କୁଆପଥର ବର୍ଷା, ଫସଲ ହାନି

ଛେଣ୍ଡିପଦା,୫ ।୨(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଅପରାହ୍ନ ୩ଟାରେ ଅଦିନିଆ ଝଡ଼ବର୍ଷା ସହ ପ୍ରବଳ କୁଆପଥର ମାଡ଼ ହୋଇଥିଲା। ଫଳରେ ପାତ୍ରପଡା, ବସନ୍ତପୁର, ବ୍ରାହ୍ମଣବିଲ ଆଦି ଅଞ୍ଚଳରେ ଟମାଟୋ, ଲଙ୍କା ଆଦି ପରିବା ଫସଲ ନଷ୍ଟ ହୋଇଛି। ପ୍ରାୟ ୧୫ ମିନିଟ ପର୍ଯ୍ୟନ୍ତ ବର୍ଷା ସହ କୁଆପଥର ମାଡ଼ ହୋଇଥିବା ଚାଷୀମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ ବିଭ୍ରାଟ ନେଇ ବଅଁରପାଳରେ ଉତ୍ତେଜନା ଘଟଣା:୨ କର୍ମଚାରୀ ଅଟକ ପରେ ନୂଆହତା-ମହିଧରପୁର ରାସ୍ତାରୋକୋ

ବଅଁରପାଳ,୨୩।୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡ଼ସନ୍ତ୍ରୀ ବଉଳିଗଡ଼ ସଞ୍ଜପଡ଼ା ସମେତ ଆଖପାଖ ଅଞ୍ଚଳରେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ସମସ୍ୟା ନେଇ ରବିବାର ସ୍ଥାନୀୟ ଲୋକେ...

ଫେରିଯିବ ସୁନ୍ଦରୀ

ଅନୁଗୋଳ ଅଫିସ,୨୧।୩: ଆଜି ମଧ୍ୟପ୍ରଦେଶ ଫେରିଯିବ ସୁନ୍ଦରୀ। ଏଥିପାଇଁ ୬ ଜଣିଆ ବିଶେଷଜ୍ଞ ଦଳ ସାତକୋଶିଆ ଅଭିମୁଖେ ଆସୁଛନ୍ତି। ଅପରାହ୍ନ ସୁଦ୍ଧା ଏହି ଦଳ ଅନୁଗୋଳରେ...

ମାର୍ଚ୍ଚ ୫ରୁ ମାଲ୍ୟଗିରି ମହୋତ୍ସବ

ପାଲଲହଡା,୫।୨(ଡି.ଏନ.ଏ.) – ପାଲଲହଡ଼ା ଉପଖଣ୍ଡରେ ପୁଣିଥରେ ଆରମ୍ଭ ହେବ ମାଲ୍ୟଗିରି ମହୋତ୍ସବ। ଆସନ୍ତା ମାର୍ଚ୍ଚ ୫ ରୁ ୯ ତାରିଖ ପର୍ଯ୍ୟନ୍ତ ଏହା ଅନୁଷ୍ଠିତ ହେବ।...

ବିଭିନ୍ନ ସ୍ଥାନରେ ଅଗ୍ନି ନିରାପତ୍ତା ଯାଞ୍ଚ

ଅନୁଗୋଳ ଅଫିସ, ୧୭।୫ ଅନୁଗୋଳ ସହର ତଥା ବିଭିନ୍ନ ଅଞ୍ଚଳରେ ଭଳିକି ଭଳି ମଲ୍‌, ଶୋ’ରୁମ୍‌ ମୁଣ୍ଡ ଟେକିଛି। କିନ୍ତୁ ଏସବୁ ମଧ୍ୟରୁ ଅନେକରେ ଅଗ୍ନି...

ଦୋଷୀଙ୍କୁ ଦଣ୍ଡ ମିଳିବା ଉପରେ ଗୁରୁତ୍ୱ ଦିଅ

ଅନୁଗୋଳ ଅଫିସ୍‌, ୩୦।୧: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ବୁଧବାର ଦିନିକିଆ ଅନୁଗୋଳ ଗସ୍ତରେ ଆସି ଜିଲା ପୋଲିସ ମୁଖ୍ୟାଳୟରେ ଉତ୍ତର କେନ୍ଦ୍ରାଞ୍ଚଳ ରେଞ୍ଜ ଅଧିକାରୀଙ୍କ ସହ...

ଏମିତି କରୁଛି ପୋଲିସ କାର୍ଯ୍ୟ: ଅଟୋରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଅନୁଗୋଳ ଅଫିସ, ୨୯।୫- ଅନୁଗୋଳ ଜିଲା ଜରପଡ଼ା ପୋଲିସ ସୋମବାର ୨ ଅଭିଯୁକ୍ତଙ୍କୁ ଅଟୋରେ କୋର୍ଟଚାଲାଣ କରିଛି। ଜରପଡ଼ାରୁ ଅନୁଗୋଳ କୋର୍ଟର ଦୂରତା ୨୭ କିମି...

ମାଓବାଦୀ ପ୍ରବଣ ଜିଲାରୁ ମୁକ୍ତହେଲା ଅନୁଗୋଳ: ଏସ୍‌ଆର୍‌ଇ ପ୍ରତ୍ୟାହାର ନେଇ ଏସ୍‌ପିଙ୍କ ସୂଚନା

ଅନୁଗୋଳ ଅଫିସ, ୧୦।୭: ଅନୁଗୋଳରେ ଗତ ୫ ବର୍ଷରେ ୯ଥର ମାଓବାଦୀ କାର୍ଯ୍ୟକଳାପ ଦେଖାଦେଇଛି। ସେଥିମଧ୍ୟରୁ ୬ଥର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ...

ତାତିରେ କଲବଲ ହେଲେ ଲୋକେ

ଅନୁଗୋଳ ଅଫିସ, ୨୭।୫- ତତଲା କଡ଼େଇ ପାଲଟିଛି ଅନୁଗୋଳ। ବୁଧବାର ୪୩.୭ ଡିଗ୍ରୀ ତାପମାତ୍ରା ସହ ରାଜ୍ୟର ଉତ୍ତପ୍ତ ସହର ତାଲିକାରେ ଅନୁଗୋଳ ସର୍ବାଗ୍ରେ ଥିବାରୁ...

Advertisement
Archives

Model This Week