ମା’ ପାଟ୍ଟଖଣ୍ଡା ମନ୍ଦିରରେ ଦୀପ ଜାଳିଲେ ଶତାଧିକ ମହିଳା, ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରି…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ ପାଳନ ଅବସରରେ ଆଶୀର୍ବାଦ ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଆଶୀର୍ବାଦର ଦୀପଟିଏ କାର୍ଯ୍ୟକ୍ରମ ବ୍ଲକ ନୋଡାଲ ଅଫିସର ତଥା ବିଡିଓ ପ୍ରୀତିରଞ୍ଜନ ରଥଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା। ଭାରତ ସରକାର ଯେଉଁ ପ୍ରଚେଷ୍ଟା କରୁଛନ୍ତି ବିକଶିତ ଗ୍ରାମ ବିକଶିତ ଭାରତ ନିର୍ମାଣ ତାକୁ ସଫଳ କରିବା ଓ ଆସନ୍ତା ୨୦୪୭ ସୁଦ୍ଧା ଭାରତର ସମଗ୍ର ବିକାଶ ଓ ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା ସହ ତାଙ୍କ ପ୍ରତି ଆଶୀର୍ବାଦ ରହିବା ପାଇଁ ହଜାର ସଂଖ୍ୟାରେ ଦୀପ ପ୍ରଜ୍ବଳନ କରାଯାଇଥିଲା।

ଚ୍‌ଏହି ଅବସରରେ ମା’ପାଟ୍ଟଖଣ୍ଡାଙ୍କ ପୀଠରେ ପୂଜାର୍ଚ୍ଚନା ସହ ଶାନ୍ତି ପାଠ ଓ ମନ୍ତ୍ରଜପରେ ମନ୍ଦିର ପରିସର ପ୍ରକମ୍ପିତ ହୋଇଥିଲା ଏହି କାର୍ଯ୍ୟକ୍ରମରେ ବିଡିଓଙ୍କ ସମେତ ବ୍ଲକର ସମସ୍ତ କର୍ମଚାରୀ, ଇଞ୍ଜିନିୟର, ମିଶନଶକ୍ତିର ମହିଳାମାନେ ଯୋଗଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମା’ ରାମଚଣ୍ଡୀଙ୍କ ମନ୍ଦିରରେ ୧ ହଜାର ଦୀପ ପ୍ରଜ୍ଜ୍ୱଳନ, ବିଧାୟକ ପହଞ୍ଚି…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ଅଞ୍ଚଳର ବିଭିନ୍ନ ଧର୍ମାନୁଷ୍ଠନରେ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ୭୬ତମ ଜନ୍ମ ଦିବସ ଅବସରରେ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ଏକ…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ନିଆରା ଢଙ୍ଗରେ ଦେବଶିଳ୍ପୀଙ୍କ ପୂଜା, ଲୋକଙ୍କୁ ସୌର ଆଲୋକ ଓ ଯୋଜନା ସମ୍ପର୍କରେ…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଏକାଧିକ ସ୍ଥାନରେ ବିଶ୍ୱକର୍ମା ପୂଜା ବଡ଼ ଧୂମ୍‌ଧାମରେ ଅନୁଷ୍ଠିତ ହୋଇଯାଇଛି। ଦାରିଙ୍ଗବାଡ଼ିର ସରକାରୀ ଆଇଟିଆଇ ପରିସରରେ ଅଧ୍ୟକ୍ଷ ସୁଶାନ୍ତ କୁମାର…

ଭାରତରେ iPhone 18 Pro, 18 Pro Max ବିକ୍ରି ଆରମ୍ଭ, ଅଧରାତିରୁ ଷ୍ଟୋର୍‌ ବାହାରେ ଲମ୍ବା ଲାଇନ୍‌

ନୂଆଦିଲ୍ଲୀ,୧୮ା୯: ଭାରତରେ ଆପଲ୍‌ iPhone 18 Pro ଓ iPhone 18 Pro Maxର ଅଫିସିଆଲ୍‌ ବିକ୍ରି ଶୁକ୍ରବାରଠାରୁ ଆରମ୍ଭ ହୋଇଛି । ନୂଆ iPhone କିଣିବା…

ମୁଜାଗଡ଼ରେ ବୁଲୁଛି ମଣିଷମରା ହାତୀ, ଗାଈକୁ ଦଳି ମାରିଲା

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଖଣ୍ଡିକୋଟି, ବେଲାଟୁନି ଓ ଗୁଣ୍ଡିରିବାଡ଼ି ଅଞ୍ଚଳରେ ଅଲଗା ହୋଇ ବୁଲୁଥିବା ୩ଟି…

F-16 ଫାଇଟର ଜେଟ୍‌ ଦୁର୍ଘଟଣା, ହୁତୁହୁତୁ ହୋଇ…

ଓ୍ବାଶିଂଟନ,୧୮।୯: ଆମେରିକାର ମିଚିଗାନରେ ନିୟମିତ ପ୍ରଶିକ୍ଷଣ ଉଡ଼ାଣ ସମୟରେ ଟେକ୍ସାସ ଏୟାର ନ୍ୟାସନାଲ ଗାର୍ଡର ଏକ F-16 ଫାଇଟର ଜେଟ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗ୍ରାଣ୍ଡ ଟ୍ରାଭର୍ସ…

ଏଇ ଭାରତରେ

ତାମିଲନାଡୁର ସତ୍ୟମଙ୍ଗଳମ୍‌ ବ୍ୟାଘ୍ର ସଂରକ୍ଷିତ ଜଙ୍ଗଲରେ ଲାଟାନା ଘାସ ଏବେ ଆଦିବାସୀଙ୍କ ପାଇଁ ଜୀବିକାର ସାହାରା ପାଲଟିଛି। କେବଳ ଏତିକି ନୁହେଁ ଜଙ୍ଗଳ ଅର୍ଥନୀତିକୁ ମଧ୍ୟ ସଶକ୍ତ…

ବିକାଶ ବେଦିରେ ବଳି

ଓଡ଼ିଶାର ଆଦିବାସୀମାନଙ୍କ ଅସ୍ତିତ୍ୱ ଦିନକୁ ଦିନ ଅଧିକ ବିପନ୍ନ ହେଉଥିବା ଦେଖିବାକୁ ମିଳୁଛି। ସେମାନଙ୍କର ମାଟି, ପାଣି, ଜଙ୍ଗଲ, ଝରଣା, ପାହାଡ଼ ଧୀରେ ଧୀରେ ସେମାନଙ୍କ କବଳରୁ…

ନିଜକୁ ଚିହ୍ନିବା

ଓଡ଼ିଆରେ ଗୋଟିଏ ଢଗ ଅଛି, ”ନିଜ ବୁଦ୍ଧିରେ ଶୃଗାଳ ହେବ ପଛେ, ପର ବୁଦ୍ଧିରେ ସିଂହ ହେବନାହିଁ।“ ଏହି ଢଗଟି ପରୋକ୍ଷରେ ପ୍ରସଙ୍ଗ ‘ନିଜକୁ ନିଜେ ଚିହ୍ନିବା’ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?