ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ । ମୃତ ମହିଳା ଜଣକ ହେଲେ ପୁଷ୍ପାଞ୍ଜଳି ରଣା । ନିଜ ସ୍ତ୍ରୀକୁ ହତ୍ୟା କରି ଅଭିଯୁକ୍ତ ସ୍ୱାମୀ ଫେରାର ମାରୁଥିବା ବେଳେ ସିନ୍ଧେକେଲା ପୋଲିସ ଖବର ପାଇ ପଛରେ ଗୋଡ଼ାଇ ସ୍ୱାମୀ କୃପା ରଣାକୁ କାବୁ କରିଥିଲା ।

ପୋଲିସ ଅଭିଯୁକ୍ତ ସ୍ଵାମୀ କୃପାକୁ ଥାନାକୁ ଆଣି ଅଟକ ରଖି ପଚରାଉଚୁରା କରିବା ସହ ତଦନ୍ତ କରୁଥିବା ଜଣାଯାଇଛି । ଘର ଭିତରେ ମୃତଦେହ ପଡିଥିବା ସ୍ଥାନରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ସାଇଣ୍ଟିଫିକ ଟିମ ପହଂଚି ତଦନ୍ତ କରୁଥିବା ଜଣାପଡିଛି । ଗତ କିଛି ଦିନ ହେଲା ସ୍ତ୍ରୀସ୍ୱାମୀଙ୍କ ମଧ୍ୟରେ ଝଗଡ଼ା ଲାଗି ରହୁଥିବା ଗାଁ ଲୋକେ ଆଲୋଚନା କରୁଥିବା ଦେଖାଯାଇଥିଲା । ସ୍ତ୍ରୀସ୍ବାମୀଙ୍କ ମଧ୍ୟରେ କଣ ପାଇଁ ଏଭଳି ଘଟଣା ଘଟିଲା ତାହାର କାରଣ ଅସ୍ପଷ୍ଟ ରହିଛି । ବିଭିନ୍ନ ଦିଗକୁ ନେଇ ତଦନ୍ତ ଚାଲିଥିବା ବେଳେ ହତ୍ୟାର ପ୍ରକୃତ କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ । ସେପଟେ ପୋଲିସର ମଧ୍ୟ ପ୍ରତିକ୍ରିୟା ମିଳିପାରି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri