ପୋଲିସ ଗାଡ଼ିକୁ ଅଟକ ରଖିଲେ ଶତାଧିକ ମହିଳା

ପାଟଣା,୬ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୂଷାପଡ଼ା ଗ୍ରାମର ଅଙ୍ଗନଓ୍ବାଡ଼ି କର୍ମୀ ନିଯୁକ୍ତିରେ ପ୍ରାର୍ଥୀଙ୍କ ଶିକ୍ଷାଗତ ସାର୍ଟିଫିକେଟ ଜାଲ୍‌ ଓ ନିଯୁକ୍ତିରେ ଅନିୟମିତତା ପ୍ରତିବାଦରେ ବୁଧବାର ଗ୍ରାମର ଶତାଧିକ ମହିଳା ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ଅଟକ ରଖିଥିଲେ। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ଘଟଣାସ୍ଥଳରେ ପାଟଣା ପୋଲିସ ପହଞ୍ଚି ଅଙ୍ଗନଓ୍ବାଡ଼ି କର୍ମୀ ମମତା ନାଏକଙ୍କୁ ଉଦ୍ଧାର କରି ଘରେ ଛାଡ଼ିବା ପରେ ଉତ୍ତେଜନା ତୀବ୍ର ହୋଇଥିଲା। ପୋଲିସ ଗାଡ଼ିକୁ ଉତ୍ତ୍ୟକ୍ତ ମହିଳାମାନେ ଘେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ରାଜନୀତି ସରଗରମ: AIADMK ୨ ଫାଳ, ବିଜୟଙ୍କ ସମର୍ଥନରେ…

ଚେନ୍ନାଇ,୬।୫: ତାମିଲନାଡୁ ରାଜନୀତିରେ ଏଥର ଏକ ବଡ଼ ପରିବର୍ତ୍ତନ ଦେଖାଦେଇଛି। ବିଧାନସଭା ନିର୍ବାଚନରେ ଅଭିନେତାରୁ ରାଜନେତା ହୋଇଥିବା ବିଜୟଙ୍କ ନେତୃତ୍ୱରେ ଦଳ ଟିଭିକେ ୧୦୮ଟି ଆସନ ପାଇ…

୮,୦୦୦ ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ୍‌ ଯୋଗାଣରେ ଉନ୍ନତୀକରଣ

ଭୁବନେଶ୍ୱର,୬।୫(ଅନୁରାଧା ମହାରଣା): ଟିପି ସେଣ୍ଟ୍ର୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ) ପକ୍ଷରୁ ବିସିଡିଡି-୨ ଡିଭିଜନ ଅନ୍ତର୍ଗତ ଭରତପୁର ପିଏସ୍‌ଏସ୍‌ଠାରେ ଏକ ୨୫ ଏମ୍‌ଭିଏ ପାୱାର ଟ୍ରାନ୍ସଫର୍ମର କାର୍ଯ୍ୟକ୍ଷମ…

ବାରଣ୍ଡାରେ ଶୋଇଥିବାବେଳେ ଯୁବକଙ୍କ ଗଳା କାଟି କାଟିଦେଲେ…

ଝାରସୁଗୁଡା, ୬।୫(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା ଲଖନପୁର ଥାନା ଅନ୍ତର୍ଗତ ସୁଲଦିଆ ଲାଲୁମୁଣ୍ଡାରେ ଜଣେ ଯୁବକ ବାରଣ୍ଡାରେ ଶୋଇଥିବା ବେଳେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ…

ସାମ୍ନାକୁ ଆସିଲା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ନାମ, ଚମକି ପଡିଲେ ମମତା!

କୋଲକାତା,୬।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନରେ ଭାଜପାର ବିପୁଳ ବିଜୟ ପରଠାରୁ, ସମସ୍ତଙ୍କ ମନରେ ଗୋଟିଏ ପ୍ରଶ୍ନ, ବଙ୍ଗଳାର ନୂତନ ମୁଖ୍ୟମନ୍ତ୍ରୀ କିଏ ହେବେ? ଭାଜପା ରାଜ୍ୟରେ କ୍ଷମତାର…

ଆଇନଗତ ସମସ୍ୟାରେ ଫସିଲେ ପଲାଶ ମୁଚ୍ଛଲ, ଏଫଆଇଆର ରୁଜୁ କଲେ …

ନୂଆଦିଲ୍ଲୀ,୬।୫: ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନାଙ୍କ ପୂର୍ବତନ ପ୍ରେମିକ ପଲାଶ ମୁଚ୍ଛଲ ଆଇନଗତ ସମସ୍ୟାରେ ଫସିଛନ୍ତି। ସ୍ମୃତି ଏବଂ ପଲାଶ ବର୍ଷ ବର୍ଷ ଧରି ସମ୍ପର୍କରେ…

ଠାବ ହେଲା ଦେଶୀ ବନ୍ଧୁକ କାରଖାନା: ଜଣଙ୍କୁ ବାନ୍ଧିଲା ପୋଲିସ

ତୁମୁଡିବନ୍ଧ,୬।୫(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ଆନ୍ତର୍ଗତ ଲାବନ୍ୟନଗର ଗ୍ରାମରେ ଏକ ଚୋରା ଦେଶୀ ବନ୍ଧୁକ କାରଖାନା ଠାବ କରିବାରେ ସଫଳ ହେବା ସହ…

ସମୁଦ୍ରକୁ ଯିବା ପୂର୍ବରୁ ଗଙ୍ଗାମାତାଙ୍କୁ ସ୍ମରଣ କରନ୍ତି ମତ୍ସ୍ୟଜୀବୀ, ମା’ଙ୍କ ବେକରେ ପିନ୍ଧାନ୍ତି…

ମହାକାଳପଡ଼ା,୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦଶ ହଜାରରୁ ଅଧିକ ପାରମ୍ପରିକ ମତ୍ସ୍ୟଜୀବୀ ସମୁଦ୍ର ଉପରେ ନିର୍ଭରକରି ପରିବାର ପ୍ରତିପୋଷଣ କରନ୍ତି। ସାମୁଦ୍ରିକ…

ପୁଣି ୬ଟା ରାଜ୍ୟରେ ନିର୍ବାଚନ, ପଶ୍ଚିମବଙ୍ଗ ପରେ ନୂଆ ଗେମ୍‌ ଖେଳିବ ଭାଜପା!

ନୂଆଦିଲ୍ଲୀ,୬।୫: ସାମ୍ପ୍ରତିକ ସମୟରେ, ଭାରତୀୟ ରାଜନୀତିରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ବିଶେଷକରି, ଭାରତୀୟ ଜନତା ପାର୍ଟି ପୂର୍ୱ ଭାରତରେ ନିଜର ପାଦ ମଜବୁତ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri