ପାରିବାରିକ କଳହ ନେଲା ଜୀବନ: ସ୍ତ୍ରୀଙ୍କ ଓଢ଼ଣୀ ଲଗାଇ ସ୍ବାମୀଙ୍କ ଆତ୍ମହତ୍ୟା

ପାଟଣା,୧୪।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ସଁରାପଶି ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକ ମଙ୍ଗଳବାର ପୂର୍ବାହ୍ନରେ ପାରିବାରିକ କଳହକୁ ନେଇ ଆତ୍ମହତ୍ୟା କରିଛନ୍ତି। ସେ ସ୍ତ୍ରୀଙ୍କ ଓଢ଼ଣୀ ଯୋଗେ ବେକରେ ଫାଶୀ ଲଗାଇ ଘରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଯୁବକ ଜଣଙ୍କ ହେଲେ ପଲଟୁ ନାଏକ।

ସୂଚନାନୁଯାୟୀ, କୌଣସି କାରଣକୁ ନେଇ ପଲଟୁଙ୍କର ସ୍ତ୍ରୀଙ୍କ ସହ ବଚସା ହୋଇଥିଲା। ଏହାପରେ ଓଲଟୁ ଓଢ଼ଣୀ ଲଗାଇ ଘରେ ଝୁଲି ପଡ଼ିଥିଲେ। ପରିବାରଲୋକେ ବଞ୍ଚିଥିବା ଭାବି ଆମ୍ବୁଲାନ୍ସରେ ତାଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ପାଟଣା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯିବା ସହ ତଦନ୍ତ ହେଉଥିବା ଥାନାଧିକାରୀ ମନୋରଞ୍ଜନ ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିନି ଷ୍ଟାଡିୟମରେ ଅଧିକାଂଶ ଷ୍ଟ୍ରିଟ୍‌ ଲାଇଟ୍‌ ଜଳୁନି, ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ…

ଗଞ୍ଜାମ,୨୧।୨(ବିଦ୍ୟାଧର ସାହୁ): କିଛି ମାସ ହେବ ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିଅମରେ ଅଧିକାଂଶ ଷ୍ଟ୍ରିଟ ଲାଇଟ ଜଳୁ ନ ଥିବା ଦେଖିବାକୁ ମିଳିଛି। ଏନ୍‌ଏସି ଅଧ୍ୟକ୍ଷାଙ୍କ ବାସଭବନ…

ଜେଲ ଗଲେ କୋଟିପତି ଫରେଷ୍ଟର: ଆୟରୁ ୪୭୦ ଶତକଡ଼ା ଅଧିକ ସମ୍ପତ୍ତି କରିଥିଲେ ଠୁଳ, ୪ କୋଟିର ମାଲିକ

ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରା ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡିଥିଲେ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ମେଟ୍ରିକ୍‌ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର

ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ସ୍ଥିତ ପି.ଏମ୍‌.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟର ଯୋଗେ କୁଡୁତୁଲି ଉଚ୍ଚ…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

ଛାତ୍ରୀଙ୍କୁ ଗଣ ବଳାତ୍କାର ମାମଲା, ୫ କୋର୍ଟ ଚାଲାଣ

କେନ୍ଦ୍ରାପଡା/ରାଜକନିକା, ୨୧ା୨(ଜଗନ୍ନାଥ ଧଳ/ ସଞ୍ଜୟ କୁମାର ଦାଶ/ ରବୀନ୍ଦ୍ର କୁମାର ଦାଶ):କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକ ଓଳାଭର ଅଞ୍ଚଳର ଏକ ଘରୋଇ ଇଂଲିଶ ମିଡିୟମ ସ୍କୁଲରେ ଜଣେ…

ମାତୃଭାଷା ଦିବସ ସମ୍ପର୍କରେ ଶପଥ ପାଠ

ଦିଗପହଣ୍ଡି,୨୧|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି  ସରସ୍ଵତୀ ଶିଶୁବିଦ୍ୟାମନ୍ଦିର ପରିସରରେ ଶନିବାର  ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ଏଥି ଉପଲକ୍ଷେ ଆୟୋଜିତ ସଭାରେ ବିଦ୍ୟାମନ୍ଦିର…

ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ: ଜୀବଜନ୍ତୁ ବଞ୍ଚିଲେ ଆମେ ବଞ୍ଚିବା

 ଗଞ୍ଜାମ,୨୧।୨(ବିଦ୍ୟାଧର ସାହୁ ): ଜୈବ୍ୟ ବିବିଧତା ବୋର୍ଡ ଭୁବନେଶ୍ୱର ନିର୍ଦ୍ଦେଶକ୍ରମେ  ବ୍ରହ୍ମପୁର ବନଖଣ୍ଡ ବିଭାଗ ପକ୍ଷରୁ ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଶନିବାର ବ୍ଲକ କନଫରେନ୍ସ…

‘ଋଷିକୁଲ୍ୟା ନଦୀର ସୁରକ୍ଷା ହେଉ’

ଧରାକୋଟ,୨୧ା୨(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଋଷିକୁଲ୍ୟା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ନଦୀ ସୁରକ୍ଷା ଅଭିଯାନ ଆରମ୍ଭ ହୋଇଛି। ଗଞ୍ଜାମ ଜିଲାର ସୋରଡା ବ୍ଲକ ଅଧୀନ ଗାଜଲବାଡ଼ି ପଞ୍ଚାୟତ ପିପଳପଙ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri