Posted inଜାତୀୟ

ପ୍ରଧାନମନ୍ତ୍ରୀ ମୋଦି, ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ପ୍ରଶଂସା ଶୁଣି ରାଗିଗଲେ ସ୍ବାମୀ, ମୁହଁରେ ଢାଳିଦେଲେ…

ଲକ୍ଷ୍ନୌ,୨୪।୮: ଉତ୍ତରପ୍ରଦେଶରେ ଛାଡପତ୍ରର ଏକ ନିଆରା ମାମଲା ସାମ୍ନାକୁ ଆସିଛି, ଯଦିଓ ମୁସଲମାନ ମହିଳାମାନଙ୍କ ପାଇଁ ଟ୍ରିପଲ ତଲାକର ନିୟମ ପ୍ରଣୟନ କରାଯାଇଛି, ତଥାପି ମହିଳାମାନେ ତିନ ତଲାକର ଶିକାର ହେଉଛନ୍ତି। ବାହରାଇଚ ଜିଲାରୁ ଏଭଳି ସଦ୍ୟତମ ମାମଲା ସାମ୍ନାକୁ ଆସିଛି।
ଭଗବାନ ରାମଙ୍କ ସହର ଅଯୋଧ୍ୟାରେ ଜଣେ ମୁସଲମାନ ମହିଳାଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପ୍ରଶଂସା କରିବା ମହଙ୍ଗା ପଡିଛି। ସ୍ତ୍ରୀଙ୍କର ଯୋଗୀ ଏବଂ ମୋଦିଙ୍କ ପ୍ରଶଂସାକୁ ସ୍ବାମୀ ପସନ୍ଦ କରୁନଥିଲେ। ଏହା ପରେ ସେ ତାଙ୍କୁ ତିନ ତଲାକ ମଧ୍ୟ ଦେଇଥିଲେ। ମିଳିଥିବା ରିପୋର୍ଟ ଅନୁଯାୟୀ, ମରିୟମ ନାମକ ଜଣେ ମହିଳା ତାଙ୍କ ଅଭିଯୋଗରେ ୟୁପିର ବାହରଇଚରେ ଅଭିଯୋଗ କରିଛନ୍ତି ଯେ ଏହା ପୂର୍ବରୁ ତାଙ୍କୁ ମଧ୍ୟ ମାଡ ଦିଆଯାଇଥିଲା ଏବଂ ତାଙ୍କ ମୁଡଁରେ ଗରମ ଡାଲି ଫିଙ୍ଗି ଦିଆଯାଇଥିଲା ଏହାସହ ତିନ ତଲାଗ ଦିଆଯାଇଛି। ଉତ୍ତରପ୍ରଦେଶର ବାହରାଇଚ ଜିଲାର ଏମିତି ଏକ ନିଆରା ମାମଲା ସାମ୍ନାକୁ ଆସିଛି। ଏଠାକାର ଜାରୱାଲ ପୋଲିସ ଷ୍ଟେଶନ ବାସିନ୍ଦା ମରିୟମ ନାମକ ଜଣେ ଯୁବତୀ ଡିସେମ୍ବର ୨୦୨୩ରେ ଅଯୋଧ୍ୟା ଦିଲ୍ଲୀ ଦରୱାଜା ନିବାସୀ ଅର୍ଶଦଙ୍କୁ ବିବାହ କରିଥିଲେ। ଉଭୟଙ୍କ ମଧ୍ୟରେ ସବୁକିଛି ଠିକ ଚାଲିଥିଲା।ଏହି ସମୟରେ ପୀଡିତା ମରିୟମ ଅଯୋଧ୍ୟା ବୁଲିବାକୁ ଯାଇଥିଲେ। ଅଯୋଧ୍ୟାରେ ସୌନ୍ଦର୍ଯ୍ୟ ଏବଂ ବିକାଶ କାର୍ଯ୍ୟ ଦେଖି ସେ ତାଙ୍କ ସ୍ବାମୀଙ୍କ ସାମ୍ନାରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?