ସଂସଦରେ ନିଆଁ ଲଗାଇଲେ ଭୋକିଲା ଲୋକେ, ରୁଟି-ବିଦ୍ୟୁତ୍‌ ଦାବି…

ତ୍ରିପୋଲି, ୩।୭ : ଲିବିୟାରେ ରୁଟି-ବିଦ୍ୟୁତ୍‌ ଦାବି କରି ଭୋକିଲା ଲୋକେ ସଂସଦରେ ନିଆଁ ଲଗାଇ ଦେଇଛନ୍ତି। ଜାତିସଂଘର ଜଣେ ବରିଷ୍ଠ ଅଧିକାରୀ ସଂସଦର ମୁଖ୍ୟାଳୟରେ ବିରୋଧକାରୀଙ୍କ ଆକ୍ରମଣକୁ ନିନ୍ଦା କରିଛନ୍ତି। ଅତୀତରେ ବିଭିନ୍ନ ସହରରେ ରାଜନୈତିକ ବର୍ଗ ଏବଂ ଖରାପ ଆର୍ଥିକ ପରିସ୍ଥିତି ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଶୁକ୍ରବାର ରାଜଧାନୀ ତ୍ରିପୋଲି ଏବଂ ଲିବିୟାର ଅନ୍ୟାନ୍ୟ ସହରଗୁଡ଼ିକରେ ଶହ ଶହ ବିକ୍ଷୋଭକାରୀ ସରକାରୀ ଅଟ୍ଟାଳିକା ଉପରେ ଆକ୍ରମଣ କରି ନିଆଁ ଲଗାଇ ଦେଇଥିଲେ।

ପୂର୍ବ ସହର ଟୋବ୍ରୁକରେ ଉତ୍ୟକ୍ତ ଲୋକେ ପ୍ରତିନିଧି ସଭା (ସଂସଦ) ଅନ୍ୟ କୋଠାରେ ମଧ୍ୟ ଭଙ୍ଗାରୁଜା କରିବା ସହିତ ନିଆ ଲଗାଇଦେଇଥିଲେ। ଲିବିୟାର ସ୍ଥିତି ସମ୍ପର୍କରେ ଜାତିସଂଘର ସ୍ବତନ୍ତ୍ର ପରାମର୍ଶଦାତା ଷ୍ଟିଫାନି ୱିଲିୟମ୍ସ ଟୁଇଟ କରି କହିଛନ୍ତି ଯେ ଶାନ୍ତିପୂର୍ଣ୍ଣ ଭାବରେ ବିରୋଧ କରିବାର ଅଧିକାରକୁ ସମ୍ମାନ ଓ ସୁରକ୍ଷା ଦିଆଯିବା ଆବଶ୍ୟକ। କିନ୍ତୁ ବିଳମ୍ବିତ ରାତିରେ ଟୋବ୍ରୁକରେ ଥିବା ସଂସଦର ମୁଖ୍ୟାଳୟ ଉପରେ ହୋଇଥିବା ଆକ୍ରମଣ ଭଳି କାର୍ଯ୍ୟ ଦଙ୍ଗା ଓ ବିଶୃଙ୍ଖଳା ଥିଲା। ଏହା କେବେ ମଧ୍ୟ ଗ୍ରହଣୀୟ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri