ଟାମଣା ଗ୍ରାମକୁ ନୂତନ ମୈାଜା ଘୋଷାଣା ନେଇ ଶତାଧିକ ମହିଳା, ପୁରୁଷ ପହଞ୍ଚିଲେ…

ଛତ୍ରପୁର, ୬ ।୧୨ (ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା କୁକୁଡାଖଣ୍ଡି ବ୍ଲକ ଶିହଳା ପଞ୍ଚାୟତର ଟାମଣା ଗ୍ରାମକୁ ନୂତନ ମୈାଜା ଘୋଷାଣା ଦାବିନେଇ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି ଗ୍ରାମର ଶତାଧିକ ମହିଳା ଓ ପୁରୁଷ । ଗ୍ରାମବାସୀଙ୍କ କହିବା ମୁତାବକ ୨୨ ନଭେମ୍ବର ୨୦୨୪ରେ ଶ୍ରୀ ନନ୍ଦିକେଶ୍ୱର ପୀଠରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଗ୍ରାମବାସୀ, ତହସିଲଦାର, ବନ ବିଭାଗ, ଆରଆଇ ଓ ସରପଞ୍ଚକୁ ନେଇ ଆଲୋଚନା ହୋଇଥିଲା। ଗ୍ରାମରେ ୪ଶହ ଅଧିକ ଲୋକବସବାସ କରୁଛନ୍ତି, ତେଣୁ ତୁରନ୍ତ ପ୍ରଶାସନ ଟାମଣା ଗ୍ରାମକୁ ନୂତନ ମୈାଜାଭାବେ ଘୋଷଣା କରିବାକୁ ଦାବି କରିଥିଲେ । ଏ ନେଇ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି । ଏହି ସ୍ମାରକପତ୍ର ପ୍ରଦାନ ବେଳେ ହରିହର ମଲିକ, ଟୁନା ମଲିକ, ରବିନ୍ଦ୍ର ମଲିକ,ମମତା ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜାରାଣୀଙ୍କ ଝାମୁ ଯାତ୍ରା ସହ ଶେଷ ହେଲା ଆଦିବାସୀଙ୍କ ପୌଷ ପର୍ବ

ଥୁଆମୂଳ ରାମପୁର,,୧୫।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଠାରେ ମାଳି ଚଗା ବା ରାଜାରାଣୀ ଝାମୁ ଯାତ୍ରା ସହ ଶେଷ ହେଲା ଆଦିବାସୀଙ୍କ...

ଶ୍ରୀମନ୍ଦିରରେ ଟଳିପଡ଼ିଲେ ସୁଆର ବଡୁ ସେବାୟତ

ପୁରୀ,୧୫ା୧(ଅଜିତ ମହାନ୍ତି): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସେବା କରିବା ସମୟରେ ଜଣେ ସୁଆରବଡୁ ସେବକଙ୍କ ମୃତ୍ୟୁ ଘଟିଛି। ମୃତ ସେବାୟତ ଜଣଙ୍କ ହେଉଛନ୍ତି ଜଗନ୍ନାଥ ସୁନାଥାଳି। ଶ୍ରୀମନ୍ଦିରରେ...

ଟ୍ରଲରକୁ ଧକ୍କା ଦେଇ ବୁଡ଼ିଲା ବୋଟ୍‌, ୮ ଯାତ୍ରୀଙ୍କୁ ଉଦ୍ଧାର କଲେ ମତ୍ସ୍ୟଜୀବୀ

ଚାନ୍ଦବାଲି,୧୫ା୧(ଅଶୋକ ପଣ୍ଡା): ଭଦ୍ରକ ଜିଲା ଧାମରାଠାରେ ମାଛଧରା ଟ୍ରଲରକୁ ଧକ୍କା ଦେଇ ବୁଧବାର ଏକ ଯାତ୍ରୀବାହୀ ବୋଟ୍‌ ବୁଡ଼ିଯାଇଛି। ଖବରରୁ ପ୍ରକାଶ ଏକ ଯାତ୍ରୀବାହୀ ବୋଟ୍‌...

ବାଲି ବୋଝେଇ ହାଇଓ୍ବା ଧକ୍କାରେ ମୋପେଡ ଚାଳକଙ୍କ ଜୀବନ ଗଲା

ହିଞ୍ଜିଳିକାଟୁ,୧୫ା୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଚୈତନ୍ୟପଡ଼ା ନିକଟରେ ଏକ ନଦୀ ବାଲି ବୋଝେଇ ହାଇଓ୍ବା ଧକ୍କାରେ ଜଣେ ମୋପେଡ ଚାଳକଙ୍କ ଜୀବନ ଯାଇଛି।...

ଗଞ୍ଜାମ ଜିଲାରେ ବର୍ଦ୍ଧିତ ଭତ୍ତା ପାଇଲେ ୨୬୧୩୪ ଜଣ ହିତାଧିକାରୀ

ଛତ୍ରପୁର,୧୫ା୧(ଦିଲ୍ଲୀପ ସାମଲ): ସରକାର ଲୋକଙ୍କ ହିତ ପାଇଁ ବହୁ ଯୋଜନା ପ୍ରଣୟନ କରିଛନ୍ତି। ସେଥିମଧ୍ୟରୁ ପେନ୍‌ସନ୍‌ ଯୋଜନା ଅନ୍ୟତମ। ଯୋଗ୍ୟ ହିତାଧିକାରୀ ତଥା ଦିବ୍ୟାଙ୍ଗ, ବିଧବା,...

୩ ବ୍ୟବସାୟୀଙ୍କୁ ଲହୁଲୁହାଣ କରି ୧୫ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଉମରକୋଟ,୧୫ା୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ଥମୁନି ଲୁଟେରାଙ୍କ ଆତଙ୍କରାଜ। ସଂଘବଦ୍ଧ ଆକ୍ରମଣ କରି ୧୫ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି ଲୁଟେରା। ଦୁଇ ଦିନ ତଳେ...

୧୯, ୧୦୬ ଜଣ ହିତାଧିକାରୀ ପାଇଲେ ବର୍ଦ୍ଧିତ ଭତ୍ତା

ଖୋର୍ଦ୍ଧା,୧୫ା୧(ପ୍ରଭାତ ପାଣିଗ୍ରାହୀ): ସାମାଜିକ ସୁରକ୍ଷା ଭତ୍ତା ୩୫୦୦ ଟଙ୍କାକୁ ବୃଦ୍ଧି ପାଇଲା। ମଧୁବାବୁ ଭତ୍ତା ଯୋଜନା ଓ ଜାତୀୟ ସାମାଜିକ ସୁରକ୍ଷା ଅଧୀନରେ ବୃଦ୍ଧାବୃଦ୍ଧଙ୍କୁ ମିଳିବ...

ମାଟ୍ରିକ୍‌ ପ୍ରଶ୍ନପତ୍ରରେ ରହିବ ବାର୍‌କୋଡ୍‌

କଟକ,୧୫ା୧:(କାର୍ତ୍ତିକ ସାହୁ): ମାଟ୍ରିକ୍‌ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲ ରୋକିବାକୁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷ ନୂତନ ପଦକ୍ଷେପ ନିଆଯାଇଛି। ଏଥର ମାଟ୍ରିକ୍‌ ପରୀକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri