ପରକିୟା ପ୍ରୀତିରୁ ହତ୍ୟା

ନୂଆପଡ଼ା ଅଫିସ,୨୯।୫ ନୂଆପଡ଼ା ଜିଲା କୋମନା ଥାନା ଅଧୀନ ଢୋର୍ଲାମୁଣ୍ଡା ପଞ୍ଚାୟତ ଛତା ଗାଁରେ ସ୍ତ୍ରୀ ସୁନେ ତାଣ୍ଡିଙ୍କୁ ହତ୍ୟା କରିବା ଘଟଣାରେ ସ୍ବାମୀ ଜଗବନ୍ଧୁ ତାଣ୍ଡିଙ୍କୁ ଗିରଫ କରାଯାଇଛି। ସ୍ବାମୀ ସ୍ତ୍ରୀଙ୍କ ଚରିତ୍ର ଉପରେ ସବୁବେଳେ ସନ୍ଦେହ କରୁଥିଲେ। ପରକିୟା ପ୍ରୀତି ଯୋଗୁ ସ୍ତ୍ରୀ ସୁନେଙ୍କୁ ହତ୍ୟା କରାଯାଇଛି ବୋଲି ନୂଆପଡା ଆରକ୍ଷୀ ଅଧୀକ୍ଷକ ଗୁନ୍ଦାଳା ରେଡ୍ଡୀ ରାଘବେନ୍ଦ୍ର ସୋମବାର ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।

ହତ୍ୟାରେ ବ୍ୟବହୃତ ଠେଙ୍ଗାର ଭଙ୍ଗା ଖଣ୍ଡ ଜବତ କରିବା ସହ ଜଗବନ୍ଧୁଙ୍କଠାରୁ ଏକ ମୋବାଇଲ, ସାଇକେଲ, ମୃତା ପିନ୍ଧିଥିବା ପୋଷାକ, ଅଭିଯୁକ୍ତଙ୍କ ପୋଷାକ, ମୃତାଙ୍କ ଭଙ୍ଗା ଚୂଡ଼ି ଆଦି ପୋଲିସ ଜବତ କରଛି। ଏନେଇ କୋମନା ଥାନାରେ ୩୦୨ ଧାରାରେ ଏକ ମାମଲା (ନଂ.୧୪୭/୨୩) ରୁଜୁ କରି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଏସ୍‌ପି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଭାଜପା ଛାଡିଲେ ଆନ୍ନାମଲାଇ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୬: ତାମିଲନାଡୁରେ କେ. ଆନ୍ନାମଲାଇ ଏବଂ ଭାଜପା ଅଲଗା ହୋଇଯାଇଛନ୍ତି; ଭାଜପା ଆନ୍ନାମଲାଇଙ୍କ ଇସ୍ତଫା ଗ୍ରହଣ କରିଛି। ଭାଜପାରୁ ଅଲଗା ହେବା ପରେ ତୁରନ୍ତ ଆନ୍ନାମଲାଇ ଘୋଷଣା…

ରାଜନୀତିରେ ବଡ଼ ହଲଚଲ: NAC ଅଧ୍ୟକ୍ଷଙ୍କ ସହ ୧୧ କାଉନସିଲର ଛାଡ଼ିଲେ ବିଜେଡି

ବାଲିଗୁଡ଼ା,୫ା୬: କନ୍ଧମାଳ ଜିଲା ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ହଲଚଲ ହୋଇଛି। ଏକାଧିକ ନେତା ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା NAC ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର ଏକାବେଳକେ…

ଆନ୍ନାମଲାଇ ଦଳ ଛାଡିବା ପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା, କହିଲା ସେ ଦଳ ଛାଡିଲେ କିଛି…

ନୂଆଦିଲ୍ଲୀ,୫।୬: ତାମିଲନାଡୁ ଭାଜପାର ଅନ୍ୟତମ ପ୍ରମୁଖ ନେତା କେ. ଆନ୍ନାମଲାଇ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଦିନକର କଳ୍ପନାଜଳ୍ପନା ପରେ, ଭାଜପା ଶୁକ୍ରବାର ତାଙ୍କ ଇସ୍ତଫା…

ମହିଳାଙ୍କୁ ବଳାତ୍କାର: ଧରାପଡ଼ିଲେ ମୌଲାନା

କଟକ,୫।୬(ପ୍ରଭୁ କଲ୍ୟାଣ ପାଲ): ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜଗତପୁର ଥାନା ପୋଲିସ ଶୁକ୍ରବାର ଜଣେ ମୌଲାନାଙ୍କୁ ଗିରଫ କରିଛି। ସେ ହେଲେ ଏସ୍‌.କେ ନାଜମୁଲ ଆରଫିନ…

ମାତ୍ର ୧୫ ବର୍ଷ ବୟସରେ ଏତିକି କୋଟି ଟଙ୍କାର ମାଲିକ ବୈଭବ ସୂର୍ଯ୍ୟବଂଶୀ: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୫।୬:ନିକଟରେ ଶେଷ ହୋଇଥିବା IPLରେ ଚମତ୍କାର ପ୍ରଦର୍ଶନ କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଥମୁନି ଚର୍ଚ୍ଚା। କେବଳ ଲୋକପ୍ରିୟତା ନୁହେଁ ବରଂ ବିଶ୍ୱର ସବୁଠାରୁ ବଡ଼ କ୍ରିକେଟ…

ସତନ୍ତ୍ର ସଘନ ସଂଶୋଧନରେ ଯାଇଥିବା ବିଏଲଓଙ୍କୁ ଠେଲାପେଲା କରିବା ଘଟଣା: ଜନସାଧାରଣଙ୍କୁ ଏମିତି ନିବେଦନ କଲା ଜିଲା ପ୍ରଶାସନ

ପାଟଣା,୫।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ସତନ୍ତ୍ର ସଘନ ସଂଶୋଧନ ଗୁରୁବାର ପୂର୍ବାହ୍ନରେ ଚାଲିଥିବାବେଳେ ବିଏଲଓ ସଦାନନ୍ଦ ସେଠୀଙ୍କୁ ଠେଲାପେଲା…

ବିଜେଡିର ବିଶାଳ ମହିଳା ସମାବେଶ: ଏହାଠି ହେଲେ ହଜାର ହଜାର ମହିଳା

ଖୋର୍ଦ୍ଧା,୫।୬: ଖୋର୍ଦ୍ଧାରେ ବିଜେଡିର ବିଶାଳ ମହିଳା ସମାବେଶ। ଜିଲା ବିଜେଡି ସଭାପତି ରାଜେନ୍ଦ୍ର ସାହୁଙ୍କ ନେତୃତ୍ୱରେ ଏହାଠି ହେଲେ ହଜାର ହଜାର ମହିଳା ଓ ରାଜ୍ୟର ବରିଷ୍ଠ…

ପଞ୍ଚାୟତ ନିର୍ବାଚନ ପାଇଁ ୬ ମାସ ଥିବାବେଳେ ଅଣ୍ଟାଭିଡିଲେ ଏନଏସି ଯୁବମୋର୍ଚ୍ଚା: ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକୁ…

ଗଞ୍ଜାମ ,୫।୬(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସିର ଯୁବ ମୋର୍ଚ୍ଚାର ଏକ ସାଙ୍ଘଠନିକ ବୈଠକ ଦଳୀୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଏନଏସି ମଣ୍ଡଳ ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri