସି-୧୪ର ପ୍ରଥମ କୋଟିପତି ହେଲେ ଜଣେ ଗୃହିଣୀ

ଅମିତାଭ ବଚ୍ଚନଙ୍କ କୁଇଜ ରିଆଲିଟି ଶୋ’ କୌନ ବନେଗା କରୋଡପତି-୧୪ରେ ପ୍ରଥମ କୋଟିପତି ଜଣେ ଗୃହିଣୀ ହୋଇଛନ୍ତି। କୋଲହାପୁରର ୪୫ ବର୍ଷ ବୟସ୍କା କବିତା ଚାୱଲା...

ଆଉ ୬୬ ମୁଣ୍ଡ ନେଲା କରୋନା: କେବଳ ଖୋର୍ଦ୍ଧାରୁ ୨୩

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନାରେ ପ୍ରାଣ ହରାଇଛନ୍ତି ଆଉ ୬୬ ଜଣ ଆକ୍ରାନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା...

ସିଲ୍‌ଜୋରା, କାଳିମାଟି ଖଣି ହାତେଇଲେ ଓଡ଼ିଆ ଖଣି ବ୍ୟବସାୟୀ

ଭୁବନେଶ୍ୱର,୧୪।୨(ବ୍ୟୁରୋ): କେନ୍ଦୁଝର ଜିଲା ଅନ୍ତର୍ଗତ ସିଲ୍‌ଜୋରା ଏବଂ କାଳିମାଟି ଲୁହାପଥର ଏବଂ ମାଙ୍ଗାନିଜ୍‌ ଖଣିକୁ ଓଡ଼ିଆ ଖଣି ବ୍ୟବସାୟୀ ଦେବବ୍ରତ ବେହେରା ହାତେଇଛନ୍ତି। ଗୁରୁବାର ଚାଲିଥିବା...

ଲାଗିଲା ସଚେତନତା ପୋଷ୍ଟର, ବୁଲିଲା ପ୍ରଚାର ଗାଡ଼ି

ଫୁଲବାଣୀ ଅଫିସ୍‌,୨ା୨-ଫୁଲବାଣୀରୁ ଜଣେ ସନ୍ଦିଗ୍ଧ କରୋନା ରୋଗୀ ବାହାରିବା ପରେ ଜିଲା ସ୍ବାସ୍ଥ୍ୟ ବିଭାଗ ସଜାଗ ହୋଇଉଠିଛି। ରବିବାର ଜିଲାର ବିଭିନ୍ନ ସ୍ଥାନରେ କରୋନା ରୋଗର...

ଡିସେମ୍ବର ୧୧ରୁ ପୁଣି ଶୋ’ରୁ ଛୁଟିନେବେ କପିଲ୍‌

କମେଡି କିଙ୍ଗ୍‌ କପିଲ ଶର୍ମା ଖୁବ୍‌ ଶୀଘ୍ର ବାପା ହେବାକୁ ଯାଉଛନ୍ତି। କିଛିମାସ  ତଳେ ସ୍ତ୍ରୀ ଗିନି ଚତ୍‌ରଥଙ୍କ ସହିତ ସମୟ କାଟିବା ପାଇଁ ‘ଦ...

୪ ନୂଆ ୱାର୍ଡ ଗଠନ ପାଇଁ ଯୋଜନା

ପୁରୀ ଅଫିସ,୨୭ ।୧୦:ପୁରୀ ପୌରାଞ୍ଚଳକୁ ୩୬ଟି ୱାର୍ଡ କରାଯାଇପାରେ। ଏନେଇ ଯୋଜନା ଚାଲିଛି। ସମ୍ପ୍ରତି ପୁରୀ ସହରରେ ୩୨ଟି ୱାର୍ଡ ରହିଛି। ତେବେ ୪ଟି ୱାର୍ଡକୁ...

ଭୋଟ ଦେଲେ ବର୍ଷା ସିଂ ବରିହା

ପଦ୍ମପୁର,୫।୧୨(ଡି.ଏନ.ଏ.): ବରଗଡ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ସକାଳୁ...

Advertisement
Archives

Model This Week