ଟ୍ରଲର ଧକ୍କାରେ ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

ରଗଡି,୮ା୯(ଡି.ଏନ.ଏ.): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଲକ୍ଷ୍ମୀନଗର ଛକରେ ଗୁରୁବାର ସକାଳେ ଏକ ଟ୍ରଲର ଧକ୍କାରେ ସ୍ବାମୀଙ୍କ ମୃତ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ସୂଚନା ଅନୁଯାୟୀ, କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ବସନ୍ତପୁରା ଗ୍ରାମର କାଳନ୍ଦୀ ଚରଣ ସାହୁ(୫୩) ସ୍ତ୍ରୀ ସାବିତ୍ରୀଙ୍କ ସହିତ ବାଇକ୍‌ରେ ମେଡିକାଲ ଯାଉଥିଲେ। ୨୦ନଂ. ଜାତୀୟ ରାଜପଥର ଲକ୍ଷ୍ମୀନଗର ଛକଠାରେ ପୋଲ ନିର୍ମାଣ ଚାଲିଛି ା ଅସ୍ଥାୟୀ ଡାଇଭରଶନରେ ସମ୍ମୁଖରୁ ଆସୁଥିବା ଏକ ଟ୍ରଲର ସହିତ କାଳନ୍ଦୀଙ୍କ ବାଇକ୍‌ର ଧକ୍କା ହୋଇଥିଲା ା ଫଳରେ ଘଟଣାସ୍ଥଳରେ କାଳନ୍ଦୀଙ୍କ ମୃତ୍ୟୁ ଘଟିଥିଲା। ସାବିତ୍ରୀଙ୍କୁ ଗୁରୁତର ଅବସ୍ଥାରେ ଯାଜପୁର ରୋଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ା ଯାଜପୁର ରୋଡ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ବାଇକ୍‌କୁ ଟ୍ରଲର ତଳୁ ବାହାର କରିଥିଲେ ା କୋରେଇ ପୋଲିସ ତଦନ୍ତ ଆରମ୍ଭ କରିବା ସହ ଡ୍ରାଇଭରଙ୍କୁ ଅଟକ ରଖି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri