ମିଳିତ ଜାତିସଂଘର ଦାବି ରୁଷିଆ-ୟୁକ୍ରେନ୍ ଯୁଦ୍ଧରେ ଶହ ଶହ ଲୋକଙ୍କର ହେଲାଣି ମୃତ୍ୟୁ

ନ୍ୟୁୟର୍କ.୧୩ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ୧୮ ଦିନରେ ପହଞ୍ଚିଲାଣି । ତେବେ ଏହାରି ଭିତରେ ଶହ ଶହ ଲୋକଙ୍କର ମୃତ୍ୟୁ ହୋଇଥିବା ଦାବି କରିଛି ମିଳିତ ଜାତିସଂଘ ମାନବାଧିକାର କାର୍ଯ୍ୟାଳୟ । ୟୁଏନଏଚସିଏଚଆର କହିଛି ଯୁଦ୍ଧ ଆରମ୍ଭ ହେବା ପରେ ଅତିକମରେ ୫୭୯ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ୧,୦୦୦ରୁ ଅଧିକ ଲୋକ ଆହତ ହେଲେଣି । ତେବେ ମୃତକଙ୍କ ମଧ୍ୟରେ ୪୩ ଶିଶୁ ଥିବା ବି ଦାବି କରାଯାଇଛି ।
ସୂଚନାଯୋଗ୍ୟ, ଗୋଟିଏ ଦିନ ପୂର୍ବରୁ ଜେନେଭା ସ୍ଥିତ କାର୍ଯ୍ୟାଳୟରେ ୫୬୪ ଲୋକଙ୍କ ମୃତ୍ୟୁ ହେବା ସହ ୯୮୨ ଜଣ ଆହତ ହୋଇଥିବା ଦର୍ଶାଯାଇଥିଲା । ତେବେ ମୃତକଙ୍କ ସଂଖ୍ୟା ବାସ୍ତବରେ ଅଧିକ ହେବ ବୋଲି ବି କୁହାଯାଇଛି । ବିସ୍ଫୋରଣ ଯୋଗୁ ଅଧିକାଂଶ ଲୋକ ପ୍ରାଣ ହରାଇଥିବା କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିମାନବନ୍ଦରରୁ ଜବତ ହେଲା ୫କୋଟିର ମାରିଜୁଆନା

ଭୁବନେଶ୍ୱର,୮।୭(ତ୍ରିନାଥ ମହାନ୍ତି): ଭୁବନେଶ୍ବର ବିମାନବନ୍ଦରରୁ ପୁଣି ଜବତ ହୋଇଛି ୫କୋଟି ଟଙ୍କା ମୂଲ୍ୟର ମାରିଜୁଆନା। ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଚାଲାଣ ବେଳେ ୧୧କେଜି ମାରିଜୁଆନା ଜବତ କରାଯାଇଛି। ଏହି…

ପ୍ରଥା ଓ ପରମ୍ପରା

ବିଶ୍ୱର ସାମାଜିକ ଚଳଣିରେ ଅନେକ ପ୍ରଥା ଓ ପରମ୍ପରା ସନ୍ନିବେସିତ, ଯାହା ମଣିଷକୁ ଏକ ଅନୁଶାସନରେ ରହି ଶୃଙ୍ଖଳିତ ଜୀବନଯାପନ କରିବାକୁ ପ୍ରେରଣା ଦେଇଥାଏ। ବିଶ୍ୱ ସାମାଜିକ…

ଓଡ଼ିଶାରେ ସମବାୟ

୧୮୯୭ ମସିହାରେ ଉତ୍କଳ ଗୌରବ ମଧୁସୂଦନ ଦାସ ୟୁରୋପ ଦେଶଗୁଡ଼ିକୁ ଭ୍ରମଣ କାଳରେ ସେଠାରେ ଦେଖାଦେଇଥିବା ଶିଳ୍ପ ବିପ୍ଳବର ମୁକାବିଲା ପାଇଁ ସମବାୟଭିତ୍ତିକ ଅନୁଷ୍ଠାନଗୁଡ଼ିକ ସଫଳତାର ସହିତ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

କେତନ ହତ୍ୟା ମାମଲାର ନାଟକୀୟ ମୋଡ଼: ୪ ମାସ ପୂର୍ବରୁ ଚେତନଙ୍କୁ ଗୋପନରେ ବାହା ହୋଇଥିଲେ ସିୟା

ପୁଣେ,୮ା୭: ପୁଣେ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ଅଗ୍ରଓ୍ବାଲ ହତ୍ୟା ମାମଲାର ତଦନ୍ତ ଏକ ନାଟକୀୟ ମୋଡ଼ ନେଇଛି। ମୁଖ୍ୟ ଅଭିଯୁକ୍ତ ସିୟା ଗୋୟଲ ତାଙ୍କ ଭାବୀ…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri