ସ୍ତ୍ରୀଙ୍କୁ ଗୁଳି କରି ହତ୍ୟା କଲେ ସ୍ବାମୀ, ରାସ୍ତାରେ ଯାଉଥିବା ଦମ୍ପତିଙ୍କୁ ବି କଲେ ଗୁଳିମାଡ଼, ଅଞ୍ଚଳରେ ଆତଙ୍କ

ଫୁଲବାଣୀ, ୧୦।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଗୋଛାପଡ଼ା ଥାନା କଟାପଙ୍ଗା ଗାଁରେ ଜଣେ ମହିଳାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ହତ୍ୟାକାରୀ କେହି ନୁହେଁ ଖୋଦ୍‌ ତାଙ୍କ ସ୍ବାମୀ। ସାମୀ ବିରଞ୍ଚି ବେହେରାଙ୍କ ଗୁଳିମାଡ଼ରେ ସ୍ତ୍ରୀ ନିଳିମାଙ୍କ ମୃତ୍ୟୁ ହୋଇଛି । ବିରଞ୍ଚି ରକ୍ତମୁଖା ହୋଇ ରାସ୍ତାରେ ଯାଉଥିବା ଅନ୍ୟ ଜଣେ ଦମ୍ପତିଙ୍କ ଉପରେ ଗୁଳିମାଡ଼ କରିଛନ୍ତି। ପୁରୁଷଙ୍କ ଦେହରେ ଗୁଳି ବାଜିଥିବାବେଳେ ତାଙ୍କ ସ୍ତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଗୁରୁତର ଅବସ୍ଥାରେ ନରୋତ୍ତମଙ୍କୁ ଫୁଲବାଣୀ ମେଡିକାାଲରେ ଭର୍ତ୍ତି କରାଯାଇଛି। ସକାଳ ପ୍ରାୟ ୯ଟା ସମୟରେ ଏହି ଗୁଳିକାଣ୍ଡ ଘଟିଛି । ଗୁଳିମାଡ଼ କରିଥିବା ବିରଞ୍ଚି ବେହେରାଙ୍କୁ ଗୋଛାପଡ଼ା ପୋଲିସ ଥାନାରେ ଅଟକ ରଖି ପଚରାଉଚରା କରୁଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧାନବିକ୍ରି ନ ହେବା ଘଟଣାରେ ଉଚ୍ଚ ନ୍ୟାୟାଳୟର ବଡ଼ ରାୟ: ଯାଞ୍ଚ କରି ପଦକ୍ଷେପ ନେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ବରଗଡ,୩୦।୪(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଚାଷୀଙ୍କଠାରୁ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ଦେଖାଦେଇଥିବା ସମସ୍ୟାର ସମାଧାନ ପାଇଁ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ୨୦୨୫-୨୬ ବର୍ଷର ଖରିଫ…

ଜିଲାସ୍ତରୀୟ ଆଚାର୍ଯ୍ୟ କାର୍ଯ୍ୟଶାଳା ଉଦଘାଟିତ: ନୂଆ ଶିକ୍ଷାନୀତି ସମ୍ପର୍କରେ ଦିଆଯିବ ତାଲିମ

ଦିଗପହଣ୍ଡି,୩୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଜିଲାସ୍ତରୀୟ ଆଚାର୍ଯ୍ୟାଆଚାର୍ଯ୍ୟ କାର୍ଯ୍ୟଶାଳା ଉଦଘାଟିତ ହୋଇଯାଇଛି। ପ୍ରଧାନାଚାର୍ଯ୍ୟ ଭଗବତୀ ପ୍ରସାଦ ମିଶ୍ରଙ୍କ ପ୍ରତ୍ୟକ୍ଷ…

୨୦୩୦ ସୁଦ୍ଧା ଚନ୍ଦ୍ରରେ ବସତି ସ୍ଥାପନ ପ୍ରସ୍ତୁତି: ଫୁଲି ପାରୁଥିବା ଘରେ ରହିବେ ମହାକାଶଚାରୀ

ୱାଶିଂଟନ/ସିଙ୍ଗାପୁର, ୩୦ା୪:ଚନ୍ଦ୍ର ପୃଷ୍ଠରେ ମଣିଷ ରହିବା ଏବେ ଆଉ କେବଳ କଳ୍ପନା ହୋଇ ରହିନାହିଁ। ଆସନ୍ତା ୨୦୩୦ ସୁଦ୍ଧା ଚନ୍ଦ୍ରରେ ଏକ ସ୍ଥାୟୀ ମାନବ ବସତି ସ୍ଥାପନ…

ଆମେରିକା ପାସ୍‌ପୋର୍ଟରେ ଟ୍ରମ୍ପ୍‌ଙ୍କ ଫଟୋ: ବଢୁଛି ଚର୍ଚ୍ଚା

ୱାଶିଂଟନ୍‌, ୩୦ା୪:ଆମେରିକା ପାସ୍‌ପାର୍ଟରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଫଟୋ ଦେଖିବାକୁ ମିଳିବ ବୋଲି ମଙ୍ଗଳବାର ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି। ସରକାରୀ ଅନୁଷ୍ଠାନଗୁଡ଼ିକ ଉପରେ ନିଜର ବ୍ୟକ୍ତିଗତ…

ଆଜି ବିଧାନସଭାର ସ୍ବତନ୍ତ୍ର ଅଧିବେଶନ: ମହିଳା ପ୍ରସଙ୍ଗରେ…

ଭୁବନେଶ୍ୱର,୩୦ା୪(ରବିନାରାୟଣ ଜେନା):ବିଧାନସଭାର ଦିନିକିଆ ସ୍ବତନ୍ତ୍ର ଅଧିବେଶନ ଗୁରୁବାର ପୂର୍ବାହ୍ନ ୧୧ଟାରେ ଆରମ୍ଭ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ତ୍ରିସ୍ତରୀୟ ସୁରକ୍ଷା…

ମହିଳା ସିଆରସିସିଙ୍କ ଏତଲା ପରେ ବଢ଼ିଲା ଅଡୁଆ: ଥାନାରେ ଶିକ୍ଷା ବିଭାଗର ୨ ଅଧିକାରୀ

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନାରେ ଜିଲା ଶିକ୍ଷା ବିଭାଗରେ କାର୍ଯ୍ୟରତ ୩ ଅଧିକାରୀ ଏବଂ କର୍ମଚାରୀଙ୍କ ଉପସ୍ଥିତି ବୁଧବାର ଚର୍ଚ୍ଚାର ବିଷୟ ହୋଇଛି। ସେମାନଙ୍କ ମଧ୍ୟରେ…

କାଳବୈଶାଖୀର ତାଣ୍ଡବ: କେଉଁଠି ଘର ଭାଙ୍ଗିଲା ତ ଆଉ କେଉଁଠି…

ମୋହନା,୨୯ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ବିଭିନ୍ନ ଅଞ୍ଚଳରେ ପବନ ଘଡ଼ଘଡ଼ି ସହ କୁଆପଥର ଏବଂ ପ୍ରବଳ ବର୍ଷା ହୋଇଛି। ଫଳରେ ଲୋକେ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୨ ଓପିଟିସିଏଲ୍‌ କର୍ମଚାରୀ ଗୁରୁତର

ଦେବଗଡ଼,୨୯ା୪(ଶଶାଙ୍କ ଶେଖର ଝାଙ୍କର): ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ ସଂସ୍ପର୍ଶରେ ଆସି ୨ ଜଣ ଓପିଟିସିଏଲ ଆଉଟସୋର୍ସିଂ କର୍ମଚାରୀ ଗୁରୁତର ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri