ସ୍ତ୍ରୀଙ୍କ ଜୀବନ ନେଲେ ସ୍ବାମୀ

ଅତାବିରା,୧୫।୯(ଡି.ଏନ୍‌.ଏ): ବରଗଡ଼ ଜିଲା ଭେଡ଼େନ ଥାନା ରୁଷୁଡ଼ା ଫାଣ୍ଡି ବଘିଆପାଲି ଗ୍ରାମରେ ଗୁରୁବାର ସନ୍ଧ୍ୟାରେ ଏକ ହତ୍ୟାକାଣ୍ଡ ଘଟିଛି । ଗ୍ରାମର ରମେଶ ବାଗ(୩୭) ନିଜ ସ୍ତ୍ରୀ ମିନାକ୍ଷୀ(୩୦)ଙ୍କୁ ଏକ ଧାରୁଆ ଅସ୍ତ୍ରରେ ହତ୍ୟା କରିଥିବା ଅଭିଯୋଗ ହୋଇଛି ।

ରମେଶ ଜଣେ ମାନସିକ ରୋଗୀ ହୋଇଥିବା ଯୋଗୁ ସେ ସ୍ତ୍ରୀଙ୍କୁ ହତ୍ୟା କରିଥିବା କେତେକ କହୁଥିବା ବେଳେ ସେ ଏକ ଦେବୀଙ୍କୁ ପୂଜାର୍ଚ୍ଚନା କରି ଆସୁଥିବା ଯୋଗୁ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ସ୍ତ୍ରୀଙ୍କୁ ବଳି ଦେଇଥିବା ସାଧାରଣରେ ଆଲୋଚନା ହେଉଛି। ହତ୍ୟା ପରେ ଫେରାର୍‌ ଅଭିଯୁକ୍ତ ସ୍ବାମୀ ରମେଶଙ୍କୁ ଗୁରାଣ୍ଡିପାଲି ଗ୍ରାମରୁ ପୋଲିସ ଗିରଫ କରିଛି। ପୋଲିସ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଥିବା ରୁଷୁଡ଼ା ଫାଣ୍ଡି ଅଧିକାରୀ ଅରୁପ କୁମାର ବରାଇ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri