ନିଖୋଜ ସମିତିସଭ୍ୟା ପ୍ରାର୍ଥିନୀଙ୍କ ସ୍ବାମୀ ଉଦ୍ଧାର

ଢେଙ୍କାନାଳ ଅଫିସ,୧୮ା୨: ନିଖୋଜ ସମିତିସଭ୍ୟା ପ୍ରାର୍ଥିନୀଙ୍କ ସ୍ବାମୀଙ୍କୁ ମୁମୂର୍ଷୁ ଅବସ୍ଥାରେ ଶୁକ୍ରବାର ସକାଳୁ ଉଦ୍ଧାର କରାଯାଇଛି। ସିମିଳିଆ ଓଭର ବ୍ରିଜ୍‌ ନିକଟରୁ ପୋଲିସ ଉଦ୍ଧାରକରିଛି। ବନ୍ଧୁକ ଦେଖାଇ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଉଦ୍ଧାର ବ୍ୟକ୍ତି ଜଣଙ୍କ ହେଲେ ସାଙ୍କୁଲେଇ କୁମାରଦେଇପୁରର ଦୀପକ ଦାଶ । ଦୀପକଙ୍କ ସ୍ତ୍ରୀ ସାଙ୍କୁଲେଇ ପଞ୍ଚାୟତର ସମିତିସଭ୍ୟା ପ୍ରାର୍ଥିନୀ ଭାବେ ଏଥର ନିର୍ବାଚନ ଲଢୁଛନ୍ତି। ଗତ ୧୬ ତାରିଖରୁ ଦୀପକଙ୍କୁ ତାଙ୍କ ଗ୍ରାମ ନିକଟରୁ ଅପହରଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨ ଦୁର୍ବୃତ୍ତଙ୍କୁ କାବୁକରି ପୋଲିସ ଜିମା ଦେଲେ ଲୋକେ:ପଲସର, ଦେଶୀ ବନ୍ଧୁକ ଜବତ

ଧର୍ମଶାଳା,୧୫।୮(ଡି.ଏନ୍‌.ଏ.)- ଧର୍ମଶାଳା ଥାନା ଅନ୍ତର୍ଗତ ଜାରକା ବୁଦ୍ଧ ଛକଠାରେ ବୁଧବାର ୨ଜଣ ଦୁର୍ବୃତ୍ତଙ୍କୁ ସ୍ଥାନୀୟ ଲୋକେ କାବୁ କରି ପୋଲିସ ଜିମା ଦେଇଛନ୍ତି। ପୋଲିସ ସେମାନଙ୍କଠାରୁ...

ଡିସେମ୍ବର ୧ ରୁ ୩୧ ଯାଏ ଶୀତକାଳୀନ ବିଧାନସଭା ଅଧିବେଶନ,ଦିନକୁ ୫ ଘଣ୍ଟା ଚାଲିବ ଗୃହ

ଭୁବନେଶର,୨୭।୧୧(ବ୍ୟୁରୋ): ଶୀତକାଳୀନ ବିଧାନସଭା ଅଧିବେଶନ ଆସନ୍ତା ଡିସେମ୍ବର ୧ରୁ ୩୧ ତାରିଖ ଯାଏ ଚାଲିବ। ତେବେ ଏହା ପୂର୍ବରୁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସୋମବାର ସର୍ବଦଳୀୟ ବୈଠକ...

ଗଞ୍ଜାମ ସହରରେ ନାହିଁ ଭେଣ୍ଡିଂଜୋନ୍‌: ରୋଡ୍‌ ଉପରେ ଗାଡିରଖି ପରିବା କିଣୁଛନ୍ତି ଲୋକେ

ଗଞ୍ଜାମ, ୯।୧୧(ଡି.ଏନ୍‌.ଏ.): ଗଞ୍ଜାମ ସହରର ବ୍ୟବସାୟୀମାନେ ଭେଣ୍ଡିଂଜୋନ ପାଇଁ ବାରମ୍ବାର ଦାବି କରିଆସୁଛନ୍ତି l ମାତ୍ର କୌଣସି ସୁଫଳ ମିଳୁନାହିଁ। ଫଳରେ ସହରର ବିଭିନ୍ନ ବ୍ୟବସାୟୀ...

୫ ଲକ୍ଷ ଟଙ୍କାର ମୋବାଇଲ ଚୋରି କରିନେଲେ ଦୁର୍ବୃତ୍ତ

ମୁନିଗୁଡ଼ା,୧୯ା୧୧(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ରେଳ ଷ୍ଟେଶନ ରୋଡ୍‌ ହନୁମାନ ବଜାରରେ ବୁଧବାର ରାତିରେ ଗୋଟିଏ ମୋବାଇଲ ଦୋକାନ ଉପର ଟିଣ ଭାଙ୍ଗି ପ୍ରାୟ ୫...

ଆଧାର ଦେଇଛି ଦୁଃଖ

ରାଇସୁଆଁ,୨୯।୯(ଡି.ଏନ.ଏ.)- କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ମହାଦେଇଯୋଡା ପଞ୍ଚାୟତର ସଲରାପେଣ୍ଠ ଗ୍ରାମର ମା’ ବାପା ଛେଉଣ୍ଡ ୧୧ ବର୍ଷର ଝିଅ ସୀମା । ଜନ୍ମ...

ପୁରୀ-କୋଣାର୍କ ରେଳପଥକୁ ଉପେକ୍ଷା, ସାଧାରଣରେ ଅସନ୍ତୋଷ

ପୁରୀ ଅଫିସ,୩।୨: ଚଳିତବର୍ଷର ରେଳ ବଜେଟ୍‌ରେ ପୁରୀ-କୋଣାର୍କ ରେଳପଥ ପାଇଁ ଅର୍ଥ ମଞ୍ଜୁର ହୋଇ ନାହିଁ। ତେଣୁ ପୁରୀ ଜିଲାରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।...

ନିରାଡ଼ମ୍ବରରେ ପାଳିତ ହେଲା ସୁନାମୁହିଁଙ୍କ ଚଡ଼କ ଯାତ୍ରା

ଭଣ୍ଡାରିପୋଖରୀ, ୧୭।୪ (ଡି.ଏନ.ଏ.)-ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ନେରଡା ପଞ୍ଚାୟତ ବୈତରଣୀ ନଦୀକୂଳେ ବିରାଜମାନ ପ୍ରତ୍ୟକ୍ଷ ଦେବୀ ମା ସୁନାମୁହିଁଙ୍କ ପୀଠଠାରେ ଚଳିତବର୍ଷ ଚଡକ ଯାତ୍ରା...

ମହାପ୍ରୟାଣ ଗାଡ଼ିରେ ପରିବା ବୁହା

ଅନୁଗୋଳ ଅଫିସ୍‌, ୧୩।୩  – ମେଡିକାଲରୁ ସମ୍ମାନର ସହ ମୃତଦେହ ପରିବହନ ପାଇଁ ସରକାର ମହାପ୍ରୟାଣ ଗାଡ଼ିର ବ୍ୟବସ୍ଥା କରିଛନ୍ତି। ହେଲେ ପରିଚାଳନାରେ ଅବ୍ୟବସ୍ଥା ଯୋଗୁ...

Advertisement
Archives

Model This Week