ହୁନ ମାନେଟ କାମ୍ବୋଡିଆର ନୂଆ ପ୍ରଧାନମନ୍ତ୍ରୀ, ୧୨୩ ସାଂସଦଙ୍କର ମିଳିଲା ସମର୍ଥନ

ନୋମ ପେନ୍ହ,୨୨।୮: କାମ୍ବୋଡିଆର ନୂଆ ପ୍ରଧାନମନ୍ତ୍ରୀ ଭାବେ ହୁନ ମାନେଟ ନିର୍ବାଚିତ ହୋଇଛନ୍ତି। କାମ୍ବୋଡିଆର ନେଶନାଲ ଆସେମ୍ଲି ମଙ୍ଗଳବାର ହୁନ ମାନେଟଙ୍କୁ ପ୍ରଧାନମନ୍ତ୍ରୀ ଭାବରେ ପାଞ୍ଚ ବର୍ଷ ପାଇଁ ବିଜୟ ନିଶ୍ଚିତ କରିଛି। ଜୁଲାଇ ୨୩ ସାଧାରଣ ନିର୍ବାଚନରେ ହୁନ ମାନେଟଙ୍କ ଶାସକ କାମ୍ବୋଡିଆ ପିପୁଲ୍ସ ପାର୍ଟି (ସିପିପି) ଏକ ବିଜୟ ହାସଲ କରିଛି।
ସିହ୍ନୁଆ ନ୍ୟୁଜ ଏଜେନ୍ସି ରିପୋର୍ଟ କରିଛି ଯେ ପ୍ରାୟ ୧୨୩ ସାଂସଦଙ୍କ ସର୍ବସମ୍ମତି କ୍ରମେ ହୁନ ମାନେଟଙ୍କୁ ନୂତନ ପ୍ରଧାନମନ୍ତ୍ରୀ ଭାବରେ ଭୋଟ ଦେଇଛନ୍ତି। ସୂଚନାଯୋଗ୍ୟ, ନେଶନାଲ ଆସେମ୍ଲିରେ ୧୨୫ ଜଣ ବିଧାୟକ ଅଛନ୍ତି, ସେମାନଙ୍କ ମଧ୍ୟରେ ସିପିପିରୁ ୧୨୦ ଜଣ ଏବଂ ରୟାଲିଷ୍ଟ ଫସିନପେକ ଦଳର ପାଞ୍ଚଜଣ ଅଛନ୍ତି।
ନେଶନାଲ ଆସେମ୍ଲି ମଧ୍ୟ ୨୦୨୩-୨୦୨୮ କାର୍ଯ୍ୟକାଳ ପାଇଁ ହୁନ ମାନେଟଙ୍କ ନୂତନ କ୍ୟାବିନେଟ ସଦସ୍ୟଙ୍କୁ ଅନୁମୋଦନ କରିଛି। ୪୫ ବର୍ଷିୟ ହୁନ ମାନେଟ ତାଙ୍କର ୭୧ବର୍ଷିୟ ପିତା ସୋମଡେକ ଟେକୋ ହୁନ ସେନଙ୍କ ଉତ୍ତରାଧିକାରୀ ହୋଇଥିଲେ, ଯିଏକି ଏହି ପଦବୀରେ ୩୮ବର୍ଷରୁ ଅଧିକ ସମୟ ପରେ ଇସ୍ତଫା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...

୪୨ବର୍ଷ ପରେ ମନ୍ଦିରକୁ ଫେରିବ ବିରଳ ପ୍ରାଚୀନ ମୂର୍ତ୍ତି: ଉଦ୍ଧାର ପରେ ସିବିଆଇ ମାଲଖାନାରେ…

ସୋନପୁର,୯ା୧୨(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ସହର ଗୋପାଳଜୀ ମନ୍ଦିରରୁ ଚୋରି ହୋଇ ଦୀର୍ଘ ୪୨ବର୍ଷ ସିବିଆଇ ମାଲଖାନାରେ ଥିବା ୧୨ ବିରଳ ପ୍ରାଚୀନ ମୂର୍ତ୍ତି ପୁଣି ମନ୍ଦିରକୁ ଫେରିବ।...

ପୁଟିନଙ୍କ ଭାରତ ଗସ୍ତକୁ ନେଇ ଚାଇନା ଦେଲା ଏମିତି ପ୍ରତିକ୍ରିୟା ଆମେରିକାକୁ ଲାଗିବ ବଡ଼ ଝଟକା

ବେଜିଂ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସାମ୍ପ୍ରତିକ ଭାରତ ଗସ୍ତ ପ୍ରତି ଚାଇନା ଏକ ସକାରାତ୍ମକ ମନୋଭାବ ପ୍ରକାଶ କରିଛି, କହିଛି ଯେ ଭାରତ, ଚାଇନା...

ଶୁଭାଙ୍ଗୀ ଦତ୍ତଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବରେ ଅଭିନେତ୍ରୀ ଶୁଭାଙ୍ଗୀ ଦତ୍ତଙ୍କୁ ସର୍ବଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ମିଳିଛି। ସେ ଅନୁପମ ଖେର୍‌ଙ୍କ ନିର୍ଦ୍ଦେଶିତ ‘ତନଭି ଦି ଗ୍ରେଟ୍‌’...

ନେହେରୁ ନୁହେଁ, ଭବିଷ୍ୟତକୁ ଦେଖ

‘ବନ୍ଦେ ମାତରମ୍‌’ ଭାରତର ଜାତୀୟ ଗୀତ ଭାବେ ଜଣାଶୁଣା। ବଙ୍କିମ ଚନ୍ଦ୍ର ଚାଟାର୍ଜୀଙ୍କ ଦ୍ୱାରା ଏହା ରଚିତ ହୋଇଥିଲା। ୧୮୭୫ ନଭେମ୍ବର ୭ରେ ପ୍ରଥମେ ‘ବଙ୍ଗଦର୍ଶନ’...

କାର୍ଯ୍ୟରୁ ମୁକ୍ତି ପାଇଁ ମୃତଦେହକୁ ଫିଙ୍ଗିଦେଲା ୟୁପି ପୋଲିସ

ମୀରଟ,୯ା୧୨: ଉତ୍ତରପ୍ରଦେଶ ପୋଲିସ କାର୍ଯ୍ୟରୁ ବର୍ତ୍ତିବା ପାଇଁ ଏକ ମୃତଦେହକୁ ଅନ୍ୟ ଫାଣ୍ଡି ଅଞ୍ଚଳରେ ଫିଙ୍ଗିଦେବା ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ...

ଟୋକନ ସମସ୍ୟା: ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଲେ ଚାଷୀ

ପଦ୍ମପୁର,୯ା୧୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ସୋମବାର ୧୧ ଦିନରେ ପହଞ୍ଚିଛି। ହେଲେ...

ବଳାତ୍କାର ମାମଲାରେ ଅଭିନେତା ଦିଲୀପ ଦୋଷମୁକ୍ତ

କୋଚି,୯ା୧୨: ୨୦୧୭ରେ ମାଲୟାଲମ ଚଳଚ୍ଚିତ୍ରର ଜଣେ ଅଭିନେତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଅଭିନେତା ଦିଲୀପଙ୍କୁ ଏର୍ନାକୁଲମ୍‌ ଡିଷ୍ଟ୍ରିକ୍ଟ ଓ ପ୍ରିନ୍ସିପାଲ ସେସନ୍ସ କୋର୍ଟ ଦୋଷମୁକ୍ତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri