Posted inଫୁରସତ

ବିବାହ ପରେ ସ୍ବାମୀଙ୍କ ରହସ୍ୟ ଜାଣିବାକୁ ପାଇଲେ ପତ୍ନୀ, ସୋସିଆଲ ମିଡିଆରେ ଘୂରିବୁଲୁଛି ଏହି ଘଟଣା, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଈଶ୍ବରଙ୍କ ଇଚ୍ଛା ବିନା ଗୋଟିଏ ବି ପତ୍ର ମଧ୍ୟ ହଲିପାରେନାହିଁ। ଏହାର ଅର୍ଥ ହେଉଛି ପ୍ରତ୍ୟେକ ଜିନିଷ ଈଶ୍ବରଙ୍କ ଦ୍ୱାରା କରାଯାଇଥାଏ ଏବଂ ସେ ସମସ୍ତଙ୍କ ଜୀବନରେ ଯାହା ଘଟିବ ତାହା ସେ ପୂର୍ବରୁ ଲେଖିଛନ୍ତି। ଆଜିକାଲି ସୋସିଆଲ ମିଡିଆରେ ଏହାର ଏକ ଉଦାହରଣ ଭାଇରାଲ ହେଉଛି। ଯେଉଁଥିରେ ଜଣେ ମହିଳା ତାଙ୍କ ସ୍ବାମୀଙ୍କ ସହ ଏକ ଫଟୋ ଶେୟାର କରିଛନ୍ତି ଏବଂ ସେ ଫଟୋରେ ଘଟଣା ବିଷୟରେ ଆଲୋଚନା କରିଛନ୍ତି । ତାଙ୍କୁ ଜାଣିବା ପରେ ଆପଣ ମଧ୍ୟ କହିବେ ଯେ ଭଗବାନ ସବୁକିଛି ସ୍ଥିର ଆଗରୁ କରିସାରିଥାନ୍ତି। ସୋସିଆଲ ମିଡିଆରେ ଏହି ଘଟଣା ବହୁତ ଭାଇରାଲ ହେବାରେ ଲାଗିଛି।

ସୋସିଆଲ ମିଡିଆରେ ଜେନ ସିୟା ନାମକ ଏକ କଣ୍ଟେଟ୍‌ ନିର୍ମାତା ନିଜ ଏବଂ ତାଙ୍କ ସ୍ବାମୀଙ୍କ ମଧ୍ୟରେ ଥିବା ସମ୍ପର୍କ ବିଷୟରେ ଏକ ପୋଷ୍ଟ ଶେୟାର କରିଛନ୍ତି। ଯେଉଁଥିରେ ସେ କହିଛନ୍ତି ଯେ ଆମେ ଦୁହିଁଙ୍କୁ ଜଣା ନଥିଲା। ଆମେ ୨ ଜଣ ପ୍ରଥମ ଥର ପାଇଁ ସାକ୍ଷାତ ହେବା ପୂର୍ବରୁ ଦୁହିଁଙ୍କର ସାକ୍ଷାତ ହୋଇସାରିଥିଲା। ନ୍ୟୁୟର୍କ ପୋଷ୍ଟ ଅନୁଯାୟୀ, ସିୟା ୨୦୧୪ରେ ପ୍ରଥମ ଥର ପାଇଁ ତାଙ୍କ ସ୍ବାମୀଙ୍କୁ ଭେଟିଥିଲେ। କିନ୍ତୁ ଯେତେବେଳେ ସେ ୨୦୧୨ର ତାଙ୍କର ଗୋଟିଏ ସେଲଫି ଦେଖିଲେ, ସେଥିରେ ପଛରେ ଥିବା ଜଣେ ବ୍ୟକ୍ତିଙ୍କୁ ଦେଖିଲେ। ଯାହା ତାଙ୍କ ସ୍ବାମୀ ଜନ ଲିଡଲ ଥିଲେ। ୨୦୧୪ ରେ ସାକ୍ଷାତ ପରେ, ଦୁହେଁ ପରସ୍ପରକୁ ୯ ବର୍ଷ ପର୍ଯ୍ୟନ୍ତ ଡେଟ୍‌ କରିଥିଲେ ଏବଂ ପରେ ୨୦୨୩ରେ ବିବାହ କରିଥିଲେ। ସୋସିଆଲ ମିଡିଆରେ ଜେନ ସିୟାଙ୍କ ଏହି ପୋଷ୍ଟ ଦେଖିବା ପରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri