ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର ଅଞ୍ଚଳରେ ଏହି ହତ୍ୟାକାଣ୍ଡ ହୋଇଛି । ତେବେ ହତ୍ୟାକାଣ୍ଡର ପ୍ରକୃତ କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ ।

ଖବର ଅନୁସାରେ, କିଛି ଦିନ ହେବ ସ୍ବାମୀଙ୍କର ମାନସିକ ସ୍ଥିତି ଠିକ୍ ନଥିଲା । ଏହା ହତ୍ୟାକାଣ୍ଡର କାରଣ ହୋଇଥାଇପାରେ ବୋଲି ଚର୍ଚ୍ଚା ହେଉଛି । ଘଟଣାସ୍ଥଳରେ ଏୟାରଫିଲ୍ଡ ଥାନା ପୋଲିସ ସହ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି ।

ମୃତକଙ୍କ ଝିଅଙ୍କ କହିବା ଅନୁସାରେ, ବାପା ମାଆ ସ୍ୱସ୍ତି ନଗର ଅଞ୍ଚଳରେ ରହୁଥିବା ବେଳେ ଝିଅ ପାତ୍ରପଡାରେ ରହୁଥିଲେ । ଆଜି ସକାଳେ ହତ୍ୟାକାରୀ ବାପା ଝିଅ ପାଖକୁ ଯାଇ ସୁନା ଗହଣା ସହ ଟଙ୍କା ଦେଇଥିଲେ । ତେବେ କିଛି ସମୟ ପରେ ପୋଲିସ ଝିଅକୁ ଫୋନ୍ କରିବାରୁ ସେ ଏବିଷୟରେ ଜାଣିଥିବା କଥା କହିଛନ୍ତି । ତେବେ ଏୟାରଫିଲ୍ଡ ଥାନା ପୋଲିସ ସ୍ୱାମୀକୁ ଅଟକ ରଖି ପଚରାଉଚରା କରୁଛି । ଏହାସହ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧିଆ ବାଇକ୍‌ରେ ଚନ୍ଦନ କାଠ ଚାଲାଣ, ପୋଲିସ ଜାଲରେ ୩ ଅଭିଯୁକ୍ତ                     

ଦିଗପହଣ୍ଡି/ଚିକିଟି,୨୮|୧୧(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ) ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ଚିକିଟି ଫାଣ୍ଡି ଅଧିକାରୀ ଏସ.ଆଇ ଗୌତମ ସାହୁ ସଦଳବଳେ ଚିକିଟି,କୃଷ୍ଣପୁର,ଲିଆଖାଇ, ଧାନଘର ଛକ…

ଡିଲିମିଟେସନ ବିଲ୍‌କୁ ନେଇ ବଡ଼ କଥା କହିଲେ ପ୍ରସନ୍ନ ଆଚାର୍ଯ୍ୟ: ନବୀନଙ୍କ …

ଭୁବନେଶ୍ୱର୨୮।୧୧: ଡିଲିମିଟେସନ ବିଲ୍‌କୁ ବିଜୁ ଜନତା ଦଳ (ବିଜେଡି) ସମର୍ଥନ କରିବ କି ନାହିଁ, ତାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍‌ ଧରିଛି। ଏହି ପ୍ରସଙ୍ଗରେ…

କଟକଣାକୁ ମାନୁନାହାନ୍ତି ମତ୍ସ୍ୟଜୀବୀ, ଅଲିଭ ରିଡ୍‌ଲେଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ

କେନ୍ଦ୍ରାପଡ଼ା,୨୮ା୧୧(ଜଗନ୍ନାଥ ଧଳ): ବିରଳ ଅଲିଭ ରିଡଲେ କଇଁଛଙ୍କ ପାଇଁ ଗତ ନଭେମ୍ବର ପହିଲାରୁ ଆସନ୍ତା ୨୦୨୭ ମେ ଶେଷ ପର୍ଯ୍ୟନ୍ତ ଗହୀରମଥା ସାମୁଦ୍ରିକ ଅଞ୍ଚଳକୁ କଟକଣା ମଧ୍ୟରେ…

ଘରୁ ବାହାରିଥିଲେ ସନ୍ତୋଷ, ବାରଙ୍ଗରେ ଜଳିଗଲା ଜୀବନ: ଏସିପି କହିଲେ….

ବାରଙ୍ଗ,୨୮।୧୧(ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଗୋଡ଼ିସାହି ଅଞ୍ଚଳରେ ଏକ କାର୍‌ ନିକଟରୁ ଉଦ୍ଧାର ହୋଇଥିବା ଅର୍ଦ୍ଧଦଗ୍ଧ ମୃତଦେହର ପରିଚୟ ମିଳିଛି। ମୃତକ ହେଉଛନ୍ତି କଟକ କଲ୍ୟାଣ…

ରୋହିତ ଶର୍ମା MIର ଅଧିନାୟକ ହେବା ଉପରେ ଏମିତି ପ୍ରତିକ୍ରିୟା ଦେଲେ ଚହଲ, ଯାହା ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୨୮।୧୧: ରୋହିତ ଶର୍ମା ପୁଣିଥରେ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ହୋଇଛନ୍ତି। ତିନି ସିଜିନର ବ୍ୟବଧାନ ପରେ, ରୋହିତଙ୍କୁ ପୁଣିଥରେ ‘ଅଧିନାୟକ’ ଭାବେ ଦେଖିବାକୁ ମିଳିବ। ଦଳର ପୂର୍ବତନ…

ରାଜଧାନୀରେ ଦିନ ଦ୍ୱିପ୍ରହରରେ ଗୋଡ଼େଇ ଗୋଡ଼େଇ ହାଣିଲେ

ଭୁବନେଶ୍ୱର, ୨୮ । ୧୧ରାଜଧାନୀରେ ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ଆକ୍ରମଣ କରି ହାଣିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଚନ୍ଦ୍ରଶେଖରପୁର ଅଞ୍ଚଳରେ ପୂର୍ବ…

ସୀମା ନିର୍ଦ୍ଧାରଣ ବିଲ ଉପରେ କେନ୍ଦ୍ରକୁ ସମର୍ଥନ ଘୋଷଣା କରିଛି DMK; ଷ୍ଟାଲିନ କହିଲେ ଏହା ତାମିଲନାଡୁ ପାଇଁ ବଡ଼ ବିଜୟ

ନୂଆଦିଲ୍ଲୀ,୨୮।୧୧: ଶନିବାର ଡିଏମକେ (DMK) କେନ୍ଦ୍ର ସରକାରଙ୍କ ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ (ଡିଲିମିଟେସନ) ବିଲକୁ ଆନୁଷ୍ଠାନିକ ଭାବେ ସମର୍ଥନ ଜଣାଇଛି। ଦଳର ମୁଖ୍ୟ ଏମ. କେ. ଷ୍ଟାଲିନ…

IND vs NZ: ଛୋଟ ଇନିଂସରେ ବଡ଼ ସଫଳତା ହାସଲ କରିଛନ୍ତି ଋଷଭ ପନ୍ତ, ନିରାଶ ହୋଇଛନ୍ତି ଏହି ଖେଳାଳି

ନୂଆଦିଲ୍ଲୀ,୨୮।୧୧: ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚର ପ୍ରଥମ ଇନିଂସରେ ଭାରତୀୟ ୱିକେଟକିପର-ବ୍ୟାଟର ଋଷଭ ପନ୍ତ ଏକ ବଡ଼ ସ୍କୋର କରିବାରେ ବିଫଳ ହୋଇଥିଲେ ମଧ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?