କାଜୁ ଜଙ୍ଗଲରୁ ମିଳିଲା ମଣିଷ କଙ୍କାଳ

ପାଟଣା,୧୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡ଼ା ବ୍ଲକ ଖୁଣ୍ଟାପଡା ପଞ୍ଚାୟତ ଚାତରପାଣି ଗାଁ ନିକଟ କାଜୁ ଜଙ୍ଗଲରୁ ମଙ୍ଗଳବାର ମଣିଷ କଙ୍କାଳ ମିଳିଛି। ଖବରପାଇ ପାଟଣା ଥାନା ଅଧିକାରୀ ବିବତ୍ସ ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ମୃତକଙ୍କ ସମ୍ପର୍କରେ କୌଣସି ତଥ୍ୟ ମିଳିପାରି ନାହିଁ। ଅନ୍ୟପକ୍ଷେ ଘଟଣାଟି ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

ଘଟଣାସ୍ଥଳରେ ମୁଣ୍ଡର ଖପୁରୀ, ଅଣ୍ଟା ହାଡ଼ ସହ ଏକ ପ୍ୟାଣ୍ଟ, ଜୋତା ଏବଂ ଗାମୁଛା ପଡ଼ି ଥିବା ଦେଖିବାକୁ ମିଳିଛି। ଏହା ଏକ ସୁପରିକଳ୍ପିତ ହତ୍ୟା କାଣ୍ଡ କି କେହି ଜଣେ ମୃତ୍ୟୁ ପରେ ମୃତଦେହ ଆଣି ଫିଙ୍ଗି ଦିଆଯାଇଛି ତାହା ସ୍ପଷ୍ଟ ହୋଇନାହିଁ। ଅଧିକ ତଦନ୍ତ ପାଇଁ ସାଇଣ୍ଟିଫିକ୍‌ ଟିମ୍‌କୁ ଡକାଯାଇଥିବା ଥାନା ଅଧିକାରୀ ପ୍ରଧାନ କରିଛନ୍ତି। ଅନ୍ୟପକ୍ଷେ ଏହା ଦେଢ଼ ମାସର ପୁରୁଣା ଘଟଣା ବୋଲି ପୋଲିସ ଅନୁମାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ବର୍ଷର ଶେଷ ଚନ୍ଦ୍ରଗ୍ରହଣ: ଚନ୍ଦ୍ରମାକୁ ଗ୍ରାସ କରିବେ ରାହୁ; ସଙ୍କଟରେ ଏହି ୫ ରାଶି, ହେବ ବଡ଼ କ୍ଷତି!

ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ୨୮ ଅଗଷ୍ଟରେ ଲାଗିବାକୁ ଯାଉଛି। ଜ୍ୟୋତିଷ ଅନୁସାରେ, ଏହି ଚନ୍ଦ୍ରଗ୍ରହଣ କୁମ୍ଭ ରାଶିରେ ଘଟିବ। ଏହି ସମୟରେ କୁମ୍ଭ ରାଶି ଉପରେ…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri