ପାରିବାରିକ କଳହ ହେଲା କାଳ, ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସ୍ବାମୀ

ଢେଙ୍କାନାଳ,୧।୬(ରତନ ନାୟାର): ଢ଼େଙ୍କାନାଳ ଜିଲା ସଦରଥାନା ଝାରଗାଡ଼ିଆ ଫାଣ୍ଡି ବଳରାମପୁର ଗ୍ରାମ ଜୁଆଙ୍ଗ ସାହିରୁ ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି ।ସୋମବାର ଦିନ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କରିଛନ୍ତି ସ୍ୱାମୀ ।

ପାରିବାରିକ କଳହରୁ ଉତ୍ତ୍ୟକ୍ତ ସ୍ୱାମୀ ଏକ ଠେଙ୍ଗାରେ ସ୍ତ୍ରୀ ନାକେଇ ପଧାନଙ୍କୁ ପିଟିପିଟି ହତ୍ୟା କରିଛନ୍ତି । ଘଟଣା ପରେ ଅଭିଯୁକ୍ତ ସ୍ୱାମୀ ଅଖିଳ ପଧାନ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ଖବରପାଇ ସଦରଥାନା ଓ ଝାରଗାଡ଼ିଆ ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଣ ବିଲୁଆ ଆତଙ୍କ: ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି

ନୂଆପଡ଼ା,୧୭ା୭ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ୍‌ ବେଲଟୁକୁରି ଥାନା ଅନ୍ତର୍ଗତ ଭାଲେଶ୍ୱର ପଞ୍ଚାୟତ ଅଞ୍ଚଳରେ ବଣ ବିଲୁଆ ଆତଙ୍କ ଦେଖାଦେଇଛି। ସପ୍ତାହକ ମଧ୍ୟରେ ବିଲୁଆ କାମୁଡ଼ାରେ ୪ଜଣ…

ବିଗୁଡୁଛି ସ୍ବାସ୍ଥ୍ୟବସ୍ଥା, ହେଲେ ଜିଦ୍‌ରେ ଅଟଳ ସୋନମ; ଡାକ୍ତର ଦେଲେ ଏଭଳି ଚେତାବନୀ

ନୂଆଦିଲ୍ଲୀ,୧୭।୭: ବିଶିଷ୍ଟ ପରିବେଶବିତ୍‌ ତଥା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟବସ୍ଥା ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ଦିଲ୍ଲୀର ଯନ୍ତର-ମନ୍ତରଠାରେ ତାଙ୍କର ଆମରଣ ଅନଶନ ଆଜି ୨୦…

କେସିଙ୍ଗାରେ ଶାନ୍ତିଶୃଙ୍ଖଳା ସହ ରଥଯାତ୍ରା ସମ୍ପନ୍ନ: ସହାୟତା କଲେ ବିଧାୟକ

କେସିଙ୍ଗା,୧୭।୭(ତୁମେଶ୍ୱର ସାହୁ): ତୁହାକୁ ତୁହା ବର୍ଷା ସତ୍ତ୍ୱେ କେସିଙ୍ଗା ବ୍ଳକର ୨୬ଟି ଗ୍ରାମ ପଞ୍ଚାୟତର ବିଭିନ୍ନ ଗ୍ରାମରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ଶାନ୍ତି ଶୃଙ୍ଖଳା…

ବର୍ଷା ଜଳରେ ବୁଡିଲା କେଶପୁର, ଘରୁ ବାହାରି ପାରୁନାହାନ୍ତି ଲୋକେ

କଟକ ସଦର,୧୭।୭(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ଆୟତ୍ତପୁର ପଞ୍ଚାୟତ କେଶପୁର ଗହିରରେ ବର୍ଷା ଜଳ ଜମି ରହିଛି । ଫଳରେ ନଦୀର ଭ୍ରମ…

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ ଗାଁରେ ଶୋକାକୁଳ ପରିବେଶ

ନୂଆପଡ଼ା,୧୭ା୭ (ମକାରୁ ବେମାଲ): ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତଦେହ ଗାଁରେ ପହଞ୍ଚିଛି। ଏପରି ଏକ କରୁଣ ଚିତ୍ର ନୂଆପଡ଼ା ଜିଲା କୋମନା ଥାନା କୁରେଶ୍ୱର ପଞ୍ଚାୟତ…

ନକଲି ସୁନା ବନ୍ଧକ ଦେଇ ନେଉଥିଲେ ଋଣ, ସତ ଜଣାପଡିବା ପରେ ହେଲା…

ଦେବଗଡ,୧୭।୭(ଶଶାଙ୍କ ଶେଖର ଝାଙ୍କର): ନକଲି ସୁନା ଅଳଙ୍କାର ବନ୍ଧକ ଦେଇ ଋଣ ଟଙ୍କା ହାତେଇବା ଅଭିଯୋଗରେ ଦେବଗଡ ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ…

୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା: ୧୩ ଜିଲାକୁ ରେଡ୍‌-ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୭।୭ (ସୌମ୍ୟରଞ୍ଜନ ରାଉତ)- ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡିଶା ପଶ୍ଚିମବଙ୍ଗଠାରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ଠାରୁ…

ପାକିସ୍ତାନ ସେନା ଉପରେ BLAର ବଡ଼ ଆକ୍ରମଣ, ବଲୁଚିସ୍ତାନକୁ ସ୍ୱାଧୀନ ଦେଶ ଘୋଷଣା କରି ଦେଖାଇଲା ଶକ୍ତି!

ଇସଲାମବାଦ,୧୭।୭: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଏବଂ ଫିଲ୍ଡ ମାର୍ଶାଲ ଅସୀମ ମୁନିରଙ୍କ ପାଇଁ ସମସ୍ୟା କମିବାର କୌଣସି ସଙ୍କେତ ଦେଖାଯାଉନାହିଁ । ଗୋଟିଏ ପଟେ, ପିଓକେରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri