Posted inଫୁରସତ

ବିବାହ ପରେ ସ୍ବାମୀଙ୍କ ରହସ୍ୟ ଜାଣିବାକୁ ପାଇଲେ ପତ୍ନୀ, ସୋସିଆଲ ମିଡିଆରେ ଘୂରିବୁଲୁଛି ଏହି ଘଟଣା, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଈଶ୍ବରଙ୍କ ଇଚ୍ଛା ବିନା ଗୋଟିଏ ବି ପତ୍ର ମଧ୍ୟ ହଲିପାରେନାହିଁ। ଏହାର ଅର୍ଥ ହେଉଛି ପ୍ରତ୍ୟେକ ଜିନିଷ ଈଶ୍ବରଙ୍କ ଦ୍ୱାରା କରାଯାଇଥାଏ ଏବଂ ସେ ସମସ୍ତଙ୍କ ଜୀବନରେ ଯାହା ଘଟିବ ତାହା ସେ ପୂର୍ବରୁ ଲେଖିଛନ୍ତି। ଆଜିକାଲି ସୋସିଆଲ ମିଡିଆରେ ଏହାର ଏକ ଉଦାହରଣ ଭାଇରାଲ ହେଉଛି। ଯେଉଁଥିରେ ଜଣେ ମହିଳା ତାଙ୍କ ସ୍ବାମୀଙ୍କ ସହ ଏକ ଫଟୋ ଶେୟାର କରିଛନ୍ତି ଏବଂ ସେ ଫଟୋରେ ଘଟଣା ବିଷୟରେ ଆଲୋଚନା କରିଛନ୍ତି । ତାଙ୍କୁ ଜାଣିବା ପରେ ଆପଣ ମଧ୍ୟ କହିବେ ଯେ ଭଗବାନ ସବୁକିଛି ସ୍ଥିର ଆଗରୁ କରିସାରିଥାନ୍ତି। ସୋସିଆଲ ମିଡିଆରେ ଏହି ଘଟଣା ବହୁତ ଭାଇରାଲ ହେବାରେ ଲାଗିଛି।

ସୋସିଆଲ ମିଡିଆରେ ଜେନ ସିୟା ନାମକ ଏକ କଣ୍ଟେଟ୍‌ ନିର୍ମାତା ନିଜ ଏବଂ ତାଙ୍କ ସ୍ବାମୀଙ୍କ ମଧ୍ୟରେ ଥିବା ସମ୍ପର୍କ ବିଷୟରେ ଏକ ପୋଷ୍ଟ ଶେୟାର କରିଛନ୍ତି। ଯେଉଁଥିରେ ସେ କହିଛନ୍ତି ଯେ ଆମେ ଦୁହିଁଙ୍କୁ ଜଣା ନଥିଲା। ଆମେ ୨ ଜଣ ପ୍ରଥମ ଥର ପାଇଁ ସାକ୍ଷାତ ହେବା ପୂର୍ବରୁ ଦୁହିଁଙ୍କର ସାକ୍ଷାତ ହୋଇସାରିଥିଲା। ନ୍ୟୁୟର୍କ ପୋଷ୍ଟ ଅନୁଯାୟୀ, ସିୟା ୨୦୧୪ରେ ପ୍ରଥମ ଥର ପାଇଁ ତାଙ୍କ ସ୍ବାମୀଙ୍କୁ ଭେଟିଥିଲେ। କିନ୍ତୁ ଯେତେବେଳେ ସେ ୨୦୧୨ର ତାଙ୍କର ଗୋଟିଏ ସେଲଫି ଦେଖିଲେ, ସେଥିରେ ପଛରେ ଥିବା ଜଣେ ବ୍ୟକ୍ତିଙ୍କୁ ଦେଖିଲେ। ଯାହା ତାଙ୍କ ସ୍ବାମୀ ଜନ ଲିଡଲ ଥିଲେ। ୨୦୧୪ ରେ ସାକ୍ଷାତ ପରେ, ଦୁହେଁ ପରସ୍ପରକୁ ୯ ବର୍ଷ ପର୍ଯ୍ୟନ୍ତ ଡେଟ୍‌ କରିଥିଲେ ଏବଂ ପରେ ୨୦୨୩ରେ ବିବାହ କରିଥିଲେ। ସୋସିଆଲ ମିଡିଆରେ ଜେନ ସିୟାଙ୍କ ଏହି ପୋଷ୍ଟ ଦେଖିବା ପରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri