ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣିଲେ ସ୍ବାମୀ

ବୈପାରିଗୁଡା,୨୨ା୯(ଡି.ଏନ୍‌.ଏ.): କୋରାପୁଟ ଜିଲା ବୈପାରିଗୁଡା ଥାନା ଅଧୀନ ଡେଙ୍ଗା କୁସୁମଗୁଡା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି ସ୍ବାମୀ। ମୃତ ମହିଳା ଜଣକ ହେଲେ ସୁବର୍ଣ୍ଣା ପରଜା। ନିଶାସକ୍ତ ଅବସ୍ଥାରେ ନରସିଂ ବଡନାୟକ ଟାଙ୍ଗିଆରେ ସ୍ତ୍ରୀ ସୁବର୍ଣ୍ଣାଙ୍କ ମଣ୍ଡକୁ ଆକ୍ରମଣ କରିଥିଲେ। ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା।

ଗୁରୁବାର ଖବର ପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ପୋଲିସ ଅଭିଯୁକ୍ତ ନରସିଂଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସୂଚନାଯୋଗ୍ୟ, ନରସିଂଙ୍କ ନିଜ ପୈତୃକ ଘର ମାଝିଗୁଡା ପଞ୍ଚାୟତ ଅନ୍ତର୍ଗତ କଟ୍ରାଗୁଡା ଗ୍ରାମରେ । ସେ ସୁବର୍ଣ୍ଣାଙ୍କୁ ବିବାହ କରି ଶ୍ୱଶୁର ଘର ଡେଙ୍ଗାକୁସୁମଗୁଡାରେ ରହି ଆସୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୨ ଓଏଏସ୍‌ ଅଧିକାରୀଙ୍କ ବଦଳି

ଯାଜପୁର ଅଫିସ,୭ା୪: ଓଡ଼ିଶା ପ୍ରଶାସନିକ ସେବା(ଓଏଏସ-ଏ)(ଜେବି) ପାହ୍ୟାର ୨୨ ଅଧିକାରୀଙ୍କ ବଦଳି ନିର୍ଦ୍ଦେଶ ହୋଇଛି। ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ସଚିବ ମନୋଜ...

ପୋଲିସ-ପ୍ରଶାସନ ଯାଞ୍ଚ ଢିଲା: ୪ ଦିନିଆ ସଟ୍‌ଡାଉନ୍‌ ପରେ ବ୍ରହ୍ମପୁରରେ ଅସମ୍ଭାଳ ଭିଡ

ବ୍ରହ୍ମପୁର ଅଫିସ , ୧।୭ – ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ହୁ ହୁ ହୋଇ ବଢ଼ିବାରେ ଲାଗିଛି । ସେହିପରି...

୨୦ବର୍ଷ ପରେ ଘରକୁ ଫେରିଲେ ଅମରଜିତ

ବାରିପଦା ଅଫିସ,୩ା୨: ଆର୍ଥତ୍କ ଅନଟନ ମଧ୍ୟରେ ପେଟକୁ ଦୁଇଓଳି ଖାଇବାକୁ ନ ପାଇ ୧୭ବର୍ଷ ବୟସରେ ଦାଦନ ଖଟିବାକୁ ଘର ଛାଡ଼ି ଦେଇଥିଲେ। ୨୦ବର୍ଷ ପରେ ନିଜେ...

ନିର୍ଭୁଲ ତଥ୍ୟ ସଂଗ୍ରହ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ, ୪।୩ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ମଙ୍ଗଳବାର ୨୦୨୧ ଜନଗଣନା ପାଇଁ ଦୁଇଦିନିଆ ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଛି। ଏଥିରେ...

ସୌଭାଗ୍ୟରୁ ବଞ୍ଚିତ କରିଦେଲେ ସାଆନ୍ତେ

ଅନୁଗୋଳ ଅଫିସ, ୨୩ା୬ – କିଛିଟା କାବୁ ହୋଇଛି କରୋନା ସଂକ୍ରମଣ। ତଳମୁହାଁ ଧରିଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା। ସ୍ଥିତିକୁ ଦେଖି ପୂର୍ବ କଟକଣାରେ ସାମାନ୍ୟ...

ସାଇବର ଥାନାର କାର୍ଯ୍ୟଦକ୍ଷତା ନେଇ ପ୍ରଶ୍ନ

ପୁରୀ ଅଫିସ,୧୧।୮: ପ୍ରଯୁକ୍ତିବିଦ୍ୟା ସହ ତାଳଦେଇ ନୂଆ ନୂଆ ତରିକାରେ ଆପରାଧିକ କାର୍ଯ୍ୟକଳାପ ହେଉଛି। ସାମାଜିକ ଗଣମାଧ୍ୟମରେ ବିଭିନ୍ନ ଲିଙ୍କ୍‌ ଓ କଲ୍‌ ଜରିଆରେ ସାଇବର...

ଭାଇବୋହୂଙ୍କୁ ହତ୍ୟା ଧମକ: ଜେଲ୍‌ ଗଲେ ଦେଢ଼ଶୁର

ଦିଗପହଣ୍ଡି,୨ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ଜଗନ୍ନାଥ ପ୍ରଧାନ ଏବଂ ପ୍ରଶାନ୍ତ ପ୍ରଧାନଙ୍କୁ ବୁଧବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।...

ବରିଷ୍ଠ ନାଗରିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ

ସୋନପୁର,୩୦ା୪(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ପାଇଁ ସୁବର୍ଣ୍ଣପୁର ଜିଲା ବରିଷ୍ଠ ନାଗରିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଦାନ କରାଯାଇଛି। ଗୁରୁବାର ସଂଘ...

Advertisement
Archives

Model This Week