Posted inରାଜ୍ୟ

ସ୍ୱାମୀ-ସ୍ତ୍ରୀ ଭିନ୍ନ ଭିନ୍ନ ବିଭାଗରେ ଚାକିରି କରିଥିଲେ ଗୋଟିଏ ଜିଲାରେ ମିଳିବ କି ନିଯୁକ୍ତି ? ବିଧାନସଭାରେ ସୂଚନା ଦେଲେ ମନ୍ତ୍ରୀ

ଭୁବନେଶ୍ୱର:୩୦।୮: ଓଡ଼ିଶାରେ ଉଭୟେ ସ୍ୱାମୀ ସ୍ତ୍ରୀ ସରକାରୀ ଚାକିରି କରୁଥିଲେ ସେମାନଙ୍କ ପାଇଁ ଖୁସି ଖବର। ଶୁକ୍ରବାର ବିଧାନସଭାରେ ଏକ ପ୍ରଶ୍ନର ଉତ୍ତରରେ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ବଡ଼ କଥା କହିଛନ୍ତି। ସ୍ୱାମୀ ଓ ସ୍ତ୍ରୀ ୨ଜଣ ଭିନ୍ନ ଭିନ୍ନ ବିଭାଗରେ ଚାକିରି କରିଥିଲେ ବି ଏହି ନିୟମକୁ ଲାଗୁ ଉପରେ ସରକାର ବିଚାର କରିବର କି ପ୍ରଶ୍ନ କରିଥିଲେ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ।

ଏହାର ଉତ୍ତରରେ ମନ୍ତ୍ରୀ ଉତ୍ତର ଦେଇଛନ୍ତି ଯେ, ପୂର୍ବରୁ ଶିକ୍ଷା ବିଭାଗରେ ଏପରି ପ୍ରକ୍ରିୟା ଆରମ୍ଭ ହୋଇଛି। ସ୍ୱାମୀ ସ୍ତ୍ରୀ ଚାହିଁଲେ ସେମାନଙ୍କର ବଦଳି କରିପାରିବେ। ତେବେ ଅନ୍ୟ ବିଭାଗରେ ଚାକିରି କରିଥିଲେ ବଦଳି ହୋଇପାରିବ କି ନାହିଁ ସରକାର ଚିନ୍ତା କରିବେ, କିନ୍ତୁ ବର୍ତ୍ତମାନ ଶିକ୍ଷା ବିଭାଗରେ ଏହି ପ୍ରକ୍ରିୟା ଆରମ୍ଭ ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଅସ୍ତ୍ରବିରତି ବୃଦ୍ଧିରେ ଖୁସି ନାହିଁ ଇରାନ: କହିଲା- ଏହା ଏକ ଚାଲ୍‌…

ତେହରାନ୍‌,୨୨।୪: ଇରାନର ସଂସଦର ବାଚସ୍ପତି ଏବଂ ଶୀର୍ଷ ଆଲୋଚନାକାରୀ ମହମ୍ମଦ ବାଘେର ଗାଲିବାଫଙ୍କ ଜଣେ ପରାମର୍ଶଦାତା ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଯୁଦ୍ଧବିରତି ବୃଦ୍ଧି ଘୋଷଣାକୁ ଖାରଜ…

ଟ୍ରେନରୁ ଖସିପଡି ଯୁବକଙ୍କ ମୃତ୍ୟୁ: ମିଳିନି ପରିଚୟ, ଘଟଣାସ୍ଥଳରେ ପୋଲିସ

ନୂଆଗାଁ , ୨୨।୪ (ଧନେଶ୍ୱର ସାହୁ ): ନୟାଗଡ ଜିଲା ନୂଆଗାଁ ଥାନା ଆଛୁପଡା ନିକଟବର୍ତ୍ତୀ ସ୍ଥାନରେ ବୁଧବାର ଟ୍ରେନରୁ ଖସିପଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଅଭିଷେକଙ୍କୁ ‘ସାର୍‌’ ବୋଲି ଡାକିଲେ ଯୁବରାଜ, ଥରେ କହିଥିଲେ ଚପଲରେ ମାରିବା ବିଷୟରେ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୪: ଅଭିଷେକ ଶର୍ମା ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ୧୩୫ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ, ଯାହା ପରେ ତାଙ୍କ ପରାମର୍ଶଦାତା ଏବଂ ଗୁରୁ ଯୁବରାଜ ସିଂହ…

ଭାରତ କେବେ ବି ମୁଣ୍ଡ ନୁଆଁଇବ ନାହିଁ…ପାକିସ୍ତାନକୁ ଅଲ୍ଟିମେଟମ ଦେଲେ ମୋଦି

ନୂଆଦିଲ୍ଲୀ,୨୨।୪: ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରଥମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୀଡିତମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଛନ୍ତି, ସେମାନଙ୍କୁ କେବେ ଭୁଲି ହେବ ନାହିଁ।…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

୬୫ ବର୍ଷରୁ ଅତିରିକ୍ତ ପେନସନ ଲାଗୁ ନେଇ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଦାବିପତ୍ର

ଟିକିରି,୨୨।୪ (ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ୍‌ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ସୋମବାର କାଶୀପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଜରିଆରେ ପ୍ରଧାନମନ୍ତ୍ରୀ…

ଭୋଜି ଖାଇବାକୁ ଯାଇଥିଲେ ୨ ଭାଇ ୩ ବର୍ଷର ନାତୁଣୀଙ୍କୁ ନେଇ ଫେରିବା ବେଳେ ଦୁର୍ଘଟଣା: ବଡ଼ଭାଇ ମୃତ, ସାନ …

ଗୁଡ଼ାରି, ୨୨।୪ (ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ୍‌ର ବକାଗୁଡ଼ା ନିକଟସ୍ଥ ଘାଟିରେ ଭାରସାମ୍ୟ ହରାଇ ଏକ ମୋଟର ସାଇକେଲ ମଙ୍ଗଳବାର ଅପରାହ୍ନରେ…

ଦିବ୍ୟାଙ୍ଗ ନାବାଳିକାଙ୍କୁ କିଏ କଲେ ଗର୍ଭବତୀ: ଅଞ୍ଚଳର ୭ ସଦସ୍ୟଙ୍କ ଗଲା ନମୁନା, ରିପୋର୍ଟରୁ ଜଣାପଡ଼ିଲା ଏହି ବ୍ୟକ୍ତି କରିଥିଲେ…

କୁଚିଣ୍ଡା,୨୨।୪(ବିରଞ୍ଚତ୍ ଦର୍କା):ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ଘଟଣାରେ ଅଭିଯୁକ୍ତ ବଡବାପାଙ୍କୁ ପୋଲିସ ଗିରଫ କରି  ସମ୍ବଲପୁର ପୋକ୍‌ସୋ କୋର୍ଟକୁ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri