କରୋନା ପାଇଁ ମରିଗଲା ମାନବିକତା: ଗାଁ ଦାଣ୍ଡରେ ୮ ଘଣ୍ଟା ହେଲା ପଡ଼ିରହିଛି ମୃତଦେହ

ଜଗନ୍ନାଥ ପ୍ରସାଦ, ୩।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ପଞ୍ଚଭୂତି ଗୌଡ଼ ସାହିରେ ସୋମବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ମୃତଦେହକୁ କରୋନା ଭୟରେ ସାହି ଲୋକେ ଛୁଉଁ ନାହାନ୍ତି।
ପ୍ରକାଶ ଯେ, ପଞ୍ଚଭୂତି ଗୌଡ଼ ସାହିର ଗଣେଶ ସତପଥିଙ୍କୁ ଜ୍ୱର ହେବାରୁ ସକାଳ ୮ଟାରେ ସ୍ତ୍ରୀତାଙ୍କୁ ଜଗନ୍ନାଥ ପ୍ରସାଦ ମେଡିକାଲକୁ ଚିକିତ୍ସା ପାଇଁ ନେଇଥିଲେ। ତେବେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା l ଚାରି ଦିନ ପୂର୍ବେ ବଡ଼ ଭାଇ ବିନାୟକଙ୍କର ହୃଦ୍‌ରୋଗରେ ମୃତ୍ୟୁ ଘଟିଥିଲା l କରୋନା ଜନିତ ୨ ଭାଇଙ୍କ ମୃତ୍ୟୁ ଘଟିଥିବା ସାହିବାସୀ ଅନୁମାନ କରି ଗଣେଶଙ୍କ ମୃତଦେହକୁ କେହି ଛୁଇଁବାକୁ ରାଜି ହେଉ ନାହାନ୍ତି। ଦୀର୍ଘ ୬ ଘଣ୍ଟା ହେବା ତାଙ୍କ ମୃତଦେହ ଗାଁ ଦାଣ୍ଡରେ ପଡିରହିଥିବା ଦେଖିବାକୁ ମିଳୁଛି। ଖବର ଲେଖାହେବା ବେଳକୁ ଜଗନ୍ନାଥ ପ୍ରସାଦ ବ୍ଲକ ପ୍ରଶାସନ ଓ ସ୍ଥାନୀୟ ସରପଞ୍ଚଙ୍କ ପ୍ରତିନିଧି ସାହିରେ ପହଞ୍ଚିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋସୋ ପଞ୍ଚାୟତ ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

ହାଟଡିହୀ,୨୨।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ ସରପଞ୍ଚ କାଞ୍ଚନ ନାୟକଙ୍କ ବିରୋଧରେ ୱାର୍ଡ ସଭ୍ୟାସଭ୍ୟମାନେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି । ବୁଧବାର ୧୪ଟି...

ସମୁଦ୍ର ଜୁଆର ମାଡ଼ରେ ଲୁଣା ନଦୀବନ୍ଧରେ ଘାଇ

ମହାକାଳପଡ଼ା, ୨୨ା୧୧ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଖରିନାସୀ ପଞ୍ଚାୟତ ଲୁଣା ନଦୀ ବନ୍ଧର ଏକ ନମ୍ବର କ୍ରିକ୍‌ ନିକଟରେ କେତେଜଣ ଲୋକ ଜାଲ...

ତାତିରେ ଡହଳବିକଳ ହାତୀ

ଢେଙ୍କାନାଳ ଅଫିସ, ୨୪।୪: ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହରେ ଡହଳବିକଳ ହେଉଛି ସାରା ଓଡ଼ିଶା। ଝାଞ୍ଜି ସାଙ୍ଗକୁ ତତଲା ପବନ ଅଣନିଃଶ୍ୱାସୀ କରୁଛି। ରାଜ୍ୟରେ ପାରଦ ୪୫ ଟପିଲାଣି। ଆଗକୁ...

ପୁଣି କରୋନା ଆତଙ୍କ: ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ହଜାର ଟପିଲା

ନୂଆଦିଲ୍ଲୀ,୧୩।୩: ଦେଶରେ ପୁଣି କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହା ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା...

କରୋନା ପଜିଟିଭ୍‌ ଆସିବା ପରେ ବଲାଙ୍ଗୀରର ୨୧ ଗ୍ରାମ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା: ଲିଖିରିଆରୁ ଆରମ୍ଭ ହେଲା ସାନିଟାଇଜେଶନ୍‌

ବଲାଙ୍ଗୀର ଅଫିସ/ଗୁଡଭେଲା,୨ା୫(ଡି.ଏନ.ଏ.)- ବଲାଙ୍ଗୀର ଜିଲା ଗୁଡଭେଲା ବ୍ଳକ ରୁଷୁଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଲିଖିରିଆ ଗାଁର ଦୁଇଜଣ ଯୁବକଙ୍କ ସ୍ବାବ ଟେଷ୍ଟ ଶୁକ୍ରବାର ପଜିଟିଭ୍‌ ଚିହ୍ନଟ ହେବା...

ଗହଳି ନିୟନ୍ତ୍ରଣ କର

ନୂଆଦିଲ୍ଲୀ, ୧୫।୭: ହିଲ୍‌ ଷ୍ଟେଶନ ଏବଂ ବଜାରଗୁଡ଼ିକରେ ଅତ୍ୟଧିକ ଜନଗହଳିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ବେଗ ପ୍ରକାଶ କରିବାର ଦିନକ ପରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ...

କଳାହାଣ୍ଡିରେ ମା’ ଝିଅ କରୋନା ପଜିଟିଭ୍‌ : ଆକ୍ରାନ୍ତଙ୍କ ସଂଖ୍ୟା ୧୫ରେ ପହଞ୍ଚିଲା

ଜୁନାଗଡ଼,୨୪ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ର ଏକ ଦେୟଯୁକ୍ତ ଟିଏମ୍‌ସିରେ ଥିବା ୨ ଜଣ ମହିଳାଙ୍କ ସ୍ବାବ୍‌ ନମୁନା କରୋନା ପଜିଟିଭ୍‌ ଆସିଛି। ସେମାନେ ଉଭୟ ମା’...

ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକଙ୍କ ଚାଲିଗଲା ଜୀବନ

ମୋହନା,୭।୭: ଗଜପତି ଜିଲାର ମୋହନା ନାରାୟଣନଗରରେ ଏକ ଅଭାବନୀୟ ଘଟଣା ଘଟିଛି। ଚାଉମିନ ଫ୍ୟାକ୍ଟ୍ରିରେ କାମ କରୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକଙ୍କ ମୃତ୍ୟୁ...

Advertisement
Archives

Model This Week