ଜନ୍ମସ୍ଥାନ ଟିଟିଲାଗଡ଼ରେ ହେବ ହ୍ୟୁମାନଙ୍କ ଶେଷକୃତ୍ୟ

ଭୁବନେଶ୍ୱର,୧୮।୧୧: ସୋମବାର ରାତିରେ ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ହୋଇଯାଇଛି । ଏହି ଖବର ପ୍ରଚାରିତ ହେବା ପରେ ଟିଟିଲାଗଡ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।  ତାଙ୍କର ଜନ୍ମ ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରର ଦେବନ୍ଦପଡାରେl ସେ ପିଲା ଦିନରୁ ସଙ୍ଗୀତ ପ୍ରତି ରୁଚି ରଖିଥିଲେ । ପରେ ସେ ସଙ୍ଗୀତ ଦୁନିଆରେ ପାଦ ଥାପି ବହୁ ସୁମଧୁର ଗୀତ ଭେଟି ଦେଇଥିଲେ।  କିଛି ବର୍ଷ ତଳେ ତାଙ୍କ ବାପା ଓ ସାନ ଭାଈଙ୍କ ମୃତ୍ୟୁ ହୋଇଥିଲା । ତାଙ୍କ ମା’ ଜଣେ ଶିକ୍ଷାବିତ୍‌ । ହ୍ୟୁମାନଙ୍କ ଅଜା ଓ ଆଈ ଏବେ ଟିଟିଲାଗଡରେ ରହୁଛନ୍ତି।  ଜନ୍ମସ୍ଥାନ ଟିଟିଲାଗଡ଼ର ଡେଙ୍ଗ’ଗାଁରେ ହେବ ହ୍ୟୁମାନ ସାଗରଙ୍କ ଶେଷକୃତ୍ୟ ହେବ ବୋଲି ଜଣାପଡିଛି। କଟକ ବାସଭବନରୁ ଟିଟିଲାଗଡ଼ର ଅଭିମୁଖେ ନିଆଯାଇଛି ପାର୍ଥୀବ ଶରୀର। ସେଠାରେ ତାଙ୍କର ଶେଷକୃତ୍ୟ ସଂପନ୍ନ କରାଯିବ ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?

ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍‌ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri