ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ସ୍ବାମୀ ଗିରଫ

ଜୟପୁର, ୨୭।୧୦ (ନି.ପ୍ର.): ସ୍ତ୍ରୀଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ଜୟପୁର ପୋଲିସ ତାଙ୍କ ସ୍ବାମୀଙ୍କୁ ଗିରଫ କରିଛି। ଅଭିଯୁକ୍ତ ହେଲେ ପଡୁଆ ଥାନା ଅଧୀନ ଭେଜାଗ୍ରାମର ରଞ୍ଜନ ମାଟମ। ପୋଲିସ ସୂଚନା ଅନୁଯାୟୀ, ୮ ବର୍ଷ ତଳେ ରଞ୍ଜନ ମାଟମଙ୍କୁ ମହିଳା ଜଣଙ୍କ ବିବାହ କରିଥିଲେ। ସ୍ବାମୀ ଓ ପରିବାର ଲୋକେ ମିଶି ତାଙ୍କୁ ନିର୍ଯାତନା ଦେଉଥିବା ନେଇ ମହିଳା ଜଣଙ୍କ ସ୍ଥାନୀୟ ମହିଳା ଥାନାରେ ଅଭିଯୋଗ କରିଛନ୍ତି। ମହିଳାଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ତାଙ୍କ ସ୍ବାମୀଙ୍କ ସହ ୪ ଜଣଙ୍କ ନାମରେ ୧୧୭/୨୨ରେ ମାମଲା ରୁଜୁ କରିଛି। ରଞ୍ଜନଙ୍କୁ ଗିରଫକରି କୋର୍ଟ ଚାଲାଣ କରାଯାଇଥିବା ମହିଳା ଥାନାଧିକାରୀ ମମତା ପାଣିଗ୍ରାହୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଟ୍ରୋଲିଂ ସମୟରେ ଧରାପଡ଼ିଲେ ବ୍ରାଉନସୁଗାର ବେପାରୀ, ୩ ଜଣଙ୍କୁ ବାନ୍ଧି ପୋଲିସ କହିଲା…

ତିହିଡ଼ି,୨୩ା୫(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ନୂଆନନ୍ଦ -ହାଟୁଆରୀ ଗ୍ରାମ ରାସ୍ତାରେ ଶନିବାର ପୋଲିସ ୨୦. ୫୮ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏଥିସହ ପୋଲିସ…

ବରଗଡ଼ ସର୍କିଟ୍‌ ହାଉସ୍‌ରେ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସମୀକ୍ଷା : ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କଲେ ମନ୍ତ୍ରୀ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୧୨ ଦିନ ବିତିଯାଇଛି। ହେଲେ ଧାନ ବିକ୍ରିବଟାରେ ଚାଷୀମାନେ ବିଭିନ୍ନ ସମସ୍ୟାର…

ବହୁ ଖୋଜାଖୋଜି ପରେ ମିଳିଲା ବୃଦ୍ଧାଙ୍କ ମୃତଦେହ

ପାଟଣା,୨୩।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦହିବାହାଳୀ ଗ୍ରାମ ପୋଖରୀକୁ ଶୁକ୍ରବାର ସାରେ ଜଣେ ୬୫ବର୍ଷୀୟ ବୃଦ୍ଧ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ। ରାତିରେ…

ଏଲୋନ ମସ୍କଙ୍କ ଉପରେ ଗୁପ୍ତଚର କରୁଥିଲା କି ଚାଇନା? ୱେଟର ଭାବରେ ପହଞ୍ଚିଲେ ‘ଡ୍ରାଗନ’ର ସୁନ୍ଦରୀ ଏଜେଣ୍ଟ

ବେଜିଂ,୨୩।୫: ଚାଇନା ଦୀର୍ଘ ଦିନ ଧରି ଅନ୍ୟ ଦେଶରେ ଗୁପ୍ତଚର କାର୍ଯ୍ୟ କରୁଥିବା ଅଭିଯୋଗର ସମ୍ମୁଖୀନ ହୋଇଆସୁଛି। ଏବେ ଏହି ତାଲିକାରେ ଏକ ନୂତନ ଅଭିଯୋଗ ଯୋଡି…

ମା’ ନୁହେଁ, ପ୍ରଶଂସା ସାଉଁଟିଲେ ଆରାଧ୍ୟା

ଶେଷରେ ପୂର୍ବତନ ମିସ ୱାଲର୍‌ଡ ଐଶ୍ୱର୍ଯ୍ୟା ରାୟଙ୍କ କାନ୍ସ ୨୦୨୬ ଲୁକର ଫଟୋ ଆସିଛି। ଐଶ୍‌ ରେଡ କାର୍ପେଟରେ ଗୋଲାପୀ ଗାଉନ ଲୁକ ସହିତ ସମସ୍ତଙ୍କ ହୃଦୟ…

ସିଙ୍ଗଲ୍‌ ନା ରିଲେସନଶିପ୍‌ରେ ଅଛନ୍ତି ମେଲୋନି? ଜାଣନ୍ତୁ ତାଙ୍କର ରିଲେସନ ଷ୍ଟାଟସ୍‌…

ନୂଆଦିଲ୍‌ଲୀ,୨୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ପ୍ରତି ଇଟାଲୀ ଗସ୍ତ କରିଥିଲେ, ଯେଉଁଠାରେ ସେ ତାଙ୍କର ଇଟାଲୀୟ ପ୍ରତିପକ୍ଷ, ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ସହ ସାକ୍ଷାତ କରିଥିଲେ। ଏହି…

ମହାଯଜ୍ଞ ନିମନ୍ତେ ପ୍ରସ୍ତୁତି ଶେଷ: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ମହାଯଜ୍ଞ ପରିଚାଳନା କମିଟି ପକ୍ଷରୁ…

ଦିଗପହଣ୍ଡି,୨୩।୫(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ…

ପାରିବାରିକ କଳହର ଉଗ୍ରରୂପ: ଶଳାଙ୍କୁ ବସ୍‌ଷ୍ଟାଣ୍ଡରେ ଛୁରାମାଡ଼ କଲେ ଭିଣୋଇ

ଆସିକା,୨୩ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ବସ୍‌ଷ୍ଟାଣ୍ଡଠାରେ ଶନିବାର ପୂର୍ବାହ୍ନରେ ଭିଣୋଇଙ୍କ ଛୁରାମାଡ଼ରେ ଶଳା ଗୁରୁତର ହୋଇଛନ୍ତି। ଆହତ ଶଳା ହେଉଛନ୍ତି କଂସ ଡାକୁଆ (୨୫)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri