Posted inଜାତୀୟ

ରୋଡ୍‌ଶୋ ବେଳେ ମୁହାଁମୁହିଁ ହେଲେ ଅଖିଳେଶ-ପ୍ରିୟଙ୍କା

ଲକ୍ଷ୍ନୌ,୪।୨: ଉତ୍ତରପ୍ରଦେଶର ବୁଲନ୍ଦଶହର ରୋଡ୍‌ଶୋ ବେଳେ ପରସ୍ପରକୁ ଭେଟିଥିଲେ କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଓ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ। ପ୍ରିୟଙ୍କା ତାଙ୍କର ଖୋଲା ଗାଡ଼ିରେ ଯାଉଥିବା ବେଳେ ଅଖିଳେଶ ବସ୍‌ରେ ବୁଲନ୍ଦଶହରରେ ପ୍ରଚାର କରୁଥିବା ବେଳେ ଦୁହେଁ ସାମ୍ନାସାମ୍ନି ହୋଇଥିଲେ।

ପ୍ରିୟଙ୍କା ଏହି ଘଟଣା ଭିଡିଓର ଶେୟାର କରି ‘ମୋ ଆଡ଼ୁ ବି ତୁମକୁ ରାମ ରାମ’।

ଅଖିଳେଶ ରାଷ୍ଟ୍ରୀୟ ଲୋକ ଦଳ (ଆର୍‌ଏଲ୍‌ଡି) ମୁଖ୍ୟ ଜୟନ୍ତ ଚୌଧାରୀଙ୍କ ସହ ପ୍ରଚାର କରୁଥିଲେ। ଦୁହେଁ ବସ୍‌ର ଛାତ ଉପରୁ ପ୍ରିୟଙ୍କାଙ୍କୁ ନମସ୍କାର କରୁଥିଲା ବେଳେ ପ୍ରିୟଙ୍କା ସେମାନଙ୍କୁ ନମସ୍କାର କରିଥିଲେ। ଉଲ୍ଲେଖଯୋଗ୍ୟ, ପ୍ରିୟଙ୍କା ନିକଟରେ ଏକ ଟିଭି ଚ୍ୟାନେଲକୁ ୨୦୧୭ ବିଧାନସଭା ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି ସହ ମେଣ୍ଟକୁ ବଡ଼ ଭୁଲ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୁଭିଲା ପ୍ରଚଣ୍ଡ ଶବ୍ଦ : ହଠାତ୍‌ ଘର କାନ୍ଥ ଫାଟି ଆଁ କରିଲା, ଜୀବନ ବିକଳରେ ଦୌଡ଼ି ଆସିଥିଲେ ପରିବାର ଲୋକେ

ଆନନ୍ଦପୁର, ୨୩।୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲାରୁ ଲୁହାପଥର ଚାଲାଣ ପାଇଁ ଜେଏସଡବ୍ଲୁ କମ୍ପାନୀ ପକ୍ଷରୁ ଏମ୍ପ୍ରୋକନ ଠିକା ସଂସ୍ଥା ଦ୍ୱାରା ୨୦ ନମ୍ବର ଜାତୀୟ ରାଜପଥ…

ସକାଳୁ ସକାଳୁ ବଡ଼ ଝଟକା! ପୁଣି ବଢ଼ିଲା ପେଟ୍ରୋଲ- ଡିଜେଲ ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୨୩।୫: ମେ ୨୩ ତାରିଖରୁ ନୂତନ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଲାଗୁ ହୋଇଛି। ପେଟ୍ରୋଲ ମୂଲ୍ୟ ୯୧ ପଇସା ଏବଂ ଡିଜେଲ ୮୬ ପଇସା…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ଭାରତର ଡାଟା ସେଣ୍ଟର ପରିକଳ୍ପନାକୁ ବିପଦ ରୌଦ୍ରତାପ: ପ୍ରଶ୍ନ ଘେରରେ…

ନୂଆଦିଲ୍ଲୀ, ୨୩ା୫:ଭାରତ ଭଳି ଏକ କ୍ରମବର୍ଦ୍ଦିଷ୍ଣ ଅର୍ଥନୈତିକ ରାଷ୍ଟ୍ରରେ ବିଭିନ୍ନ କ୍ଷେତ୍ରର ସମ୍ପ୍ରସାରଣ କରାଯାଉଥିବାବେଳେ ଡିଜିଟାଲ ବ୍ୟବସ୍ଥାର ଭିତ୍ତିଭୂମି ବୃଦ୍ଧି ଦେଶକୁ ବିଭିନ୍ନ ଦିଗରେ ରୂପାନ୍ତରିତ କରିଛି।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri