ବୟଫ୍ରେଣ୍ଡଙ୍କ ସହ ହୋଟେଲରେ ରହିବାକୁ ଯାଇଥିଲେ ମହିଳା, ହଠାତ୍‌ ଆସିଲେ ସ୍ବାମୀ: ଆଉ ତା’ପରେ

ଅମୃତସର,୬।୪: ପଞ୍ଜାବର ଅମୃତସରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଏକ ହୋଟେଲରେ ଜଣେ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ହାଇଭୋଲଟେଜ୍‌ ଡ୍ରାମା ଦେଖିବାକୁ ମିଳିଛି। ବୟଫ୍ରେଣ୍ଡ୍‌ ସହ ହୋଟେଲ ଯାଇଥିବା ଜଣେ ମହିଳାଙ୍କୁ ଚାପୁଡା ମାରିଥିବାର ଦୃଶ୍ୟ ସିସିଟିଭିରେ କଏଦ ହୋଇଯାଇଛି। ସୂଚନାଯୋଗ୍ୟ, ଜଣେ ମହିଳା ବୟଫ୍ରେଣ୍ଡଙ୍କ ସହ ହୋଟେଲ ଯାଇଥିଲେ। ଏହି ସମ୍ପର୍କରେ ଖବର ପାଇ ସମ୍ପୃକ୍ତ ମହିଳା ଜଣଙ୍କ ହୋଟେଲରେ ଆସି ପହଞ୍ଚିଥିଲେ। ମହିଳା ରୁମ୍‌ରୁ ବାହାରିବା କ୍ଷଣି ତାଙ୍କୁ ଚାପୁଡା ମାରି ଚାଲିଥିଲେ। ଏବେ ଉଭୟଙ୍କ ଛାଡପତ୍ର ମାମଲା କୋର୍ଟ ଚାଲିଛି। ମହିଳାଙ୍କ ସ୍ବାମୀ ଜଣେ ପୋଲିସ କନଷ୍ଟେବଳ ବୋଲି ଜଣାପଡିଛି। ସେ ଜଳନ୍ଧରରେ ରୁହନ୍ତି। ମହିଳା ଜଣଙ୍କ ନିଜ ବୟଫ୍ରେଣ୍ଡଙ୍କ ଯୋଗୁ ତାଙ୍କୁ ଅନେକ ଦିନ ଧୋକା ଦେଇ ଆସୁଥିବା ତାଙ୍କ ସ୍ବାମୀ କହିଛନ୍ତି। ୬ବର୍ଷ ପୂର୍ବେ ଉଭୟଙ୍କ ବିବାହ ହୋଇଥିଲା। ଛୋଟ ଛୋଟ କଥାକୁ ନେଇ ବୈବାହିକ ଜୀବନରେ ଝଗଡା ଲାଗୁଥିଲା। ଏହାପରେ ପରିସ୍ଥିତି ଏପରି ହୋଇଥିବା ଦୁହେଁ ପରସ୍ପରଠାରୁ ଅଲଗା ହେବାକୁ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନ୍ସର ରୋଗରେ ମୃତ ପରିବାରଙ୍କୁ ଭେଟିଲେ ବିଧାୟକ, ଶେଷ ଦର୍ଶନ ସହ କରିବା ସହ…

ଗଞ୍ଜାମ,୨୭।୫(ବିଦ୍ୟାଧର ସାହୁ ): ଅସହାୟ, ଅବହେଳିତ ହେଉ ଘଟଣା କିମ୍ବା ଦୁର୍ଘଟଣା ଖବର ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚି ଯାଇଥାନ୍ତି ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ।…

କାହିିଁକି ଇସ୍ତଫା ଦେବେ ସିଦ୍ଦାରାମାୟା, ଜଣାପଡିଲା ଅସଲ କାରଣ, କଂଗ୍ରେସ ଖେଳିଲା ବଡ଼ ଚାଲ୍‌

ନୂଆଦିଲ୍ଲୀ, ୨୭।୫: କଂଗ୍ରେସ ଦଳ କର୍ନାଟକରେ ଦୀର୍ଘ ଦିନ ଧରି ଚାଲିଥିବା ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱର ପ୍ରାୟ ସମାଧାନ କରିସାରିଛି। ଦୀର୍ଘ ସମୟ ଧରି ଦୁଇ ଶକ୍ତିଶାଳୀ ନେତା,…

ଆଜି ଢିଙ୍କିଆ ଯିବେ ମୁଖ୍ୟମନ୍ତ୍ରୀ, ଓଡ଼ିଶାର ଶିଳ୍ପ ଉନ୍ନତିରେ ଏକ ବଡ଼ ପଦକ୍ଷେପ

ଭୁବନେଶ୍ୱର,୨୭।୫:  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର ଜଗତସିଂହପୁର ଜିଲାର ଢିଙ୍କିଆ ଗସ୍ତ କରିବେ। ସେଠାରେ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।ଏହି କାର୍ଯ୍ୟକ୍ରମରେ ଶିଳ୍ପମନ୍ତ୍ରୀ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ଇଡି: ୧୨ଟି ସ୍ଥାନରେ ଚଢାଉ

ଥିରୁଭାନନ୍ତପୁରମ,୨୭।୫:କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରୁଛି। ଏହି ଚଢାଉଗୁଡ଼ିକ ଏକ ମନି ଲଣ୍ଡରିଂ ମାମଲା ସହିତ ଜଡିତ। ଇଡି ପିନାରାଇ…

ଜୁନ ୧ ତାରିଖରେ ମିଳିବନି ପେଟ୍ରୋଲ-ଡିଜେଲ! ଧର୍ମଘଟ ଘୋଷଣା କଲେ…

ନୂଆଦିଲ୍ଲୀ, ୨୭।୫: ଜୁନ ୧ ତାରିଖରେ ମିଳିବନି ପେଟ୍ରୋଲ-ଡିଜେଲ । ରାଜସ୍ଥାନର ପେଟ୍ରୋଲ ପମ୍ପ ଅପରେଟରମାନେ ଜୁନ ୧ ତାରିଖରେ ରାଜ୍ୟବ୍ୟାପୀ ଧର୍ମଘଟ ଘୋଷଣା କରିଛନ୍ତି। ପେଟ୍ରୋଲିୟମ…

ଇରାନ-ଆମେରିକା ଯୁଦ୍ଧ ସମ୍ପର୍କରେ ପୁଣିଥରେ ଆସିଲା ଅଶୁଭ ସଙ୍କେତ: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ, ୨୭।୫: ବିଶ୍ୱ ପୁଣିଥରେ ଏପରି ଏକ ସନ୍ଧିରେ ପଡ଼ିଥିବା ପରି ମନେ ହେଉଛି ଯେଉଁଠାରେ ଏକ ଛୋଟ ଚିଙ୍ଗାରି ମଧ୍ୟ ସମଗ୍ର ମଧ୍ୟପ୍ରାଚ୍ୟକୁ ଜଳାଇ ପାରେ।…

ରାଜଧାନୀରେ ଏନ୍‌କାଉଣ୍ଟର୍: ଡ୍ରଗ୍ସ ଡିଲ୍‌ ବେଳେ ବାଜିଲା ଗୁଳି , କୁଖ୍ୟାତ ଡ୍ରଗ୍ସ ମାଫିଆ ପପୁନ୍ ମାଝୀ ଗୁରୁତର

ଭୁବନେଶ୍ୱର,୨୭।୫:ରାଜଧାନୀରେ ଏନ୍‌କାଉଣ୍ଟର। ସକାଳୁ ସକାଳୁ ବାଜିଲା ଗୁଳି। ରାଜଧାନୀରେ କମିଶନରେଟ୍‌ ପୋଲିସ୍‌ ଓ କୁଖ୍ୟାତ ଡ୍ରଗ୍ସ ମାଫିଆ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଡ୍ରଗ୍ସ ମାଫିଆ…

ତୋରଣ ନିର୍ମାଣରେ ଅନିୟମିତତା ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଥାନାଛକ ସମ୍ମୁଖରେ ନିର୍ମିତ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ତୋରଣ ଭାଙ୍ଗିଯିବା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ନିମ୍ନମାନର କାମ ହୋଇଥିବା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri