ସ୍ତ୍ରୀଙ୍କ ଜୀବନ ନେଲେ ସ୍ବାମୀ

ଅତାବିରା,୧୫।୯(ଡି.ଏନ୍‌.ଏ): ବରଗଡ଼ ଜିଲା ଭେଡ଼େନ ଥାନା ରୁଷୁଡ଼ା ଫାଣ୍ଡି ବଘିଆପାଲି ଗ୍ରାମରେ ଗୁରୁବାର ସନ୍ଧ୍ୟାରେ ଏକ ହତ୍ୟାକାଣ୍ଡ ଘଟିଛି । ଗ୍ରାମର ରମେଶ ବାଗ(୩୭) ନିଜ ସ୍ତ୍ରୀ ମିନାକ୍ଷୀ(୩୦)ଙ୍କୁ ଏକ ଧାରୁଆ ଅସ୍ତ୍ରରେ ହତ୍ୟା କରିଥିବା ଅଭିଯୋଗ ହୋଇଛି ।

ରମେଶ ଜଣେ ମାନସିକ ରୋଗୀ ହୋଇଥିବା ଯୋଗୁ ସେ ସ୍ତ୍ରୀଙ୍କୁ ହତ୍ୟା କରିଥିବା କେତେକ କହୁଥିବା ବେଳେ ସେ ଏକ ଦେବୀଙ୍କୁ ପୂଜାର୍ଚ୍ଚନା କରି ଆସୁଥିବା ଯୋଗୁ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ସ୍ତ୍ରୀଙ୍କୁ ବଳି ଦେଇଥିବା ସାଧାରଣରେ ଆଲୋଚନା ହେଉଛି। ହତ୍ୟା ପରେ ଫେରାର୍‌ ଅଭିଯୁକ୍ତ ସ୍ବାମୀ ରମେଶଙ୍କୁ ଗୁରାଣ୍ଡିପାଲି ଗ୍ରାମରୁ ପୋଲିସ ଗିରଫ କରିଛି। ପୋଲିସ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଥିବା ରୁଷୁଡ଼ା ଫାଣ୍ଡି ଅଧିକାରୀ ଅରୁପ କୁମାର ବରାଇ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଡାକ୍ତର, ମହିଳା ସୁଇପର ନେଲେ ପ୍ରଥମ ଟିକା

କେନ୍ଦୁଝର,୧୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାର ୬ଟି କେନ୍ଦ୍ରରେ କରୋନା ଟିକାକରଣ ଆରମ୍ଭ ହୋଇଛି। ଜିଲା ମୁଖ୍ୟ ଡାକ୍ତରଖାନାରେ ଜିଲାପାଳ ଆଶିଷ ଥାକରେ ଓ ସିଡିଏମଓଙ୍କ...

ବାହାର ପିଲାଙ୍କୁ ନିଯୁକ୍ତି ଦାବିର ପ୍ରତିବାଦ

କେନ୍ଦୁଝର,୯ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନା ଓ ମେଡିକାଲ କଲେଜରେ ଠିକାସଂସ୍ଥା ଜରିଆରେ ବାହାର ଜିଲାର ପିଲାଙ୍କୁ ବିଭିନ୍ନ ପଦବୀରେ ନିଯୁକ୍ତି ପ୍ରତିବାଦରେ ଗୁରୁବାର ସ୍ଥାନୀୟ...

ମହଙ୍ଗା ପଡ଼ିଲା ଭତ୍ତା ଟଙ୍କା ହଡ଼ପ: ନୟାଗଡ଼ ଜିଲାର ୪ ପିଇଓ ନିଲମ୍ବିତ

ନୟାଗଡ଼ ଅଫିସ,୨୨ା୧୨: ମୃତ ବ୍ୟକ୍ତିଙ୍କ ନାମରେ ଭତ୍ତା ଟଙ୍କା ହଡ଼ପ ଓ ଆର୍ଥିକ ଅନିୟମିତତା ନୟାଗଡ଼ ଜିଲାର ୪ ପିଇଓ (ପଞ୍ଚାୟତ ନିର୍ବାହୀ ଅଧିକାରୀ)ଙ୍କ ପାଇଁ...

ରଥଯାତ୍ରାରୁ ବଞ୍ଚିତ ହେଲେ ବଡ଼ଗଡ଼ବାସୀ

ସୋରଡା,୩୦ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ବଡ଼ଗଡ଼ରେ ଚଳିତବର୍ଷ ରଥଯାତ୍ରା ହେବନାହିଁ। ମନ୍ଦିର ବେଢ଼ାରେ କେବଳ ରିତିନୀତି ସମ୍ପନ୍ନ ହେବ ବୋଲି ରାଜ ପରିବାର ପକ୍ଷରୁ...

କୋରାପୁଟ ଏମ୍‌ପି କରୋନା ପଜିଟିଭ

ଭୁବନେଶ୍ବର,୧୪।୧(ବ୍ୟୁରୋ): କୋରାପୁଟ ଏମ୍‌ପି ସପ୍ତଗିରି ଉଲ୍ଲାକା କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ଏମ୍‌ପି ଉଲ୍ଲାକା ଶୁକ୍ରବାର ଟୁଇଟ କରି ଏହି ସୂଚନା ଦେଇ କହିଛନ୍ତି। ଏମ୍‌ପି...

ଅଳଙ୍କାର ଦୋକାନରୁ ଲୁଟ୍‌ : ସିସିଟିଭି ଫୁଟେଜରୁ ଧରାପଡ଼ିଲେ ଦୁଇ ମହିଳା 

ବାଲୁଗାଁ ,୨୯।୧୦(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ବାଲୁଗାଁ  ବଜାରସ୍ଥିତ ଏକ ଜୁଏଲେରୀ ଦୋକାନରୁ ଗତ ଶନିବାର ମଧ୍ୟାହ୍ନରେ ଅଳଙ୍କାର କିଣିବା ବାହାନାରେ ୪ ମହିଳା ରୁପା ଗହଣା ଲୁଟି...

ବାରବାଟୀରେ ଟି ୨୦ ମ୍ୟାଚ ନେଇ ହାଇକୋର୍ଟଙ୍କ ରାୟ

କଟକ ଅଫିସ,୭।୬: କଟକ ବାରବାଟୀ ଷ୍ଟାଡିୟମରେ ଟି ୨୦ ମ୍ୟାଚ ସମ୍ପର୍କିତ ମାମଲା ଖାରଜ ହୋଇଛି। ଜୁନ ୧୨ ତାରିଖରେ ଭାରତ ଓ ସାଉଥଆଫ୍ରିକା ଟି-୨୦...

ବ୍ୟାଙ୍କ ମ୍ୟାନେଜର କହି ଟଙ୍କା ଲୁଟ୍‌

ବଅଁରପାଳ,୭।୯(ଡି.ଏନ.ଏ.) ବ୍ୟାଙ୍କ ମ୍ୟାନେଜର ପରିଚୟ ଦେଇ ଜଣେ ଯୁବକଙ୍କଠାରୁ ୧୦ ହଜାର ଲୁଟ୍‌ ହୋଇଛି। ଲୁଟ୍‌ ଶିକାର ହୋଇଛନ୍ତି ନାଲ୍‌କୋ ଥାନା କନ୍ୟାବେଡା ଗ୍ରାମର ସଞ୍ଜୟ...

Advertisement
Archives

Model This Week