ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସହରର ସମସ୍ତ ସ୍କୁଲ ଓ କଲେଜରୁ ଶତାଧିକ ଛତ୍ରୀଛାତ୍ର ଭାଗନେଇଥିଲେ। ବନ୍ଦେ ମାତରମ୍‌ ଗୀତର ୧୫୦ବର୍ଷ ପୂର୍ତ୍ତି ଉପଲକ୍ଷେ ଏହାକୁ ସାମୂହିକ ଗାନ କରାଯାଇଥିଲା। ଏହି ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ଛାତ୍ରୀଛାତ୍ରଙ୍କୁ ଅଧ୍ୟକ୍ଷ ଯାଦବ ଓ କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟ ଆଚାରୀ ମାନପତ୍ର ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ଏବିଡିଓ ସିଦ୍ଧେଶ୍ୱର ମେହେରଙ୍କ ସମେତ କାଉନସିଲର, ବିଭିନ୍ନ ସ୍କୁଲର ଶିକ୍ଷକ, ଶିକ୍ଷୟିତ୍ରୀ, ମହିଳା ଗ୍ରୁପ ସଦସ୍ୟ ସାମିଲ ହୋଇଥିଲେ। ବି. ଚନ୍ଦ୍ରଶେଖର ଆଚାରି ମଞ୍ଚ ପରିଚାଳନା ଓ ଜି. କ୍ରିଷ୍ଣା ରେଡ୍ଡୀ ଧନ୍ୟବାଦ ଅର୍ପଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri