ଭୋକ ସୂଚକାଙ୍କ: ପୃଥିବୀରେ ୮୨.୮ କୋଟି ଲୋକ ଭୋକିଲା, ତାଲିକାରେ ପାକିସ୍ତାନ ୯୯ ତମ ସ୍ଥାନରେ…

ଓ୍ବାଶିଂଟନ,୨୭।୭ : ଗ୍ଲୋବାଲ ହଙ୍ଗର ଇଣ୍ଡେକ୍ସ(ଜିଏଚଆଇ)ରେ ପାକିସ୍ତାନର ମାନ୍ୟତା ୨୦୦୬ରେ ୩୮.୧ ରୁ ୨୦୨୨ ରେ ୨୬.୧ କୁ ଖସି ଆସିଛି। ଦେଶ ତଥା ଏହାର ଲୋକଙ୍କ ଉପରେ କେତେ ସଙ୍କଟ ଅଛି ତାହା ଏଥିରେ ଦର୍ଶାଯାଇଛି। ପାକିସ୍ତାନୀ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ସର୍ଭେ କରାଯାଇଥିବା ୧୨୧ ଦେଶ ମଧ୍ୟରୁ ଜିଏଚଆଇରେ ପାକିସ୍ତାନ ୯୯ତମ ସ୍ଥାନରେ ରହିଛି ।

ଗ୍ଲୋବାଲ ହଙ୍ଗର୍‌ ଇଣ୍ଡେକ୍ସର ପାକିସ୍ତାନ ଅଧ୍ୟାୟ ଏହି ପରିସଂଖ୍ୟାନ ପ୍ରକାଶ କରିଛି। ରିପୋର୍ଟ ଅନୁଯାୟୀ, ଜିଏଚଆଇ ଏକ ବିବୃତ୍ତିରେ କହିଛି ସଶସ୍ତ୍ର ସଂଘର୍ଷ, ଜଳବାୟୁ ପରିବର୍ତ୍ତନ ଏବଂ କରୋନା ମହାମାରୀ ଯୋଗୁ ପୃଥିବୀର ୮୨.୮ କୋଟି ଲୋକଙ୍କୁ ଭୋକରେ ରହିବାକୁ ବାଧ୍ୟ କରିଛି। ୨୦୩୦ ସୁଦ୍ଧା ଅନାହାର ସ୍ତରର ସମାପ୍ତି ସମ୍ଭବ ହେବ ନାହିଁ ବୋଲି କୁହାଯାଇଛି । ଆଫ୍ରିକାର ସାହାରା ଆଫ୍ରିକା ଏବଂ ଦକ୍ଷିଣ ଏସିଆରେ ପୁଣି ଥରେ ଭୋକିଲାଙ୍କ ହାରରେ ଅଧିକ ରହିଥିବା ଅଞ୍ଚଳ ଭାବେ ଆଗୁଆ ରହିଛି ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଆଖି ବନ୍ଦ କରିବାକୁ କହିଲେ କୁନି ଝିଅ, ହାତରେ ଧରାଇ ଦେଲେ ଏମିତି ଜିନିଷ: Video ଦେଖିଲେ ଅଟକାଇ ପାରିବେନି ହସ

ଲକ୍ଷ୍ନୌ,୨୭।୩: ଗୋରଖନାଥ ମନ୍ଦିର ପରିସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିୟମିତ ପ୍ରାତଃଭ୍ରମଣ ସମୟରେ ଅତ୍ୟନ୍ତ ଭାବପ୍ରବଣ ଘଟଣା ଘଟିଥିଲା। କାନପୁରର ପାଞ୍ଚ ବର୍ଷୀୟା ଯଶସ୍ବିନୀ ସିଂ ମୁଖ୍ୟମନ୍ତ୍ରୀଙ୍କୁ…

ଶିଶୁ ସେନା ନେବେ ଖାମେନେଇଙ୍କ ମୃତ୍ୟୁର ପ୍ରତିଶୋଧ? ଇରାନୀ ସେନାରେ ଭର୍ତ୍ତି ହେଲେଣି ୧୨ ବର୍ଷ ବୟସ୍କ ପିଲା!

ତେହରାନ୍‌,୨୭।୩: ଇରାନର ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଏକ ନୂତନ ପଦକ୍ଷେପ ଅଧୀନରେ ସୁରକ୍ଷା ଏବଂ ଯୁଦ୍ଧ ସହାୟତା କାର୍ଯ୍ୟ ପାଇଁ ସର୍ବନିମ୍ନ ବୟସ ସୀମାକୁ…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

ସରପଞ୍ଚ, ସମିତି ସଭ୍ୟଙ୍କ ପ୍ରତିନିଧିଙ୍କୁ ଅଟକ ପ୍ରତିବାଦ: ଧାରଣାରେ ବସିଲେ ପୂର୍ବତନ ଏମପି

ଲୋଇସିଂହା,୨୭।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ରାମପୁର ଗ୍ରାମରେ ରାମନବମୀ ଉପଲକ୍ଷେ ଅନୁଷ୍ଠିତ ଷୋହଳ ପ୍ରହର ନାମ ଯଜ୍ଞରେ ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରୀ ଯୋଗଦାନ…

ରାମଲଲାଙ୍କ ‘ସୂର୍ଯ୍ୟ ତିଳକ’ ଦେଖି ଭାବପ୍ରବଣ ହୋଇପଡ଼ିଲେ ମୋଦି: ଭିଡିଓ ଦେଖିଲେ ହୋଇଯିବେ ଅଭିଭୂତ

ନୂଆଦିଲ୍ଲୀ,୨୭।୩: ରାମଙ୍କ ନଗରୀ ଅଯୋଧ୍ୟାରେ ରାମ ନବମୀ ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରାଯାଇଛି। ରାମଲଲାଙ୍କ ଜନ୍ମବାର୍ଷିକୀ ପାଳନ ପାଇଁ ବହୁ ସଂଖ୍ୟକ ଭକ୍ତ ଏକାଠି ହୋଇଥିଲେ।…

ବିହାରରୁ ବଡ଼ ଖବର! ଏହି ତାରିଖରେ ବିଧାନ ପରିଷଦରୁ ଇସ୍ତଫା ଦେବେ ନୀତିଶ କୁମାର

ପାଟନା,୨୭।୩: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ବିହାର ବିଧାନସଭା ପରିଷଦ (MLC) ର ସଦସ୍ୟତାରୁ ଇସ୍ତଫା ଦେବେ । ସୂତ୍ର ଅନୁଯାୟୀ, ନୀତିଶ କୁମାର ମାର୍ଚ୍ଚ  ୩୦ରେ…

ରାମନବମୀରେ ନନ୍ଦପୁର ଚଳଚଞ୍ଚଳ: ରାମ-ସୀତାଙ୍କ ବିବାହ ନୀତି ପରେ…

ନନ୍ଦପୁର,୨୭ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳ ରାମନବମୀ ପାଳନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି। ନନ୍ଦପୁର ଗଉଡ଼ ସାହି ସ୍ଥିତ ଐତିହାସିକ ରାମମନ୍ଦିର ଓ ରାମଲୀଳା…

ରାପର-ସିଙ୍ଗରଙ୍କ ହାତରେ ଦେଶର ଶାସନ ଭାର

କାଠମାଣ୍ଡୁ,୨୭।୩: ଆଜି ନେପାଳୀ ରାଜନୀତିରେ ଏକ ଐତିହାସିକ ମୁହୂର୍ତ୍ତ ପ୍ରକାଶ ପାଇଛି। ବାଲେନ ଶାହ – ଜଣେ ରାପର୍‌ ଇଞ୍ଜିନିୟର – ଶୁକ୍ରବାର ନେପାଳର ପ୍ରଧାନମନ୍ତ୍ରୀ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri