Posted inଜାତୀୟ

ପାଠ ପଢ଼ିଥିବା ସ୍ତ୍ରୀଙ୍କୁ ଚାକିରି କରିବାକୁ ବାଧ୍ୟ କରି ଭରଣପୋଷଣ ବନ୍ଦ ପାରିବେନି ସ୍ବାମୀ: ହାଇକୋର୍ଟ…

ନୂଆଦିଲ୍ଲୀ,୨୬।୧୦ : ଦିଲ୍ଲୀ ହାଇକୋର୍ଟ କହିଛନ୍ତି ସ୍ତ୍ରୀ ପାଠ ପଢ଼ିଥିଲେ ତାଙ୍କୁ ଚାକିରି କରିବାକୁ ସ୍ବାମୀ ବାଧ୍ୟ କରିପାରିବେ ନାହିଁ। ସେହିପରି ସ୍ତ୍ରୀଙ୍କୁ ଚାକିିରି କରିବାକୁ କହି ଜାଣିଶୁଣି ସ୍ବାମୀ ଭରଣପୋଷଣ ଦେବାକୁ ଅମଙ୍ଗ ହେଉଥିବା ଗ୍ରହଣ କରାଯାଇ ପାରିବ ନାହିଁ।

ଜଣେ ବ୍ୟକ୍ତିଙ୍କ ଆବେଦନ ଶୁଣାଣି ବେଳେ କୋର୍ଟ ଏହି ମନ୍ତବ୍ୟ ଦେଇଛନ୍ତି। ଯେଉଁଥିରେ ସେ ବିଏସସି ଡିଗ୍ରୀ ହାସଲ କରିଥିବା କାରଣରୁ ତାଙ୍କ ସ୍ତ୍ରୀଙ୍କୁ ଦିଆଯାଇଥିବା ମଧ୍ୟବର୍ତ୍ତୀ ରକ୍ଷଣାବେକ୍ଷଣ ଭତ୍ତାକୁ ମାସକୁ ୨୫,୦୦୦ ରୁ ୧୫,୦୦୦ ଟଙ୍କାକୁ ହ୍ରାସ କରିବାକୁ ଚେଷ୍ଟା କରିଥିଲେ। ଜଷ୍ଟିସ ସୁରେଶ କୁମାର କୈତଙ୍କ ନେତୃତ୍ୱରେ ଗଠିତ ଏକ ବେଞ୍ଚ କହିଛନ୍ତି ସ୍ତ୍ରୀ ସ୍ନାତକ ହୋଇଥିଲେ ମଧ୍ୟ ଭରଣପୋଷଣକୁ ବନ୍ଦ କରାଯାଇ ପାରିବ ନାହିଁ। ପରିବାର କୋର୍ଟ ଦେଇଥିବା ମଧ୍ୟବର୍ତ୍ତୀକାଳୀନ ରକ୍ଷଣାବେକ୍ଷଣରେ ହସ୍ତକ୍ଷେପ କରିବାରେ କୌଣସି କାରଣ ନାହିଁ ବୋଲି ବେଞ୍ଚ କହିଛନ୍ତି।

ଜଷ୍ଟିସ ନୀନା ବଂଶଲ କୃଷ୍ଣଙ୍କ ଏକ ବେଞ୍ଚ କହିଛନ୍ତି କୌଣସି ସିଦ୍ଧାନ୍ତ ନିଆଯାଇପାରିବ ନାହିଁ ଯେ ସ୍ତ୍ରୀ ସ୍ନାତକ ଡିଗ୍ରୀଧାରୀ ହୋଇଥିବାରୁ ତାଙ୍କୁ କାମ କରିବାକୁ ବାଧ୍ୟ କରାଯିବା ଉଚିତ। ଏହା ମଧ୍ୟ ଅନୁମାନ କରାଯାଇପାରିବ ନାହିଁ ଯେ ସେ କେବଳ ସ୍ବାମୀଙ୍କ ଭରଣପୋଷଣ ଦାବି ପାଇଁ ଜାଣିଶୁଣି ଚାକିରି କରୁନାହାଁନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri