ହଜିଗଲା ମାନବିକତା: ଫସଲ ନଷ୍ଟ କରିବାରୁ ମାଙ୍କଡ଼କୁ ମାରି ଝୁଲାଇଦେଲେ

କବିସୂର୍ଯ୍ୟନଗର,୯।୧(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଓ ପୋଲସରା ରେଞ୍ଜ୍ ଅଧୀନ ଗୋବିନ୍ଦପୁର ଗ୍ରାମରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଫସଲ ନଷ୍ଟ କରୁଥିବା ଅଭିଯୋଗରେ କିଛି ଲୋକ ଏକ ମାଙ୍କଡ଼କୁ ନିର୍ଦ୍ଦୟ ଭାବେ ପିଟିପିଟି ମାରିବା ପରେ ଚାଷଜମିରେ ଥିବା ଏକ ଖୁଣ୍ଟରେ ତା’ର ଚାରିଗୋଡ଼କୁ ବାନ୍ଧି ଝୁଲାଇ ଦେଇଛନ୍ତି।

ଅଞ୍ଚଳରେ ମାଙ୍କଡ଼ପଲର ଉପଦ୍ରବ ଜାରି ରହିଥିବା ହେତୁ କେହି ଏଭଳି କ୍ରୂରତା ଦେଖାଇ ଥାଇପାରନ୍ତି ବୋଲି ଆଲୋଚନା ହେଉଛି। ତେବେ ଏହି ଘଟଣାକୁ ନେଇ ପରିବେଶବିତ୍ ଏବଂ ପଶୁପ୍ରେମୀଙ୍କ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ନିରୀହ ପ୍ରାଣୀ ପ୍ରତି ଏଭଳି କ୍ରୁରତା ଅବଲମ୍ବନ କରିଥିବା ବ୍ୟକ୍ତିମାନଙ୍କୁ ଚିହ୍ନଟ କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରାଯାଇଛି।

ଖବର ପାଇ ବନ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ମୃତ ମାଙ୍କଡ଼ର ଶବକୁ ଜବତ କରିଥିଲେ ଏବଂ ପରେ ଏହାକୁ ପୋତି ଦେଇଥିବା ଜଣାପଡ଼ିଛି। ବନ ବିଭାଗ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup 2026: ସେମିଫାଇନାଲରେ ଇଂଲଣ୍ଡ, ବିଶ୍ୱକପ୍‌ ରେସ୍‌ରୁ ପାକିସ୍ତାନ ବିଦା?

ନୂଆଦିଲ୍ଲୀ,୨୪।୨: ପାଲ୍ଲେକେଲେଠାରେ ଖେଳାଯାଇଥିବା ଏକ ରୋମାଞ୍ଚକର ସୁପର-୮ ମୁକାବିଲାରେ ପାକିସ୍ତାନକୁ ପରାସ୍ତ କରି ଇଂଲଣ୍ଡ ସେମିଫାଇନାଲ ଟିକେଟ ହାସଲ କରିଛି। ଶେଷ ଓଭର ପର୍ଯ୍ୟନ୍ତ ଚାଲିଥିବା ଏହି…

ଥୁଆମୂଳ ରାମପୁରରେ ବନ ବିଭାଗର କାର୍ଯ୍ୟକ୍ରମ: ସାଧାରଣ ଜନତାଙ୍କ ଅନୁପସ୍ଥିତିକୁ ନେଇ ପ୍ରଶ୍ନବାଚୀ

ଥୁଆମୂଳ ରାମପୁର, ୨୪ା୨ (ଦୁର୍ଗା କୀର୍ତ୍ତି): ‘ଜଙ୍ଗଲ ସୁରକ୍ଷା ହିଁ ଜୀବନ ରକ୍ଷା’ – “ବନ୍ୟ ପ୍ରାଣୀଙ୍କୁ ନୂଆଁ ଦାଉରୁ ରକ୍ଷା କରନ୍ତୁ” ଏବଂ ବନାଗ୍ନି ରୁ…

ସ୍ବତନ୍ତ୍ର ଆଦର୍ଶ ବିଦ୍ୟାଳୟ ନିକଟସ୍ଥ ଗ୍ରାମର ଛାତ୍ରୀଛାତ୍ରଙ୍କୁ ମିଳୁ ହଷ୍ଟେଲ ସୁବିଧା, ଜିଲାପାଳଙ୍କୁ ଭେଟି ଦାବି ରଖିଲେ କୋଟିଆ ସରପଞ୍ଚ

ପଟ୍ଟାଙ୍ଗି, ୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତରେ ରହିଥିବା ସ୍ବତନ୍ତ୍ର ଆଦର୍ଶ ବିଦ୍ୟାଳୟରେ ନିକଟସ୍ଥ ଗ୍ରାମର ଛାତ୍ରୀଛାତ୍ରଙ୍କୁ ହଷ୍ଟେଲରେ ଅଗ୍ରାଧିକାର…

ପ୍ରେମ ପାଇଁ ନାବାଳିକା ଝିଅଙ୍କ ନିର୍ମମ କାଣ୍ଡ: ପ୍ରେମିକଙ୍କ ସହ ମିଶି ମା’-ଭାଇଙ୍କୁ ହତ୍ୟା କରି କେନାଲରେ ଫିଙ୍ଗିଲେ, ଅଖାରୁ ହାତ ଗୋଡ଼ ବନ୍ଧା…

କୋରାପୁଟ/ବୋରିଗୁମ୍ମା, ୨୪ା୨(ଅମିତାଭ ବେହେରା/ବିଜୟ ନାରାୟଣ ସାହୁ)-ପ୍ରେମ ପାଇଁ ଜଣେ ନାବାଳିକା ତାଙ୍କ ପ୍ରେମିକ ସହ ମିଶି ମା’ ଓ ନାବାଳକ ଭାଇଙ୍କୁ ହତ୍ୟା କରିଛନ୍ତି। ଏଭଳି ଏକ…

୫୫ ହଜାର ଉଧାର ଟଙ୍କାକୁ ନେଇ ସମ୍ପର୍କ ଭୁଲିଲେ: ଦୁଇ ପରିବାର ମଧ୍ୟରେ ଉଗ୍ରରୂପ ନେଲା ବିବାଦ, ସୁରକ୍ଷା ପାଇଁ…

ଦିଗପହଣ୍ଡି,୨୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନ୍ତର୍ଗତ ପିତାମ୍ବରପୁର ଗ୍ରାମର ୨ ପରିବାର ମଧ୍ୟରେ ଟଙ୍କା ଦେଣ ନେଣକୁ କେନ୍ଦ୍ର କରି…

ଦିଗପହଣ୍ଡି-କେ. ନୂଆଗାଁ ଥାନାରେ ଯୋଗଦେଲେ ନୂଆ ଆଇଆଇସି:  ଅପରାଧ ଦମନ ସହ ଆଇନ ଶୃଙ୍ଖଳା ନିୟନ୍ତ୍ରଣ ଦିଗରେ…

ଦିଗପହଣ୍ଡି, ୨୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନାରେ ନୂତନ ଆଇଆଇସି ଭାବେ ମଙ୍ଗଳବାର ସାରେ କିଶୋର କୁମାର ସାମଲ ଯୋଗ ଦେଇଛନ୍ତି। ଏହା ପୂର୍ବରୁ…

ବନ୍ଧୁକ ଦେଖାଇ ନବବଧୂଙ୍କୁ ଅପହରଣ ଘଟଣା: ଧରାପଡ଼ିଲେ ଅଭିଯୁକ୍ତ, ସମ୍ବଲପୁରର ଭଡ଼ା ଘରୁ ମହିଳାଙ୍କୁ…

ବଲାଙ୍ଗୀର/ତରଭା,୨୪।୨(ସୁନୀଲ ମହାନ୍ତି/ମାନଭଞ୍ଜନ ମିଶ୍ର): ବହୁଚର୍ଚ୍ଚିତ ବନ୍ଧୁକ ଦେଖାଇ ନବବଧୂ ଅପହରଣ ଘଟଣାର ପର୍ଦ୍ଦାଫାଶ କରିଛି ତରଭା ପୋଲିସ।  ସୋନପୁର ଏସ୍‌ପି ନାରାୟଣ ନାୟକ ଖବରଦାତା ସମ୍ମିଳନୀ କରି…

Kerala Name Change: ନାଁ ବଦଳିଲେ ଖର୍ଚ୍ଚ ହେବ ଏତେ କୋଟି! ଶୁଣିଲେ ଉଡିବ ହୋସ୍‌

ନୂଆଦିଲ୍‌ଲୀ,୨୪।୨: କେନ୍ଦ୍ର କ୍ୟାବିନେଟ କେରଳର ନାମ ଆନୁଷ୍ଠାନିକ ଭାବରେ କେରଳମ କରିବା ପାଇଁ ଦୀର୍ଘ ଦିନ ଧରି ପଡ଼ି ରହିଥିବା ପ୍ରସ୍ତାବକୁ ସମ୍ପ୍ରତି ମଞ୍ଜୁରୀ ଦେଇଛି। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri