ଲକ୍‌ଡାଉନ୍‌ରେ ‘ରୋମାନ୍ସ ପାର୍ଟି’ କରୁଥିଲେ ଏମ୍‌ପି

ବ୍ରୁସେଲ୍‌,୨।୧୨: ବେଲ୍‌ଜିୟମ ରାଜଧାନୀ ବ୍ରୁସେଲ୍‌ରେ ହଙ୍ଗେରୀ ୟୁରୋପିୟନ୍‌ ଏମ୍‌ପି ଜୋସେଫ ଜାଜେର ସେକ୍ସ ପାର୍ଟି କରୁଥିବାବେଳେ ଧରାଥିଛନ୍ତି। ପୋଲିସ ତାଙ୍କୁ କରିଛି। କରୋନା ଗାଇଡଲାଇନ୍‌ ଉଲଂଘନ କରୁଥିବା ଅଭିଯୋଗରେ ପୋଲିସ ଏହି ପାର୍ଟି ଉପରେ ଚଢାଉ କରିଥିଲା। ଜୋସେଫ୍‌ ଏହି ଘଟଣା ପରେ ବ୍ୟକ୍ତିଗତ କାରଣ ଦର୍ଶାଇ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ୫୯ ବର୍ଷୀୟ ଯୋଶେଫ୍‌ ହଙ୍ଗେରୀର ପ୍ରଧାନମନ୍ତ୍ରୀ ଭିକ୍ଟର ଅର୍ବାନଙ୍କ ଦକ୍ଷିଣପନ୍ଥୀ Fidesz ପାର୍ଟିର ଫାଉଣ୍ଡିଙ୍ଗ୍‌ ମେମ୍ବର ଥିଲେ। ପୋଲିସ ସେକ୍ସ ପାର୍ଟି ଉପରେ ଚଢାଉବେଳେ ଯୋଶେଫ୍‌ ବାହାର କବାଟ ବାଟ ଦେଇ ତଳକୁ ଡେଇଁଥିଲେ। ଏଥି ଯୋଗୁ ସେ ଆହତ ମଧ୍ୟ ହୋଇଥିଲେ। ପୋଲିସ ଏହି ଘଟଣାରେ ୨୦ରୁ ଅଧିକ ଲୋକଙ୍କ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ମଝି ସମୁଦ୍ରରେ ବୁଡ଼ିଗଲା ବୋଟ୍‌, ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି , ନିଖୋଜ ଅଛନ୍ତି ଅନେକ ଯାତ୍ରୀ

ନିକୋସିଆ,୩୦ା୮: ଉତ୍ତର ସାଇପ୍ରସ୍‌ ଉପକୂଳରେ ଏକ ବୋଟ୍‌ ରବିବାର ବୁଡ଼ିଯାଇ ୭ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଯାତ୍ରୀ ନିଖୋଜ ଅଛନ୍ତି। ଏନେଇ ମୃତ୍ୟୁ ସଂଖ୍ୟା…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri