୬ ସହରରେ କୋଭିଡ୍‌ ଟିକାର ମାନବ ପରୀକ୍ଷା ଆରମ୍ଭ

ନୂଆଦିଲ୍ଲୀ,୨୬ା୭: ଭାରତ ବାୟୋଟେକ୍‌ ଏବଂ ଜାଇଡସ କାଡିଲା ଦ୍ୱାରା ପ୍ରସ୍ତୁତ ଦୁଇଟି ଟିକାର ମାନବ ଶରୀରରେ ପରୀକ୍ଷା ୬ଟି ସହରରେ ଆରମ୍ଭ ହୋଇଛି। ଏଥିପାଇଁ ଉକ୍ତ ସହରର ୫୦୦ ସ୍ବେଚ୍ଛାସେବୀଙ୍କୁ ଚୟନ କରାଯାଇଛି। ଶୁକ୍ରବାର ଦିଲ୍ଲୀ ଏମ୍ସରେ ପ୍ରଥମେ ଜଣେ ବ୍ୟକ୍ତିକୁ କୋଭାକ୍ସିନ୍‌ର ୦.୫ ଏମ୍‌ଏଲ୍‌ ଇଞ୍ଜେକ୍‌ଶନ ଦିଆଯାଇଥିଲା। ଉଭୟ କମ୍ପାନୀର ଟିକା ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷା ପାଇଁ ଅନୁମତି ପାଇବା ପରେ ଏଥିପାଇଁ ପ୍ରକ୍ରିୟା ଆରମ୍ଭ କରିଦେଇଛନ୍ତି। ଏଥିସହିତ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ପ୍ରସ୍ତୁତ କରିଥିବା ଟିକା ଖୁବ୍‌ଶୀଘ୍ର ଭାରତରେ ପରୀକ୍ଷା ହେବାକୁ ଯାଉଛି। ଉକ୍ତ ଟିକା ପ୍ରସ୍ତୁତିରେ ଭାରତର ସେରମ୍‌ ଇନ୍‌ଷ୍ଟିଚ୍ୟୁଟ ଅଂଶୀଦାର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିବେ ବିଜୟନ୍‌

ନୂଆଦିଲ୍ଲୀ,୩୦ା୪:ପୂର୍ବାପେକ୍ଷା ଏଥର ଆମେ ଅଧିକ ଆସନରେ ବିଜୟୀ ହେବୁ। ଗୁରୁବାର ରାତିରେ ଏକ୍‌ଜିଟ୍‌ ପୋଲ୍‌ ଫଳ ଆସିବା ପରେ କେରଳ ରାଜଧାନୀ ଥିରୁଭାନନ୍ତପୁରମ୍‌ରେ ଏହା ଥିଲା...

ବଲିଉଡ୍‌ରେ ଶୋକ: ପରପାରିରେ ନିର୍ଦ୍ଦେଶକ ରଜତ

ମୁମ୍ବାଇ,୧୯।୭: ବଲିଉଡ୍‌ ଦୁନିଆକୁ ଲାଗିଛି ଆଉ ଏକ ଧକ୍କା। ନାମୀଦାମୀ ନିର୍ଦ୍ଦେଶକ ରଜତ ମୁଖାର୍ଜୀଙ୍କୁ ହରାଇଛି ସିନେ ଦୁନିଆ। ଶନିବାର ରାତିରେ ଜୟପୁରଠାରେ ତାଙ୍କର ଦେହାନ୍ତ...

ସାରା ଦେଶରେ ଆଜିଠାରୁ ବନ୍ଦ ସିଙ୍ଗଲ ୟୁଜ ପ୍ଲାଷ୍ଟିକ

ନୂଆଦିଲ୍ଲୀ,୧ ।୭: ସାରା ଦେଶରେ ଶୁକ୍ରବାର ଅର୍ଥାତ୍ ଜୁଲାଇ ପହିଲାରୁ ସିଙ୍ଗଲ ୟୁଜ ପ୍ଲାଷ୍ଟିକ ବସ୍ତୁର ଉତ୍ପାଦନ, ବିକ୍ରି ଓ ବ୍ୟବହାର ଉପରେ ପ୍ରତିବନ୍ଧକ ଲାଗାଯାଇଛି...

ଚାଇନାର ଚେତାବନୀ: ୨୦ ବର୍ଷ ପର୍ଯ୍ୟନ୍ତ ସକ୍ରିୟ ରହିବ କରୋନା ଭୂତାଣୁ

ବେଜିଂ, ୨୦।୬: କରୋନା ସଂକ୍ରମଣ ନେଇ ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି। ଏପରିସ୍ଥଳେ ଚାଇନାର ମହାମାରୀ ବିଶେଷଜ୍ଞ ଲି ଲାନଜୁଆନ୍‌ ଚେତାବନୀ ଦେଇଛନ୍ତି ଯେ, ମାଇନସ୍‌ ୨୦...

ନେହେରୁଙ୍କ ସହ ନିଜ ପିତାଙ୍କ ଫଟୋ ଶେୟାର କଲେ ସିଦ୍ଧୁ

ଚଣ୍ଡିଗଡ଼,୧୯ ।୭: ପଞ୍ଜାବ କଂଗ୍ରେସର ନବ ନିଯୁକ୍ତ ମୁଖ୍ୟ ନବଜୋତ ସିଂ ସିଦ୍ଧୁ ସୋମବାର ଦଳ ହାଇକମାଣ୍ଡଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଆଉ କହିଛନ୍ତି ମୁଁ...

ଭୋପାଳ ବିଷାକ୍ତ ଗ୍ୟାସ୍‌ ବିଭୀଷିକା: ୩୬ ବର୍ଷ ପରେ ବି ମିଳିନି ନ୍ୟାୟ !

ଭୋପାଳ,୨।୧୨: ମଧ୍ୟପ୍ରଦେଶର ଭୋପାଳ ବିଷାକ୍ତ ଗ୍ୟାସ୍‌ ବିଭୀଷିକାକୁ ଇତିମଧ୍ୟରେ ୩୬ ବର୍ଷ ପୂରିଛି। ଏବେ ମଧ୍ୟ ମୃତକଙ୍କୁ ମିଳିନି ନ୍ୟାୟ। ଦୋଷୀ ଆଇନ ହାତରୁ ସହଜରେ...

ଆରମ୍ଭ ହେଲା ତୈଳ ଝଟକା

ନୂଆଦିଲ୍ଲୀ,୨୩ା୩: ଅନ୍ତର୍ଜାତୀୟ ବଜାରରେ ତୈଳ ଦର ବୃଦ୍ଧି ପାଉଥିବା ବେଳେ ଭାରତୀୟ ବଜାରରେ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ୪ ମାସରୁ ଊର୍ଦ୍ଧ୍ୱ ସମୟ ଧରି...

ଭୁବନେଶ୍ୱର, ଭଦ୍ରକ ୪୮ ଘଣ୍ଟା ସଟ୍‌ ଡାଉନ୍‌: ଔଷଧ ଦୋକାନକୁ ଛାଡ଼ି ବନ୍ଦ ରହିବ ଅନ୍ୟ ସମସ୍ତ ଦୋକାନ

ଭୁବନେଶ୍ୱର,୩।୪(ବ୍ୟୁରୋ): ଭୁବନେଶ୍ୱର, ଭଦ୍ରକ ଶୁକ୍ରବାର ସନ୍ଧ୍ୟା ୮ଟାରୁ ରବିବାର ସନ୍ଧ୍ୟା ୮ଟା ପର୍ଯ୍ୟନ୍ତ ସଟ୍‌ ଡାଉନ୍‌ ଘୋଷଣା କରାଯାଇଛି। ଏହି ସମୟରେ ଗ୍ରୋସରୀ, ଫଳ, ପରିବା,...

Advertisement
Archives

Model This Week