ପୋଲିସ ଗାଡ଼ିକୁ ଅଟକ ରଖିଲେ ଶତାଧିକ ମହିଳା

ପାଟଣା,୬ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୂଷାପଡ଼ା ଗ୍ରାମର ଅଙ୍ଗନଓ୍ବାଡ଼ି କର୍ମୀ ନିଯୁକ୍ତିରେ ପ୍ରାର୍ଥୀଙ୍କ ଶିକ୍ଷାଗତ ସାର୍ଟିଫିକେଟ ଜାଲ୍‌ ଓ ନିଯୁକ୍ତିରେ ଅନିୟମିତତା ପ୍ରତିବାଦରେ ବୁଧବାର ଗ୍ରାମର ଶତାଧିକ ମହିଳା ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ଅଟକ ରଖିଥିଲେ। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ଘଟଣାସ୍ଥଳରେ ପାଟଣା ପୋଲିସ ପହଞ୍ଚି ଅଙ୍ଗନଓ୍ବାଡ଼ି କର୍ମୀ ମମତା ନାଏକଙ୍କୁ ଉଦ୍ଧାର କରି ଘରେ ଛାଡ଼ିବା ପରେ ଉତ୍ତେଜନା ତୀବ୍ର ହୋଇଥିଲା। ପୋଲିସ ଗାଡ଼ିକୁ ଉତ୍ତ୍ୟକ୍ତ ମହିଳାମାନେ ଘେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଛାତ୍ର ନିକଟରୁ ମିଳିଲା ବନ୍ଧୁକ: ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ

ବାହାନଗା, ୩୧। ୧(ଅରୂପ କୁମାର ଦାସ ): ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗସ୍ଥିତ ଦାସମହାପାତ୍ର ହାଇସ୍କୁଲର ଜଣେ ଛାତ୍ରଙ୍କ ବ୍ୟାଗରୁ ଏକ ବନ୍ଧୁକ ବାହାରିଥିଲା। ଏହି…

୧୨ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ, ମୁଖ୍ୟ ଶାସନ ସଚିବ ସୂଚନା ଦେଇ କହିଲେ ଏହି ବିଭାଗର…

ଭୁବନେଶ୍ୱର,୩୧ା୧: ସରିଲା କ୍ୟାବିନେଟ୍‌ ବୈଠକ। ଏହା ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇ କହିଛନ୍ତି, ୧୦ଟି ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ…

ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

NCP ବିଧାୟକ ଦଳର ନେତା ନିର୍ବାଚିତ ହେଲେ Sunetra Pawar, ସନ୍ଧ୍ୟା ୫ଟାରେ ଉପ ମୁଖ୍ୟମନ୍ତ୍ରୀ ଶପଥ ନେବେ

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ବୈଠକରେ ନିଷ୍ପତ୍ତି ହୋଇଛି। ସୁନେତ୍ରା ପାୱାର ଉପମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବେ ଏବଂ ସା ୫ଟାରେ ଶପଥ ଗ୍ରହଣ କରିବେ।…

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଖେଳାଳିଙ୍କୁ ଏମିତି କହିଦେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୩୧।୧: ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଶେଷ ସୁପର ୬ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ରବିବାର ଅନୁଷ୍ଠିତ ହେବ। ଏହି ମ୍ୟାଚ ଅତ୍ୟନ୍ତ…

ଡାଏଲଗ ନାହିଁ, ଦର୍ଶକଙ୍କୁ ଦୁଇ ଘଣ୍ଟା ବାନ୍ଧି ରଖୁଛି ଏହି ଫିଲ୍ମ

ମୁମ୍ବାଇ: ଡାଏଲଗ୍‌ ବିନା ଫିଲ୍ମ। ଆଜିର ଯୁଗରେ ଏମିତି ଫିଲ୍ମ ନିର୍ମାଣ କରିବା ବୋଧହୁଏ କାଠିକର ପାଠ। କିନ୍ତୁ ନିର୍ଦ୍ଦେଶକ କିଶୋର ପାଣ୍ଡୁରଙ୍ଗ ବେଲେକର ଟିକେ ନିଆରା।…

CM ଦେବେନ୍ଦ୍ର ଫଡ଼ନଭିସଙ୍କ ପାଖରେ ରହିବ ଅର୍ଥ ବିଭାଗ, Deputy CM ସୁନେତ୍ରାଙ୍କ ଶପଥ ଗ୍ରହଣ ପୂର୍ବରୁ ରାଜନୀତି ସରଗରମ

ମୁମ୍ବାଇ,୩୧।୧: ଶନିବାର ମହାରାଷ୍ଟ୍ର ରାଜନୀତିରେ ଏକ ବଡ଼ ଘଟଣା ଘଟୁଛି। ପାୱାର ପରିବାର ଏବଂ ଏନସିପି ମଧ୍ୟରେ ଆଭ୍ୟନ୍ତରୀଣ ରାଜନୈତିକ ଅସ୍ଥିରତା ମଧ୍ୟରେ, ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri