ଫ୍ଲୋରିଡାରେ ତାଣ୍ଡବ ରଚିବ ବାତ୍ୟା ‘ଇଦାଲିଆ’, ଆଲର୍ଟ କଲେ ରାଜ୍ୟପାଳ

ଟାମ୍ପା,୨୯।୮: ମାଡି ଆସୁଛି ଭୟଙ୍କର ବାତ୍ୟା ‘ଇଦାଲିଆ’। ଏହା ଉଗ୍ର ରୂପ ଧାରଣ କରି ଫ୍ଲୋରିଡା ଉପକୂଳକୁ ମାଡି ଆସୁଛି। ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ଉପକୂଳବାସୀଙ୍କ ସୁରକ୍ଷା ଦୃଷ୍ଟିରୁ ତାଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଉଛି।

ପାଣିପାଗ ବିଭାଗର ସତର୍କ ସୂଚନା ଜାରି କରିବା ପରେ ରାଜ୍ୟ ସରକାର ବାତ୍ୟାର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରଛନ୍ତି। ବାତ୍ୟା ସ୍ଥଳଭାଗରେ ପାଦ ଦେବା ପୂର୍ବରୁ କ୍ୟୁବାରେ ଏହାର କରାଳ ରୂପ ଦେଖିବାକୁ ମିଳିଛି। ଏନେଇ କ୍ୟୁବାରେ ପ୍ରବଳ ବର୍ଷା ହେଉଛି। ବାତ୍ୟା ଇଦାଲିଆ ଫ୍ଲୋରିଡାରେ ଭୂସ୍ଖଳନ କରିପାରେ ବୋଲି ଆଶଙ୍କା କରାଯାଉଛି। ଏନେଇ ସରକାର ସେଠାରେ ଜରୁରୀକାଳୀନ ଆଲର୍ଟ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri