ସାବିତ୍ରୀ ବ୍ରତଠାରୁ ସ୍ବାମୀ ନିଖୋଜ, ସ୍ତ୍ରୀ ଶୁଭଲକ୍ଷ୍ମୀଙ୍କ ଆଖିରୁ ଶୁଖୁନି ଲୁହ, ପ୍ରତିବାଦରେ ଆଜି ରାସ୍ତାରୋକୋ

ସାବିତ୍ରୀ ବ୍ରତଠାରୁ ସ୍ବାମୀ ନିଖୋଜ, ସ୍ତ୍ରୀ ଶୁଭଲକ୍ଷ୍ମୀଙ୍କ ଆଖିରୁ ଶୁଖୁନି ଲୁହ, ପ୍ରତିବାଦରେ ଆଜି ରାସ୍ତାରୋକୋ
ଧର୍ମଶାଳା,୨୮ା୫(ଶିବ ପ୍ରସାଦ ମହାନ୍ତି): ସୋମବାର ସାବିତ୍ରୀ ବ୍ରତରେ ଯାଜପୁର ଜିଲା କୁଆଖିଆ ଥାନା ଅଧୀନ ଶ୍ରୀବନ୍ତପୁର ପଞ୍ଚାୟତ ବାର୍ଡାଙ୍ଗି ଗ୍ରାମର ପାପୁନ ସାମଲ ବ୍ୟାଙ୍କରୁ ଟଙ୍କା ଉଠାଇ ତା’ ପରଠୁ ନିଖୋଜ ହୋଇଯାଇଛନ୍ତି।

ସ୍ତ୍ରୀ ଶୁଭଲକ୍ଷ୍ମୀ ସାବିତ୍ରୀ ବ୍ରତ ପାଳନ କରି ସ୍ବାମୀର ମଙ୍ଗଳ ମନାସି ଥିବା ବେଳେ ସ୍ବାମୀ କିନ୍ତୁ ଫେରି ନାହାନ୍ତି ଘରକୁ। ଏପଟେ ଘଟଣାକୁ ତିନି ଦିନ ହୋଇଥିବା ବେଳେ ପୋଲିସ କେବଳ ଅଭିଯୋଗ ପାଇ ବସିଛି ବୋଲି ଅଭିଯୋଗ କରିଛନ୍ତି ଗ୍ରାମବାସୀ। ଜଣେ ଦୋକାନୀକୁ ଉଠାଇ ନେଇ ପଚରାଉଚରା କରୁଥିଲେ ମଧ୍ୟ ଘଟଣା ବିଷୟରେ ପରିବାରକୁ କିଛି ସୂଚନା ନଦେବା ପରେ ଆଜି ଅର୍ଥାତ୍‌ ବୁଧବାର ରାସ୍ତାରୋକୋ କରି ଟାୟାର ଜାଳି ପ୍ରତିବାଦ ସ୍ବରୂପ ଧାରଣା ଦେଇଛନ୍ତି। ଧାରଣାସ୍ଥଳରେ ଉତ୍ତେଜନା ଲାଗି ରହି ଥିବା ବେଳେ କୁଆଖିଆ ପୋଲିସ ଓ ଗୋଟାଏ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri