ବେଆଇନ ଭାବରେ ଅନ୍‌ଲୋଡିଂ ହେଉଥିଲା ଶହଶହ ଜିଞ୍ଜର ବୋତଲ, ମାଡ଼ିବସିଲା ଅବକାରୀ ବିଭାଗ

ବାଲେଶ୍ୱର,୨୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଭ୍ରାମ୍ୟମାଣ ଅବକାରୀ ୟୁନିଟ୍‌ ପକ୍ଷରୁ ରବିବାର ଚଢ଼ାଉ କରାଯାଇଛି। ସୋର ଥାନା ଅନ୍ତର୍ଗତ ଦୟାନିଧିପୁର ନିକଟ ଖେଳପଡ଼ିଆରେ ବେଆଇନ ଭାବେ ଏକ ଭ୍ୟାନ୍‌ରୁ ଜିଞ୍ଜର ଅନ ଲୋଡିଂ ହେଉଥିବା ଖବର ପାଇ ଅବକାରୀ ଅଧୀକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶ କ୍ରମେ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ସ୍ବପ୍ନାରାଣୀ ସାହୁଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ଟିମ୍‌ ଚଢ଼ାଉ କରିଥିଲେ। ୫ ଅଭିଯୁକ୍ତ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ପ୍ରାୟ ୩ ଲକ୍ଷ ଟଙ୍କା ମୂଲ୍ୟର ୧ ହଜାର ଜିଞ୍ଜର ବୋତଲ (୪୫୦ ଲିଟର ) ଜବତ ହୋଇଥିଲା। ଏ ସମ୍ପର୍କରେ ବିଭାଗ ପକ୍ଷରୁ କେସ୍‌ ନଂ ୪୪୦/୨୬ରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଜାରି ରହିଛି। ଆଇଆଇସି ହରିହର ସିଂହ,ଏସ୍‌ଆଇ ଭବେଶ ଦାସ, ଏଏସ୍‌ଆଇ ଲମ୍ବୋଦର ମହାନ୍ତଙ୍କ ସମେତ ସୋର ଥାନା ପୋଲିସ ଏହି ଚଢ଼ାଉରେ ସାମିଲ ଥିଲା।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପରେ ଆଉ ଖେଳିବେନି ଏହି ୭ କିମ୍ବଦନ୍ତୀ, ନାମ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ଧୀରେ ଧୀରେ ଶେଷ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ସୁପର ୮ ରାଉଣ୍ଡ ଆରମ୍ଭ ହୋଇସାରିଛି। ଏହି ସମୟରେ, ଆମେ ୭ ଷ୍ଟାର…

Video: ରାଜସ୍ଥାନରେ ଘୋଡ଼ା ଉପରେ ବ୍ଲିଙ୍କିଟ ଡେଲିଭରି! ବୃଦ୍ଧ ଡେଲିଭରି ବୟଙ୍କ ଭିଡିଓ ଭାଇରାଲ, ଲୋକେ କହିଲେ ଏଠି ଯୁବକଙ୍କୁ ମିଳୁନି…

ଜୟପୁର,୨୨।୨: ରାଜସ୍ଥାନରେ, ଯେଉଁଠାରେ ଘୋଡ଼ା ଏବଂ ଓଟଙ୍କୁ ପରମ୍ପରା, ଗର୍ବ ଏବଂ ବୀରତ୍ୱର ପ୍ରତୀକ ଭାବରେ ବିବେଚନା କରାଯାଏ, ସେଠାରେ ଏକ ଭିଡ଼ିଓ ସାମ୍ନାକୁ ଆସିଛି ଯାହା…

ବର୍ଷା ଯୋଗୁ ମ୍ୟାଚ ଧୋଇଗଲେ ଏହି ନିମୟମରେ ହେବ ସେମିଫାଇନାଲର ନିଷ୍ପତ୍ତି, ବୁଝନ୍ତୁ ଏହି ଗଣିତ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ବର୍ଷା ବିପର୍ଯ୍ୟୟ ସୃଷ୍ଟି କରୁଛି। ଗତ ଶନିବାର (୨୧ ଫେବୃଆରୀ) ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ…

‘କଂଗ୍ରେସ ପ୍ରଥମରୁ ଉଲଗ୍ନ,’ କାହିଁକି କଂଗ୍ରେସ ନେତାଙ୍କୁ ଏମିତି ସମାଲୋଚନା କଲେ ମୋଦି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମ୍ମିଳନୀରେ ଭାରତୀୟ ଯୁବ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନକୁ ନେଇ କଂଗ୍ରେସ ଦଳ…

ଦନ୍ତା ଦଳିଦେବା ପରେ ପରିବାର ଲୋକେ କଲେ ଏମିତି କାମ, ଅମର ରହିଗଲେ ଊର୍ମିଳା

ଦିଗପହଣ୍ଡି,୨୨ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ ଊର୍ମିଳା ରାଉତ(୫୧) ରବିବାର ସକାଳେ ଦନ୍ତା ହାତୀ…

ସୁପର-୮ରେ ଟିମ୍‌ ଇଣ୍ଡିଆକୁ ରହିବାକୁ ପଡ଼ିବ ସାବଧାନ! ଦକ୍ଷିଣ ଆଫ୍ରିକାର ଏହି ୪ ଖେଳାଳି କରିପାରନ୍ତି…

ନୂଆଦିଲ୍ଲୀ,୨୨।୨: ରବିବାର ଭାରତ ଏବଂ ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ ୨୦୨୬ରେ ମୁହାଁମୁହିଁ ହେବେ। ସୁପର ୮ ରାଉଣ୍ଡରେ ଗ୍ରୁପ ୧ର ଏହା ପ୍ରଥମ ମ୍ୟାଚ, ଯାହା…

ବାଇକ୍‌ରେ ଯାଉଥିଲେ ଯୁବକ, ଚାପିଦେଲା ଅଜଣା ଗାଡ଼ି

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବାରଡ଼ା ନିକଟରେ ରବିବାର ଅପରାହ୍ନରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

‘ଲୋକଙ୍କ ସେବାରେ ଆସିବ ପ୍ରଧାନମନ୍ତ୍ରୀଙ୍କ ଜନୌଷଧି କେନ୍ଦ୍ର’

ପୁରୁଷୋତ୍ତମପୁର,୨୨ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରୋଗୀଙ୍କୁ ସ୍ବଳ୍ପ ମୂଲ୍ୟରେ ବିଭିନ୍ନ ଔଷଧ ଯୋଗାଇଦେବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ଜନୌଷଧି କେନ୍ଦ୍ରକୁ ରବିବାର ଆସିକା ଏମ୍‌ପି ଅନିତା ଶୁଭଦର୍ଶନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri