କୁଆପଥର ବର୍ଷା: ଶତାଧିକ ପକ୍ଷୀ ମୃତ

ବୈପାରିଗୁଡ଼ା,୧୩।୧ (ଡି.ଏନ୍‌.ଏ.)  ବୈପାରିଗୁଡ଼ା ବ୍ଲକର ବିଭିନ୍ନ ଅଞ୍ଚଳରେ ମଙ୍ଗଳବାର କୁଆପଥର ବର୍ଷା ହୋଇଛି। ଏଥିରେ ବଡବଡ ଗଛ ଉପୁଡି ପଡଛି। କେତେକ ସ୍ଥାନରେ ବହୁ ସଂଖ୍ୟକ ପକ୍ଷୀ ମରି ପଡିଥିବା ଦେଖିବାକୁ ମିଳିଛି ା ବହୁ କୁଡିଆଘର ଭାଙ୍ଗିଲୋକେ ବେଘର ହୋଇଛନ୍ତି। କୋଲାର, ଚିପାକୁର, ଦଣ୍ଡାବାଡି, ତେନ୍ତୁଳିଗୁମ୍ମାରେ ବହୁ କ୍ଷତି ଘଟିଛି। ଆରଆଇ ଈଶ୍ୱର ଦୁର୍ଗା ଓ ଅମିନ ହୃଷୀକେଶ ଦାସ କୋଲାର ଓ ଚିପାକୁର ପଞ୍ଚାୟତର ବିଭିନ୍ନ ସ୍ଥାନକୁ ଯାଇ କ୍ଷୟକ୍ଷତି ଆକଳନ କରିଛନ୍ତି। ଦଣ୍ଡାବାଡ଼ି ଓ ତେନ୍ତୁଳିଗୁମ୍ମା ଆରଆଇ ଦଣ୍ଡାବାଡି ରେ କ୍ଷୟକ୍ଷତି ଆକଳନ କରିଛନ୍ତି। ରିପୋର୍ଟପରେ ଅଧିକ ସହାୟତା ନେଇ ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଦୃଷ୍ଟି ଦେଉନି ଜାତୀୟ ରାଜପଥ ବିଭାଗ: ଖାଲଖମାରେ ଫସିରହୁଛି ଗାଡି, ଯାତାୟାତ ବାଧାପ୍ରାପ୍ତ

ପଟ୍ଟାଙ୍ଗି,୯।୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଠାରୁ ଅଳ୍ପ କିଛି ଦୂରରେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ନୂତନ କରି ନିର୍ମାଣ…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା

କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍‌ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ…

ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ: ବାଲି ବ୍ୟବସାୟୀଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ…

ଜୟପୁର, ୮।୭(ପବନ ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ ସତ୍ୟଜିତ ରାଉତ। ଜଣେ ବାଲି ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri