ଘୂର୍ଣ୍ଣିଝଡ଼ ଲିଡିଆ ମେକ୍ସିକୋ ମୁହାଁ: ଘଣ୍ଟାପ୍ରତି ୨୨୦ କିଲୋମିଟର ବେଗରେ ପବନ, ପ୍ରବଳ ବର୍ଷା ହେବାର ଚେତାବନୀ…

ମେକ୍ସିକୋ ସିଟି, ୧୧।୧୦: ମେକ୍ସିକୋର ପ୍ରଶାନ୍ତ ଉପକୂଳ ରିସର୍ଟ ପୁଏର୍ତୋ ଭାଲାର୍ଟା ନିକଟରେ ଘୂର୍ଣ୍ଣିବଳୟ ଲିଡିଆ ଘଣ୍ଟାପ୍ରତି ୨୨୦ କିଲୋମିଟର ବେଗରେ ପବନ ସହିତ ପ୍ରବଳ ବର୍ଷା ହେବାର ଚେତାବନୀ ଜାରି ହୋଇଛି। ଏହାକୁ ଅତ୍ୟନ୍ତ ବିପଜ୍ଜନକ ବର୍ଗର ସ୍ତରରେ ରଖାଯାଇଛି।

ଏହି ଝଡ ସମ୍ପର୍କରେ ଆମେରିକାର ଜାତୀୟ ଝଡ଼ ତୋଫାନ କେନ୍ଦ୍ର କହିଛି ଏହା ଜଣାପଡୁଛି ଲିଡିଆ ପଶ୍ଚିମ ଜାଲିସ୍କୋର ଲାସ ପେଟାସ ଜମିରେ ପହଞ୍ଚିଛି। ଏହି କ୍ଷେତ୍ର ଏକ ବିସ୍ତୃତ ଜନବହୁଳ ଦ୍ୱୀପପୁଞ୍ଜ। ଘୂର୍ଣ୍ଣିବଳୟ ପୁଏର୍ତୋ ଭାଲାର୍ଟାର ଦକ୍ଷିଣ ଦିଗକୁ ଗତି କରୁଛି, ଯାହା ରିସର୍ଟ ଉପରେ ପ୍ରଭାବକୁ ହ୍ରାସ କରିପାରେ ।

ଝଡ଼ ତୋଫାନ ଯୋଗୁଁ ସ୍ଥାନୀୟ ଅଧିକାରୀମାନେ ଉପକୂଳବର୍ତ୍ତୀ ଅଞ୍ଚଳରେ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ଘୂର୍ଣ୍ଣିବଳୟ ଲିଡିଆ ମଙ୍ଗଳବାର ପୁଏର୍ତୋ ଭାଲାର୍ଟାର ଦକ୍ଷିଣ-ଦକ୍ଷିଣ-ପଶ୍ଚିମ ଦିଗରେ ପ୍ରାୟ ୩୫ ମାଇଲ (୫୫ କିଲୋମିଟର) କୁ କେନ୍ଦ୍ରିତ ଥିଲା। ଏହା ଘଣ୍ଟାପ୍ରତି ୨୬ କିଲୋମିଟର ବେଗରେ ପୂର୍ବ-ଉତ୍ତର-ପୂର୍ବ ଦିଗକୁ ଗତି କରୁଥିଲା।

ଘୂର୍ଣ୍ଣିବଳୟ କେନ୍ଦ୍ର ଦ୍ୱାରା ଦିଆଯାଇଥିବା ଚେତାବନୀ ଅନୁଯାୟୀ, ଏହି ଝଡ଼ ଯୋଗୁଁ ବନ୍ୟା ହେବାର ସମ୍ଭାବନା ରହିଛି। ଏଥି ପାଇଁ ହାଇ ଆଲର୍ଟ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ମ କର୍କଟ ଟିକାର ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ

ନୂଆଦିଲ୍ଲୀ,୨୯ା୪: ଚର୍ମ କର୍କଟ ରୋଗର ପ୍ରତିକାର ପାଇଁ ବିଶ୍ୱର ପ୍ରଥମ ଟିକା ଉପରେ ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ ହୋଇଛି। ବ୍ରିଟେନ୍‌ର ଜଣେ ରୋଗୀ ଏହି ପରୀକ୍ଷାରେ...

ପ୍ରଳୟଙ୍କରୀ ବନ୍ୟାରେ ୪୨ ମୃତ

ନୈରୋବି,୨୯।୪: କେନ୍ଦ୍ରୀୟ କେନିଆର ମାଇ ମାହୁ ଅଞ୍ଚଳରେ ବ୍ୟାପକ ବନ୍ୟାରେ ମୃତ୍ୟୁ ସଂଖ୍ୟା ୨୦ ରୁ ୪୨କୁ ବୃଦ୍ଧି ପାଇଛି। ଏହାପୂର୍ବରୁ ସିଟିଜେନ ଟେଲିଭିଜନ ସୋମବାର...

ଦୁବାଇରେ ନିର୍ମାଣ ହେଉଛି ବିଶ୍ୱର ସବୁଠାରୁ ବଡ ବିମାନ ବନ୍ଦର, ରହିବ ଏସବୁ ସୁବିଧା

ଦୁବାଇ,୨୯।୪: ଦୁବାଇରେ ବିଶ୍ୱର ବୃହତ୍ତମ ବିମାନ ବନ୍ଦରର କାର୍ଯ୍ୟ ଆରମ୍ଭ ହୋଇଛି। ଏହି ଅଲ ମକତୁମ ଅନ୍ତର୍ଜାତୀୟ ବିମାନବନ୍ଦର ବର୍ତ୍ତମାନର ଦୁବାଇ ଆନ୍ତର୍ଜାତୀୟ ବିମାନବନ୍ଦର ଠାରୁ...

ପୁଣିଥରେ ଠପ ହେଲା ଏକ୍ସ, ୫ ଦିନରେ ଦୁଇଥର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯।୪: ପୂର୍ବରୁ ଟୁଇଟର ଭାବରେ ଜଣାଶୁଣା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ପୁଣିଥରେ ବନ୍ଦ ହେବାର ଖବର ଆସିଛି। ବ୍ୟବହାରକାରୀମାନେ ଲଗାତାର ସୋସିଆଲ ମିଡିଆରେ ଅଭିଯୋଗ...

ଗାଜା ଯୁଦ୍ଧରେ ଲାଗିବ ବ୍ରେକ୍‌!

ଜେରୁଜେଲମ୍‌,୨୯ା୪: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପୁଣିଥରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି ବୋଲି ହ୍ବାଇଟ୍‌ ହାଉସ୍‌ କହିଛି।...

ବଢ଼ିବ ଝିଅମାନଙ୍କ ବିବାହ ବୟସ

ଇସଲାମାବାଦ,୨୯ା୪: ଝିଅମାନଙ୍କର ସର୍ବନିମ୍ନ ବିବାହ ବୟସ ବଢ଼ିବ। ଏନେଇ ପାକିସ୍ତାନର ଶିଶୁ ସୁରକ୍ଷା କଲ୍ୟାଣ ବ୍ୟୁରୋ ପ୍ରସ୍ତାବ ଦେଇଛି। ପାକିସ୍ତାନରେ ଝିଅମାନେ ଖୁବ୍‌ କମ୍‌ ବୟସରେ...

ନାଭାଲ୍‌ନି ଗ୍ରୁପ୍‌ ପାଇଁ କାମ କରୁଥିବା ୨ ଖବରଦାତା ଗଲେ ଜେଲ

ଲଣ୍ଡନ,୨୮ା୪:ରୁଷିଆର ଦିବଂଗତ ବିରୋଧୀ ଦଳ ନେତା ଆଲେକ୍ସି ନାଭାଲ୍‌ନିଙ୍କ ଦ୍ୱାରା ପ୍ରତିଷ୍ଠିତ ଗ୍ରୁପ୍‌ ପାଇଁ କାମ କରୁଥିବା ଅଭିଯୋଗରେ ୨ ଜଣ ଖବରଦାତାଙ୍କୁ ଭ୍ଲାଡିମିର ପୁଟିନ୍‌...

ବେଲୁଚିସ୍ତାନରେ ବର୍ଷା ବିତ୍ପାତ: ୨୨ ମୃତ

କରାଚି,୨୮ା୪:ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ବୃଷ୍ଟି ଯୋଗୁ ୨୨ ଜଣଙ୍କ ମୃତ୍ୟୁ ଘଟିଛି। କାଳବୈଶାଖୀଜନିତ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଜଲାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri