ସ୍ତ୍ରୀଙ୍କ ଅଶ୍ଲୀଳ ଫଟୋ ଭାଇରାଲ କଲେ ସ୍ବାମୀ: ଆଉ ତା’ପରେ ଘଟିଲା…

ବାଲେଶ୍ୱର,୨୦ା୫(ବାଞ୍ଛାନିଧି ଦେ):ସ୍ତ୍ରୀଙ୍କ ଅଶ୍ଳୀଳ ଫଟୋ ଏବଂ ଭିଡିଓ ଭାଇରାଲ୍‌ ଅଭିଯୋଗରେ ବାଲେଶ୍ବର ଜିଲା ବାଲିଆପାଳ ଥାନା ଅଞ୍ଚଳର ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି।
ଅନୁଯାୟୀ, ବିବାହ ପରେ ଯୁବକ ଜଣଙ୍କ ତାଙ୍କ ସ୍ତ୍ରୀଙ୍କୁ ନେଇ ଜାମସେଦପୁର ଯାଇଥିଲେ। ସେଠାରେ ରହିବା ସମୟରେ ଉଭୟଙ୍କ ଅନ୍ତରଙ୍ଗ ମୂହୁର୍ତ୍ତର ଭିଡିଓ ଏବଂ ଫଟୋ ମୋବାଇଲରେ ରେକର୍ଡ କରିଥିଲେ। ଏହାପରେ ସ୍ତ୍ରୀଙ୍କୁ ଅନ୍ୟ ପୁରୁଷଙ୍କ ସହ ଶାରିରୀକ ସମ୍ପର୍କ ରଖିବାକୁ ବାଧ୍ୟ କରିଥିଲେ। ମାତ୍ର ସ୍ତ୍ରୀ ଏଥିରେ ରାଜି ନ ହେବାରୁ ଯୁବକ ଜଣଙ୍କ ତାଙ୍କର ଅଶ୍ଳୀଳ ଫଟୋ ଏବଂ ଭିଡିଓ ଭାଇରାଲ କରିବାକୁ ଧମକ ଦେଇଥିଲେ। ଏନେଇ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହେବାରୁ ସ୍ତ୍ରୀ ଗଁାକୁ ପଳାଇ ଆସିଥିଲେ। ଯୁବକ ଜଣକ ଫେକ୍‌ ଆଇଡି ଖୋଲି ସ୍ତ୍ରୀଙ୍କ ଅଶ୍ଳୀଳ ଫଟୋ ଏବଂ ଭିଡିଓ ଅପଲୋଡ୍‌ କରିଥିଲେ। ଏହା ଜାଣିବା ପରେ ସ୍ତ୍ରୀ ବାଲିଆପାଳ ପୋଲିସ ଏବଂ ବାଲେଶ୍ବର ସାଇବର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାର ତଦନ୍ତ ସହ ମଙ୍ଗଳବାର ଜାମସେଦପୁରରୁ ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରି ତଦନ୍ତ ଜାରି ରଖିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କଠାରୁ ଟଙ୍କା ଭର୍ତ୍ତି ବ୍ୟାଗ୍‌ ଝାମ୍ପିନେଲା ମାଙ୍କଡ଼, ପୋଲିସ ପହଞ୍ଚିବା ପରେ ଯାହା ଘଟିଲା…

ଅଯୋଧ୍ୟାରୁ ସୋସିଆଲ ମିଡିଆରେ ମାଙ୍କଡ଼ର ଏକ କାରନାମା ସାମ୍ନାକୁ ଆସିଛି। ଜଣେ ମହିଳାଙ୍କଠାରୁ ଟଙ୍କା ବ୍ୟାଗ୍‌ ଝାମ୍ପିନେଇ ମାଙ୍କଡ଼ ପଳାଇଗଲା। ମହିଳା ଏବଂ ପାଖରେ ଥିବା ଲୋକମାନେ…

ଚିନି ଦର ବୃଦ୍ଧିକୁ ନେଇ ମୋଦି ସରକାରଙ୍କୁ କେଜ୍ରିୱାଲଙ୍କ ଟାର୍ଗେଟ୍, ସରକାର ଅଶିକ୍ଷିତ….

ନୂଆଦିଲ୍ଲୀ,୨୦ା୮: ଦେଶରେ ଚିନି ଦର ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ମାତ୍ର ୧୭ ଦିନ ମଧ୍ୟରେ ଚିନି କିଲୋପ୍ରତି ପ୍ରାୟ ୧୯ ଟଙ୍କା ମହଙ୍ଗା ହୋଇଛି…

ଋଣ ବୋଝରେ ଚେପା ଆମେରିକା! ଇତିହାସରେ ପ୍ରଥମଥର ପାଇଁ…

ନୂଆଦିଲ୍ଲୀ,୨୦।୮: ବିଶ୍ୱର ପ୍ରମୁଖ ଶକ୍ତି ଭାବରେ ନିଜକୁ ସ୍ଥାନିତ କରୁଥିବା ଯୁକ୍ତରାଷ୍ଟ୍ର ଏକ ବର୍ଦ୍ଧିତ ଋଣ ଭାର ତଳେ ଦବି ଯାଉଛି। ଦେଶର ଋଣ ଭାର ନିରନ୍ତର…

କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ ବଡ଼ ଖୁସିଖବର, ଗୋଟିଏ ଭିଡିଓ କଲେ ୧ ଲକ୍ଷ ଟଙ୍କା ଦେବେ ସରକାର! ଏତିକି ଦରକାର views

ପାଟନା,୨୦।୮: ବିହାର ସରକାର ସୋସିଆଲ ମିଡିଆ କ୍ରିଏଟରଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି । ରାଜ୍ୟ କ୍ୟାବିନେଟ୍ ବିହାର ସୋସିଆଲ ମିଡିଆ ନୀତିରେ ନୂଆ ସଂଶୋଧନକୁ ମଞ୍ଜୁରୀ…

ଏସ୍‌ଏଚ୍‌ଜି ମହିଳାଙ୍କୁ ମିଳିନି କୋଟିଏରୁ ଅଧିକ ଟଙ୍କା, ଜିଲାପାଳଙ୍କ ଅଫିସ ଘେରାଉ କରି…

ନୂଆପଡ଼ା,୨୦ା୮(ମକାରୁ ବେମାଲ): ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ସରକାରଙ୍କ ଧାନକିଣା ପ୍ରକ୍ରିୟାରେ ସାମିଲ ହେଲେ କିଛି ଟଙ୍କା ରୋଜଗାର ପାଇବେ। ସାବଲମ୍ବୀ ହେବା ପାଇଁ ଏସ୍‌ଏଚ୍‌ଜିଙ୍କ ପାଇଁ…

ଦେଶି କନ୍ୟାଙ୍କୁ ବିଦେଶୀ ବର: କେରଳ ଝିଅଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହେଲେ ସ୍କଟିସ ସାଂସଦ ମାର୍ଟିନ ଡେ

ଥିରୁଭାନନ୍ତପୁରମ,୨୦।୮: ପୂର୍ବତନ ସ୍କଟିସ ସାଂସଦ ମାର୍ଟିନ ଡେ, କେରଳର ତ୍ରିସୁରରେ ପାରମ୍ପରିକ ହିନ୍ଦୁ ପ୍ରଥା ଅନୁସରଣ କରି ପିରାଭୋମର ଜଣେ ମାଲାୟାଲୀ ମହିଳା ନିଧିନ ଚାନ୍ଦଙ୍କୁ ବିବାହ…

‘IPL ଖେଳ ନାହିଁ, ନଚେତ୍‌…’ ଭାରତୀୟ ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ, ୨୦।୮: ମାନବ ସୁତାର ଟିମ ଇଣ୍ଡିଆର ନୂଆ ଷ୍ଟାର ପାଲଟିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ସେ ମୋଟ ୧୦ଟି ଉଇକେଟ୍‌ ନେଇ ଐତିହାସିକ…

ଡିଭିଲିୟର୍ସଙ୍କ ବଡ଼ ବୟାନ; ସଚିନ-ବିରାଟଙ୍କୁ ନେଇ କହିଦେଲେ ଏମିତି, ସବୁଠି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୮: ଦକ୍ଷିଣ ଆଫ୍ରିକାର ‘ମିଷ୍ଟର ୩୬୦ ଡିଗ୍ରୀ’ ଭାବେ ପରିଚିତ ଏବି ଡିଭିଲିୟର୍ସ ଭାରତୀୟ କ୍ରିକେଟର ଦୁଇ ମହାନ ବ୍ୟାଟର ସଚିନ ତେନ୍ଦୁଲକର ଓ ବିରାଟ କୋହଲିଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri