ସ୍ବାମୀ, ଦିଅର ଦେଉଥିଲେ ଶାରୀରିକ ନିର୍ଯାତନା: ମହିଳା ନେଲେ ଏମିତି ପଦକ୍ଷେପ

ବେଙ୍ଗାଲୁରୁ,୨୬ା୯: ବେଙ୍ଗାଲୁରୁର ବୋମାନାହାଲ୍ଲିରୁ ତିନି ସପ୍ତାହ ତଳେ ରହସ୍ୟଜନକ ଭାବେ ଜଣେ ମହିଳା ନିଖୋଜ ହୋଇଯାଇଥିଲେ। ହଠାତ୍‌ ପୋଲିସ ନିକଟରେ ପହଞ୍ଚି ଯେଉଁ ବୟାନ ଦେଇଛନ୍ତି ତାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ।


ବରିଷ୍ଠ ପୋଲିସ ଅଧିକାରୀ କୁହନ୍ତି, ଏହି ମହିଳା ଜଣକ ଦିଲ୍ଲୀର ଗ୍ରାହକ ସେବା କେନ୍ଦ୍ରରେ କାର୍ଯ୍ୟ କରନ୍ତି। ମହିଳା ଫେରିବା ପରେ ପୋଲିସକୁ ନିସ୍ତାର ମିଳିଛି। ବମାନହାଲ୍ଲି ଜୋନ୍‌ର ସ୍ବତନ୍ତ୍ର ଅଧିକାରୀ କ୍ୟାପ୍ଟେନ ପି.ମଣିଭାନନ କହିଛନ୍ତି, ୨୮ ବର୍ଷୀୟା ଏହି ମହିଳା ଜଣକ ନିଜ ଓକିଲଙ୍କ ସହିତ ପୋଲିସ ନିକଟରେ ବୟାନ ଦେବାକୁ ଆସିଥିଲେ। ଯାହା ଶୁଣି ସେ ଆଶ୍ଚର୍ଯ୍ୟ ହୋଇଥିଲେ। ମହିଳା ଜଣକ ପୋଲିସକୁ କହିଛନ୍ତି, ତାଙ୍କ ସ୍ବାମୀ ଏବଂ ଦିଅର ଶାରୀରିକ ନିର୍ଯାତନା ଦେଉଥିଲେ। ତେଣୁ ମହିଳା ଜଣକ କରୋନା ପରୀକ୍ଷା କରିବା ପାଇଁ ଆମ୍ବୁଲାନ୍ସ ଡାକି ଘରୁ ଚାଲିଯାଇଥିଲେ। ଘରୁ ପଳାଇବା ପଛରେ ବିହାରର ୨ ବନ୍ଧୁଙ୍କ ସହାୟତା ଲୋଡ଼ିଥିଲେ। ଏନେଇ ମହିଳାଙ୍କ ଶାଶୁଘର ଲୋକଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।
ମହିଳା ଜଣକ କହିଛନ୍ତି, ତାଙ୍କର ବୈବାହିକ ଜୀବନ ଭଲରେ କଟୁ ନ ଥିଲା। ତେଣୁ ସେ ଶାଶୁଘରେ ରହିବା ପାଇଁ ଚାହୁଁ ନ ଥିଲେ। ସେ କରୋନା ପରୀକ୍ଷା କରିବା ଆଳ କରି ଏକ ଆମ୍ବୁଲାନ୍ସ ଡକାଇ ଘରୁ ବାହାରି ଯାଇଥିଲେ। ବେଙ୍ଗାଲୁରୁ ମହାନନଗର ପ୍ରଶାସନିକ ଏବଂ ସ୍ବାସ୍ଥ୍ୟ ବିଭାଗ ଅଧିକାରୀ କହିଛନ୍ତି, ଏହି ମାମଲା କରୋନା ସହିତ ଜଡ଼ିତ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri