ବାଲକୋନିରେ ସ୍ତ୍ରୀ-ସ୍ବାମୀ ଲାଗୁଥିଲେ ଝଗଡ଼ା, ପରେ ଯାହା ଘଟିଲା ଜାଣିଲେ…

ସେଣ୍ଟ୍‌ ପିଟର୍ସବର୍ଗ,୩୧ା୫: ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଝଗଡ଼ା ହେବା ସାଧାରଣ କଥା। ମାତ୍ର ଋଷିଆର ପରିଚିତ ସହର ସେଣ୍ଟ ପିଟର୍ସବର୍ଗରେ ଘଟିଛି ଏକ ଅଜବ ଘଟଣା। ରିପୋର୍ଟ ଅନୁଯାୟୀ, ଏକ କୋଠାର ଦ୍ୱିତୀୟ ମହଲାରେ ସ୍ତ୍ରୀ-ସ୍ବାମୀ ମଧ୍ୟରେ ଝଗଡ଼ା ଭୟଙ୍କର ରୂପ ନେଇଛି। ଫଳରେ ଦୁଇଜଣଙ୍କ ଜୀବନ ସଙ୍କଟରେ ପଡ଼ିଛି।

ପିଟର୍ସବର୍ଗର ଏକ କୋଠାର ଦ୍ୱିତୀୟ ମହଲାରେ ରହୁଥିବା ଓଲ୍‌ଗୋ ଓ୍ବାଲ୍‌କୋବା ଏବଂ ତାଙ୍କ ସ୍ତ୍ରୀ ୟେବ୍‌ଗେନି କାର୍ଲଗିନ୍‌ଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା। ଏହି ଝଗଡ଼ା ଚରମ ସୀମାରେ ପହଞ୍ଚିଥିଲା। ଉଭୟ ଉଭୟଙ୍କ ଉପରୁ ହାତ ଉଠାଇଥିଲେ। ଝଗଡ଼ାର ମାତ୍ରା ଏତେ ବଢ଼ିଥିଲା ଯେ, ମାଡପିଟ୍‌ ଲାଗି ଶେଷରେ ଦୁଇଜଣ ବାଲକୋନି ରେଲିଂରୁ ୨୫ ଫୁଟ ତଳକୁ ଖସିପଡ଼ିଥିଲେ। ଘଟଣାସ୍ଥଳରେ ଲୋକଙ୍କ ଭିଡ଼ ଜମିଥିଲା। ଲୋକେ ଫୋନ୍‌ କରି ଆମ୍ବୁଲାନ୍ସ ଡାକିଥିଲେ। ବର୍ତ୍ତମାନ ଉଭୟ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?