Advertisement

ଶ୍ୱଶୁର ଘର ବୁଲି ଯାଇଥିଲେ ଜ୍ୱାଇଁ: ସ୍ତ୍ରୀଙ୍କୁ କଇଁଚି ଭୁସି ମାରିଲେ

ବାରିପଦା ଅଫିସ,୨୨।୧୧: ସ୍ବାମୀଙ୍କ କଇଁଚି ଆକ୍ରମଣରେ ପ୍ରାଣ ହାରିଲେ ସ୍ତ୍ରୀ। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଧୀନ ହିଞ୍ଜଳଗଡିଆ ଗ୍ରାମରେ। ଘରୋଇ କଳହକୁ ନେଇ ସ୍ବାମୀଙ୍କ ଆକ୍ରମଣରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ରକ୍ତ ନମୁନା ସଂଗ୍ରହ କରିଛି। ଏହା ସହ ଅଭିଯୁକ୍ତ ସ୍ବାମୀ ମଧୁସୂଦନ ମୁର୍ମୁକୁ ଗିରଫ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି ।
ସୂଚନାଯୋଗ୍ୟ, ବିସିପୁର ଅଞ୍ଚଳର ମଧୁସୂଦନ ମୁର୍ମୁ ସ୍ତ୍ରୀ ସୁହାଗି ମୁର୍ମୁଙ୍କ ସହିତ ହିଞ୍ଜିଳଗଡିଆସ୍ଥିତ ଶ୍ୱଶୁର ଘରକୁ ବୁଲିବାକୁ ଆସିଥିଲେ । ସୋମବାର ରାତିରେ ଶ୍ୱଶୁର ଘରେ କୌଣସି କାରଣରୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା । ପରେ ଏହା ଉଗ୍ରରୂପ ନେଇଥିଲା। କଇଁଚିରେ ମଧୁସୂଦନ ସ୍ତ୍ରୀଙ୍କୁ ଆକ୍ରମଣ କରି ଗୁରୁତର କରିଦେଇଥିଲେ। ପରିବାରର ଅନ୍ୟ ସଦସ୍ୟମାନେ ଘଟଣା ବାବଦରେ ଜାଣି ସୁହାଗିଙ୍କୁ ଚିକିତ୍ସା ନିମନ୍ତେ ଡୁକୁରା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭାଇଙ୍କ ଆଗରେ ଗଲା ଭଉଣୀଙ୍କ ଜୀବନ

ଚିକିଟି,୨୫ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚିକିଟି ମୁଖ୍ୟ ବଜାର ନିକଟରେ ଶନିବାର ଏକ ଟ୍ରକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚିକିଟି ବ୍ଲକ...

ଭ୍ରୁଣ ନିରୂପଣ ଲ୍ୟାବ୍‌ ଲିଙ୍କ୍‌ରେ ଆଉ ଜଣଙ୍କୁ ବାନ୍ଧିଲା ପୋଲିସ

କଟକ ଅଫିସ,୨୩ା୧: ଭ୍ରୁଣ ନିରୂପଣ କରିଥିବା ଲ୍ୟାବ୍‌ ଲିଙ୍କ୍‌ରେ ଆଉ ଜଣଙ୍କୁ ଗିରଫ କରିଛି  ମଙ୍ଗଳାବାଗ  ପୋଲିସ। ଗିରଫ ବ୍ୟକ୍ତି ଜଣକ ହେଲେ ମାନସ ରଞ୍ଜନ...

ପୋଖରୀରେ ବୁଡ଼ି ନାବାଳିକାଙ୍କ ଜୀବନ ଗଲା

ରାଇରଙ୍ଗପୁର,୨୯ା୫(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନଥାନା ଅଧୀନ ଇଚିଣ୍ଡା ବସ୍ତୀର ଜଣେ ନାବାଳିକା ଗୁରୁବାର ପୋଖରୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତକ ହେଲେ ବଜରଙ୍ଗ ବେହେରାଙ୍କ ଝିଅ...

୧୭୦ ପାଇପ୍‌ ଜଳ ପ୍ରକଳ୍ପ ଅଚଳ

ଛତ୍ରପୁର,୧୦ା୨(ଡି.ଏନ.ଏ.)-ଆଗକୁ ଖରାଦିନ ଆସୁଛି। ଅପରପକ୍ଷରେ ପୂର୍ବ ବର୍ଷମାନଙ୍କ ଭଳି ଗଞ୍ଜାମ ଜିଲାରେ ପିଇବା ପାଣି ଅଭାବ ଲାଗି ରହିବା ଆଶଙ୍କା ଦେଖାଦେଇଛି। ଜିଲା ଗ୍ରାମାଞ୍ଚଳରେ ଥିବା...

ପ୍ରଚାରରେ କଂଗ୍ରେସର ହେଭିଓ୍ବେଟ୍‌

ଭଦ୍ରକ ଅଫିସ, ୨୯ା୧୦: ଧାମନଗର ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଶୁକ୍ରବାର ଜୋର୍‌ଦାର ପ୍ରଚାର କରାଯାଇଛି। ଦଳର ହେଭିୱେଟମାନେ ଧୂଷୁରୀ ଜୋନ୍‌ରେ ପ୍ରାର୍ଥୀ ହରେକୃଷ୍ଣ ସେଠୀଙ୍କ...

ଜାଳେଣିର ବିକଳ୍ପ ଶୁଖିଲା ପତ୍ର

କେନ୍ଦୁଝର, ୭ା୨ (ସ୍ବ.ପ୍ର.)- ମଣିଷ ସଭ୍ୟତା ସହିତ ଜଙ୍ଗଲ ବହୁ ଆଗରୁ ଜଡିତ। ଏଣୁ ବନବାସୀମାନେ ବଣଜଙ୍ଗଲକୁ ଦେବଦେବୀ ଭାବେ ପୂଜା କରିଆସୁଛନ୍ତି। ବର୍ତ୍ତମାନ ସମୟରେ...

ଉଦ୍ଧାର ହେଲା କୁମ୍ଭୀର ମୃତଦେହ

ରାଜନଗର,୨୯।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀ ନଦୀ କୂଳରେ ଥିବା ରାଜଗଡ଼ ଗାଁ ନିକଟରୁ ଶୁକ୍ରବାର ୬ ଫୁଟ ଲମ୍ବର ଏକ କୁମ୍ଭୀର...

ପେସାଦାର ଅପରାଧୀଙ୍କୁ ଛୁରି ଭୁସି ହତ୍ୟା: ୨ ସନ୍ଦିଗ୍ଧ ଅଟକ

ଦିଗପହଣ୍ଡି,୨୪।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଶନିବାର ସକାଳେ ଜଣେ ପେସାଦାର ଅପରାଧୀଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି।...

Advertisement
Archives

Model This Week