Posted inରାଜ୍ୟ

ସ୍ବାମୀଙ୍କ ଆତ୍ମହତ୍ୟା: ବନ୍ଧାହେଲେ ସ୍ତ୍ରୀ, ପ୍ରେମିକ

ବଡବିଲ, ୪।୮: ଗତ ୨ ତାରିଖରେ ଆତ୍ମହତ୍ୟା କରିଥିଲେ କେନ୍ଦୁଝର ଜିଲା ବଡ଼ବିଲ ଥାନା ଧୋବି ହଟିଂ ଅଞ୍ଚଳରେ ରହୁଥିବା ସୁଶାନ୍ତ ମହାକୁଡ଼। ତେବେ ଏହା ପଛରେ ଥିଲା ସ୍ତ୍ରୀ ସିମରାନୀଙ୍କ ହାତ। ପୋଲିସ ତଦନ୍ତରୁ ଏହା ପର୍ଦ୍ଦାଫାଶ ହୋଇଛି। ପରକୀୟା ପ୍ରୀତି ଯୋଗୁ ସେ ସୁଶାନ୍ତଙ୍କୁ ଆତ୍ମହତ୍ୟା କରିବାକୁ ବାଧ୍ୟ କରିଥିବା ଇନ୍ସପେକ୍ଟର ସୁଶାନ୍ତ ଦାସ ସୂଚନା ଦେଇଛନ୍ତି। ଏହି ଘଟଣାରେ ପୋଲିସ ସିମରାନୀ ଓ ତାଙ୍କ ପ୍ରେମିକ କେବଲ ସିଂଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି।

ସୂଚନା ଅନୁଯାୟୀ, ବଲାଣୀ ଥାନା ଲସରଦା ଗ୍ରାମର ସୁଶାନ୍ତ ମହାକୁଡ ବିବାହ ପରେ ସ୍ତ୍ରୀ ସିମରାନୀଙ୍କ ସହ ବଡବିଲ ଥାନା ଅନ୍ତର୍ଗତ ଧୋବି ହଟିଂରେ ଭଡା ଘରେ ରହିଆସୁଥିଲେ। ତେବେ ସୁଶାନ୍ତଙ୍କ ଅନୁପସ୍ଥିତିରେ ଘରକୁ ଆସୁଥିଲେ କେବଲ ସିଂ। ଦୁଇ ବର୍ଷ ଧରି ଏମିତି ଚାଲିଥିଲା। ଗତ ୨ ତାରିଖରେ ସୁଶାନ୍ତ ଏକ ଶାଢୀରେ ଫାଶି ଲଗାଇ ଆତ୍ମହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ଗାଁରେ ସରକାରୀ ନିୟମକୁ ବେଖାତିର: ସ୍କୁଲକୁ ପିଲାଙ୍କୁ ଡକାଇ ଶିକ୍ଷକ ବାଣ୍ଟୁଛନ୍ତି ବହି, ସାମାଜିକ ଦୂରତାର ପ୍ରଶ୍ନ ନାହିଁ

ଓଡଗାଁ,୨୫।୪(ସ୍ବ.ପ୍ର.)- କରୋନା ମୁକାବିଲାକୁ ନେଇ ସମ୍ପ୍ରତି ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପିଲାଙ୍କୁ ଘରେ ଘରେ ବୁଲି...

ରେଟ୍‌ କଣ୍ଟ୍ରାକ୍ଟକୁ ଅଣଦେଖା: ସଙ୍କଟରେ ଏମ୍‌ଏସ୍‌ଏମ୍‌ଇ

ଭୁବନେଶ୍ୱର,୪।୧୧(ବ୍ୟୁରୋ): ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ବିକାଶ ଲାଗି ବିଭିନ୍ନ ପଦକ୍ଷେପ ନିଆଯାଉଥିବା ରାଜ୍ୟ ସରକାର କହୁଛନ୍ତି। ସ୍ଥାନୀୟ ଶିଳ୍ପଗୁଡ଼ିକର ସ୍ବାର୍ଥ ରକ୍ଷା...

ବୈଜ୍ଞାନିକଙ୍କଠାରୁ ୫ ଲକ୍ଷ ଠକେଇ

ଭୁବନେଶ୍ୱର,୨ା୯(ବ୍ୟୁରୋ) : ଋଣ କରାଇ ଦେବା ନାଁରେ ଲୋକଙ୍କଠାରୁ ଲୁଟୁଛନ୍ତି ଘରୋଇ ବ୍ୟାଙ୍କ୍‌ କର୍ମଚାରୀ। ସେମାନେ ଜଣେ ବୈଜ୍ଞାନିକଙ୍କଠାରୁ ମଧ୍ୟ ୫ଲକ୍ଷ ଟଙ୍କା ଠକି ନେଇଛନ୍ତି।...

ଟାଟାଠାରୁ ଜମି ଫେରାଇ ଆଣିବ ଇଡ୍‌କୋ

ଭୁବନେଶ୍ୱର,୧୯ା୫(ବ୍ୟୁରୋ): ଟାଟା ପାଓ୍ବାର କମ୍ପାନୀ କଟକ ଜିଲାର ବାରଙ୍ଗ ତହସିଲ ଅନ୍ତର୍ଗତ କୋଇଲାଭିତ୍ତିକ ଥର୍ମାଲ ପାଓ୍ବାର ପ୍ଲାଣ୍ଟରୁ ଓହରିଯାଇଛି। କମ୍ପାନୀକୁ ଲିଜ୍‌ରେ ଦିଆଯାଇଥିବା ୮୭୧.୪୨୭ ଏକର...

ପରିଚୟ ଲୁଚାଇବାକୁ ପଥରରେ ଛେଚି ହତ୍ୟା

ଯୋଡ଼ା,୨୨।୧୧(ଡି.ଏନ.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅଧୀନ ହାତୀଦରୀ-ଧାତିକା ରାସ୍ତା କଡ଼ରୁ ସୋମବାର ଏକ ମୃତଦେହ ପୋଲିସ ଜବତ କରିଛି। ସୂଚନା ଅନୁଯାୟୀ, ରବିବାର ବିଳମ୍ବିତ...

ମୃତ ଶିଶୁକୁ ବ୍ୟାଗରେ ନେଉଥିଲେ ବାପା

ଭୁବନେଶ୍ୱର,୩୦ା୮(ବ୍ୟୁରୋ):ଶେଷକୃତ୍ୟ ପାଇଁ ଶିଶୁକନ୍ୟାର ମୃତଦେହକୁ ବ୍ୟାଗରେ ନେଉଥିଲେ ବାପା। ହେଲେ ଅଧାବାଟରେ ଛିଣ୍ଡିଗଲା ବ୍ୟାଗ। ମୃତଦେହଟି ତଳକୁ ଖସି ପଡିବା ଦେଖି ଲୋକଙ୍କ ସନ୍ଦେହ ହେଲା।...

୭ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟର ୭ ଜିଲାରେ ତରଳ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ଏବଂ ୭ଟି ପିଏସ୍‌ଏ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।...

ରାଜଧାନୀରେ ଟ୍ରାଫିକ୍‌ ସମସ୍ୟା: ସ୍ଥିତି ଅନୁଧ୍ୟାନ କଲେ ୫ଟି ସଚିବ

ଭୁବନେଶ୍ୱର,୧୦।୮(ବ୍ୟୁରୋ): ରାଜଧାନୀରେ ଏବେ ଟ୍ରାଫିକ୍‌ ନିୟନ୍ତ୍ରଣ ଏକ ମୁଖ୍ୟ ସମସ୍ୟା ପାଲଟିଛି। ଏହି ଟ୍ରାଫିକ୍‌ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାରଙ୍କ ତତ୍ପରତା ପ୍ରକାଶ...

Advertisement
Archives

Model This Week