ଝଡ଼ ହିଲାରୀ ଲସ ଏଞ୍ଜେଲସ ମୁହାଁ, ହାଇ ଆଲର୍ଟ ଜାରି…

ଲସ ଏଞ୍ଜେଲସ,୧୯।୮ : ଡାଉନ ଟାଉନ ଲସ ଆଞ୍ଜେଲସ ସମେତ ଦକ୍ଷିଣ କାଲିଫର୍ନିଆ ପାଇଁ ବିପଜ୍ଜନକ ଝଡ଼ ହିଲାରୀ ନେଇ ସତର୍କ ସୂଚନା ଜାରି କରାଯାଇଛି। ଗଣମାଧ୍ୟମ ସୂତ୍ର ଅନୁଯାୟୀ ପ୍ରଶାନ୍ତ ମହାସାଗର ଦେଇ ମେକ୍ସିକୋ ଏବଂ ଆମେରିକା ଆଡକୁ ଏହି ଶକ୍ତିଶାଳୀ ଝଡ଼ ମୁହାଁଇଛି।

ଜାତୀୟ ସାଇକ୍ଲୋନ କେନ୍ଦ୍ର ରିପୋର୍ଟ କରିଛି ଝଡ଼ ହିଲାରୀ ମେକ୍ସିକୋର ବାଜା କାଲିଫର୍ନିଆ ଉପଦ୍ୱୀପଠାରୁ ମାତ୍ର ଅଳ୍ପ ଦୂରରେ ଥିଲା। ଆସନ୍ତା ୩୬ ଘଣ୍ଟା ପାଇଁ କାଲିଫର୍ନିଆ-ମେକ୍ସିକୋ ସୀମାଠାରୁ ସାଣ୍ଟା ମୋନିକା ଅଞ୍ଚଳ (କାଟାଲିନା ଦ୍ୱୀପ) ପର୍ଯ୍ୟନ୍ତ ଝଡ଼ ପରିସ୍ଥିତି ଜାରି ରହିବ ।

ପାଣିପାଗ କେନ୍ଦ୍ର କହିଛି, ଘୂର୍ଣ୍ଣିବଳୟ ହିଲାରୀ ଯୋଗୁ ପବନ ବେଗ ଘଣ୍ଟା ପ୍ରତି ୧୩୦ ମାଇଲ ରହିବ। ଲସ ଏଞ୍ଜେଲସ୍ସରେ ଅନୁଷ୍ଠିତ ହେବାକୁ ଥିବା ସମସ୍ତ କାର୍ଯ୍ୟକ୍ରମକୁ ଝଡ଼ତୋଫାନକୁ ଦୃଷ୍ଟିରେ ରଖି ବାତିଲ କରାଯାଇଛି। ଏହା ସହିତ ପ୍ରଶାସନ ପକ୍ଷରୁ ହାଇ ଆଲର୍ଟ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାପର-ସିଙ୍ଗରଙ୍କ ହାତରେ ଦେଶର ଶାସନ ଭାର

କାଠମାଣ୍ଡୁ,୨୭।୩: ଆଜି ନେପାଳୀ ରାଜନୀତିରେ ଏକ ଐତିହାସିକ ମୁହୂର୍ତ୍ତ ପ୍ରକାଶ ପାଇଛି। ବାଲେନ ଶାହ – ଜଣେ ରାପର୍‌ ଇଞ୍ଜିନିୟର – ଶୁକ୍ରବାର ନେପାଳର ପ୍ରଧାନମନ୍ତ୍ରୀ ଭାବରେ…

ସଠିକ୍ ହିସାବ ଦେଇପାରିଲେନି SDO, ବାନ୍ଧିଲା ଭିଜିଲାନ୍ସ

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲା ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ ବିଭାଗ…

ଅନ୍ତର୍ଜାତୀୟ ଡେବ୍ୟୁ କରିପାରିବେ ବୈଭବ ସୂର୍ଯ୍ୟବଂଶୀ, ଆଉ ବାଧକ ସାଜିବନି ICC ନିୟମ

ନୂଆଦିଲ୍ଲୀ,୨୭।୩: ହରାରେ ସ୍ପୋଟର୍‌ସ କ୍ଲବରେ ଅନୁଷ୍ଠିତ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ରୌଦ୍ର ରୂପ ଦେଖାଇଥିଲେ। ଇଂଲଣ୍ଡ ବିପକ୍ଷରେ ଫାଇନାଲ…

ଟ୍ରମ୍ପଙ୍କ ନୂଆ ପାଓ୍ବାର: ଏବେ ଆମେରିକୀୟ ଡଲାରରେ ରହିବ ତାଙ୍କ ଦସ୍ତଖତ, ଜାଣନ୍ତୁ ପୂର୍ବରୁ କିଏ କରୁଥିଲେ…

ଓ୍ବାଶିଂଟନ,୨୭ା୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ପାଓ୍ବାର ବଢ଼ିଛି। ଏଣିକି ଆମେରିକୀୟ ଡଲାରରେ ଟ୍ରମ୍ପଙ୍କ ଦସ୍ତଖତ ରହିବ। ଏହା ଆମେରିକାର ସ୍ବାଧୀନତାର ୨୫୦ତମ ବାର୍ଷିକୀ ପାଳନ…

ଚର୍ଚ୍ଚାରେ ପାକିସ୍ତାନ କ୍ରିକେଟ ବୋର୍ଡ, PSLକୁ ନେଇ ନେଲା ଏମିତି ନିଷ୍ପତ୍ତି ସାରା ବିଶ୍ୱ ଚକିତ

ଇସଲାମାବାଦ,୨୭।୩: ପାକିସ୍ତାନ ସୁପର ଲିଗ (PSL)ର ଚଳିତ ସିଜିନରେ କିଛି ଭିନ୍ନ ଘଟଣା ଘଟିଛି। PSL 2026 ଶୁକ୍ରବାରଠାରୁ ଆରମ୍ଭ ହୋଇଛି, ଏବଂ ଏହି ଲିଗ ଏହାର…

ରାମନବମୀରେ ବିରଳ ସଂଯୋଗ, ଏହି ୩ ରାଶିର ଖୋଲିବ ଭାଗ୍ୟ

୨୭ ମାର୍ଚ୍ଚ ୨୦୨୬, ପ୍ରେମ ଏବଂ ସମ୍ପର୍କ ଦୃଷ୍ଟିରୁ ବିଶେଷ ଦିନ ହେବାକୁ ଯାଉଛି । ଆଜି ସାରା ଦେଶରେ ରାମନବମୀ ପାଳନ ହେଉଥିବା ବେଳେ ଅନେକ…

ପ୍ରଭୁ ରାମଙ୍କ ସୂର୍ଯ୍ୟାଭିଷେକ: ଦେଖିବାକୁ ପ୍ରବଳ ଭିଡ଼

ନୂଆଦିଲ୍ଲୀ,୨୭।୩: ରାମ ନବମୀ ଅବସରରେ ଅଯୋଧ୍ୟାରେ ଭକ୍ତଙ୍କ ସୁଅ ଛୁଟିଛି। ସକାଳୁ ସକାଳୁ ପ୍ରଭୁ ରାମଙ୍କୁ ସ୍ନାନ କରାଯାଇଥିଲା ଏବଂ ଆକର୍ଷଣୀୟ ପୋଷାକ ପିନ୍ଧି ସଜ୍ଜିତ କରାଯାଇଥିଲା।…

ଇରାନକୁ ବୋକା ବନାଉଛି ଆମେରିକା? ବୁଝନ୍ତୁ ଟ୍ରମ୍ପଙ୍କ ଡବଲ ଗେମ

ଓ୍ବାଶିଂଟନ,୨୭।୩: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ତୀବ୍ରତର ହେଉଛି। ଏହି ସମୟରେ, ଆମେରିକାର ରଣନୀତି ଉପରେ ନଜର ରଖାଯାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲଗାତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri