ସ୍ବାମୀଙ୍କୁ ଚିକେନ ତରକାରି ଭଲ ଲାଗିଲାନି, ସ୍ତ୍ରୀଙ୍କୁ ଟେକି ଝରକା ବାହାରକୁ ଫିଙ୍ଗିଦେଲେ, ଭିଡିଓ ଦେଖିଲେ…

ଇସଲାମାବାଦ,୧୧ା୭: ରାଗ ମଣିଷର ପରମ ଶତ୍ରୁ। କୌଣସି କଥାରେ ରାଗ ଆସିଲେ ମଣିଷ କିଛି ନା କିଛି କରି ବସେ। କିଛି ଲୋକ ଅଛନ୍ତି, ଯେଉଁମାନେ ଛୋଟ କଥାରେ ବି ଭୟଙ୍କର ଭାବେ ରାଗିଯାଇ ଅଜବ କାଣ୍ଡ ଘଟାଇଥାନ୍ତି। ଏବେ ସେମିତି ଏକ ଘଟଣା ସାମ୍ନାକୁ ଆସିଛି। ଜଣେ ବ୍ୟକ୍ତିଙ୍କୁ ଚିକେନ ତରକାରି ଭଲ ଲାଗିଲାନି ବୋଲି ସେ ତାଙ୍କ ସ୍ତ୍ରୀଙ୍କୁ ଟେକି ଝରକା ବାହାରକୁ ଫିଙ୍ଗିଦେଲେ। ଏପରି ଘଟଣା ଦେଖିବାକୁ ମିଳିଛି ପଡ଼ୋଶୀ ଦେଶ ପାକିସ୍ତାନରେ।

ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ଭିଡିଓ ପାକିସ୍ତାନର ବୋଲି କୁହାଯାଉଛି। ଭିଡିଓରେ ଉପରୁ ଖସିପଡିଥିବା ମହିଳାଙ୍କୁ ସ୍ବାମୀ, ଯାଆ, ଶାଶୁ ମିଶି ତଳକୁ ଫିଙ୍ଗି ଦେଇଛନ୍ତି। ମହିଳାଙ୍କ ଦୋଷ ଥିଲା ଯେ ସେ ଚିକେନକୁ ଠିକ୍‌ ଭାବରେ ରାନ୍ଧି ନ ଥିଲେ। ଯେଉଁଥିପାଇଁ ତାଙ୍କ ସ୍ବାମୀ, ଯାଆ ଏବଂ ଶାଶୁ ଏକାଠି ହୋଇ ତାଙ୍କୁ ବିଲଡିଂର ଝରକା ପଟେ ତଳକୁ ଫିଙ୍ଗି ଦେଇଥିଲେ। ଏହି ଘଟଣା ଲାହୋରର ନାନ୍‌ରିଆଲ ଛକସ୍ଥିତ ଶାଲିମାର ରୋଡ୍‌ ନିକଟରେ ଘଟିଛି। ପଡ଼ୋଶୀମାନେ ମଧ୍ୟ ମହିଳାଙ୍କ ପଡ଼ିବାର ଶବ୍ଦ ଶୁଣି ଆଶ୍ଚର୍ଯ୍ୟ ହୋଇ ବାହାରକୁ ଆସି ତାଙ୍କୁ ଉଠାଇବାରେ ସାହାଯ୍ୟ କରିଥିଲେ।

ଭିଡିଓଟି ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ @ DikshaKandpal8 ନାମକ ଏକ ଆକାଉଣ୍ଟରେ ଶେୟାର କରାଯାଇଛି। ଭିଡିଓରେ ୟୁଜରମାନେ ନିଜର କ୍ରୋଧ ପ୍ରକାଶ କରିଛନ୍ତି। ଜଣେ ୟୁଜର ଲେଖିଛନ୍ତି- ମସଲାଯୁକ୍ତ ଚିକେନ ମଣିଷ ଜୀବନଠାରୁ ଅଧିକ କି? ଅନ୍ୟ ଜଣେ ୟୁଜର ଲେଖିଛନ୍ତି, ଏହା ହେଉଛି ଅଜ୍ଞତା।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?