Posted inଫୁରସତ

ମାନବ କଲ୍ୟାଣ ଅପରିହାର୍ଯ୍ୟ

ମାନବିକ କର୍ମଚାରୀ ତଥା ଯେଉଁମାନେ ମାନବିକତା ପାଇଁ କାର୍ଯ୍ୟ କରି ଜୀବନ ହରାଇଛନ୍ତି ସେମାନଙ୍କ ପ୍ରତି ସମ୍ମାନ ଜଣାଇବା ଲାଗି ପ୍ରତିବର୍ଷ ଅଗଷ୍ଟ ୧୯ରେ ବିଶ୍ୱ ମାନବିକତା ଦିବସ ପାଳନ କରାଯାଇଥାଏ। ବିଶ୍ୱରେ ମାନବ କଲ୍ୟାଣ ଅପରିହାର୍ଯ୍ୟ। ମାନବିକ ଚିନ୍ତାଧାରାକୁ ପ୍ରୋତ୍ସାହନ କରିବା ପାଇଁ ଏହି ଦିବସ ପାଳନ କରାଯାଇଥାଏ। ମିଳିତ ଜାତିସଂଘର ସାଧାରଣ ସଭା ଏକ ପ୍ରସ୍ତାବର ଅଂଶ ଭାବରେ ୨୦୦୯ରେ ଏହି ଦିବସ ପାଳନ ପାଇଁ ସ୍ବୀକୃତି ପ୍ରଦାନ କରିଥିଲେ। ଏହା ପରଠାରୁ ଏହାକୁ ବିଶ୍ୱ ମାନବିକତା ଦିବସ ରୂପେ ପାଳନ କରାଯାଇଛି।
ଦିନକୁ ବିଶ୍ୱ ମାନବିକତା ଦିବସ ରୂପେ ପାଳନ କରିବା ପଛରେ ଥିବା ଇତିହାସ ହେଲା, ୨୦୦୩ ଅଗଷ୍ଟ ୧୯ରେ ବାଗ୍‌ଦାଦରେ ମିଳିତ ଜାତିସଂଘ ମୁଖ୍ୟାଳୟ ବିସ୍ଫୋରଣରେ ଇରାକରେ ଥିବା ସେକ୍ରେଟାରି ଜେନେରାଲ ସେରଜିଓ ଭିଏରା ଦେ ମେଲୋଙ୍କ ସମେତ ୨୧ଜଣ ସହକର୍ମୀଙ୍କର ମୃତ୍ୟୁ ଘଟିଥିଲା ।
ମାନବିକତା ଦିବସର ଲକ୍ଷ୍ୟ ହେଉଛି ସଙ୍କଟ ଦ୍ୱାରା ପ୍ରଭାବିତ ଲୋକଙ୍କୁ ବଞ୍ଚାଇବା ତଥା ସେମାନଙ୍କର ସୁରକ୍ଷା ଏବଂ ନିରାପତ୍ତା ପାଇଁ ଉଦ୍ୟମ କରିବା। ଜାତିସଂଘର ଏହି କାର୍ଯ୍ୟକ୍ରମ, ବିଶ୍ୱବ୍ୟାପୀ ଶାନ୍ତି ଏବଂ ବିକାଶ ବାର୍ତ୍ତା ଦେଇଥାଏ। ଏହି ଦିବସ ପାଳନ ଅବସରରେ ଯେଉଁମାନେ ନିଜ ଜୀବନକୁ ବାଜି ଲଗାଇ ଅନ୍ୟ ଲୋକମାନଙ୍କ ଜୀବନ ବଞ୍ଚାଇବା ପାଇଁ ଆଗକୁ ଆସିଥିଲେ ସେମାନଙ୍କୁ ଜାତିସଂଘ ପକ୍ଷରୁ ସମ୍ମାନ ପ୍ରଦର୍ଶନ କରାଯାଇଥାଏ। ଜାତିସଂଘ ସେମାନଙ୍କୁ ପ୍ରକୃତ ନାୟକ ବୋଲି ସମ୍ବୋଧନ କରିଥାନ୍ତି, ଯେଉଁମାନେ ନିଜେ ବିପଦଥିବା ସତ୍ତ୍ୱେ ଆବଶ୍ୟକ କରୁଥିବା ଲୋକଙ୍କୁ ସାହାଯ୍ୟ ପ୍ରଦାନ କରିବାକୁ ନିଜର ପ୍ରଥମ କର୍ତ୍ତବ୍ୟ ବୋଲି ଭାବିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ପାଇଁ ନିର୍ଯ୍ୟାତନା ପରେ  ସ୍ତ୍ରୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା ଉଦ୍ୟମ: ସ୍ବାମୀ ଗଲେ ଜେଲ 

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଶୁଣ୍ଡିପଲ୍ଲୀ ଗ୍ରାମର ବର୍ଷା ସିଂ(୨୦)ଙ୍କୁ ଯୌତୁକ ପାଇଁ ଶ୍ବଶୁର ଘର ଲୋକେ ଶାରୀରିକ ଓ ମାନସିକ ନିର୍ଯ୍ୟାତନା…

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

ଶିକ୍ଷକ ଅଭାବ ପାଠ ପଢ଼ାରେ ସମସ୍ୟା : ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୩ ଜଣ ଶିକ୍ଷକ

ରିଷିଡା, ୩/୭ (ସୁଶାନ୍ତ ମଲ୍ଲିକ): ଶିକ୍ଷକ ଅଭାବ ଯୋଗୁଁ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ବିଦ୍ୟାଳୟରେ ଶିକ୍ଷାଦାନ ବ୍ୟାହତ ହେଉଥିବା ଅଭିଯୋଗ ହୋଇଛି। କେଉଁଠି…

ଜନଗଣନା ହ୍ୟାଣ୍ଡବୁକ: ଜିଲାରେ ୨୩୭ ଅଧିକାରୀ ନେଲେ…

ଭଞ୍ଜନଗର,୩ା୭(ବାବୁଲା ପ୍ରଧାନ): ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ଉପଖଣ୍ଡସ୍ତରୀୟ ଜନଗଣନା ଅବସରରେ ଜିଲା ଜନଗଣନା ପୁସ୍ତିକା ପ୍ରସ୍ତୁତିକୁ ସୂଚାରୁ ଓ ତ୍ରୁଟିମୁକ୍ତ କରିବା ଉଦ୍ଦେଶ୍ୟରେ ପ୍ରଶିକ୍ଷଣ…

ଡ୍ରାଇଭରଙ୍କ ରହସ୍ୟମୟ ନିଖୋଜ ଘଟଣା: ଏ ଥାନାରୁ ସେ ଥାନାକୁ ଦୌଡିଦୌଡି ବଞ୍ଚାଇ ପାରିଲେନି ସ୍ତ୍ରୀ, ଶେଷରେ…

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ଗତ ୯ ଦିନ ହେଲା  ରହସ୍ୟଜନକ ଭାବେ ନିଖୋଜ …

ନିକଟରେ ହୋଇଥିଲା ବାହାଘର: ଖବର ପାଇ ପଶିଗଲେ ଦୁର୍ବୃତ୍ତ

ଆଳି, ୩।୭ (ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲାର ଆଳି ଥାନା ଅନ୍ତର୍ଗତ ନିଆଳ ଗ୍ରାମରେ ଦୁର୍ବୃତ୍ତମାନେ ଜଣେ ମହିଳାଙ୍କୁ ଆକ୍ରମଣ କରି ପ୍ରାୟ ପାଞ୍ଚ ଲକ୍ଷ ଟଙ୍କା…

HRଙ୍କ ଗୋଟିଏ ଫୋନ୍‌ କଲ୍‌ରେ ଚାଲିଗଲା ଯୁବତୀଙ୍କର ସାଢ଼େ ୫ ବର୍ଷର ଚାକିରି, କହିଲେ ଭଗବାନଙ୍କ ନିର୍ଦ୍ଦେଶ ଯାହା…

ଦିଲ୍ଲୀର ଜଣେ ଆଇଟି ପ୍ରଫେଶନାଲଙ୍କ ଏକ ଭାବପ୍ରବଣ ଭିଡିଓ ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି। ଭିଡିଓରେ ଯୁବତୀ ଜଣକ କହୁଛନ୍ତି ସେ ଏଚ୍‌ଆରଙ୍କଠାରୁ ଏକ…

କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍‌ଇଏଲ୍‌) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri