ଛୁଟିରେ ଘରକୁ ଆସିଥିଲେ ସ୍ବାମୀ: ଫୋନ ଆସିଲା …

ସ୍ବାମୀ ରମାକାନ୍ତ ସର୍ବଭାରତୀୟ ସେନାରେ କାର୍ଯ୍ୟକରି ଜମ୍ମୁ-କଶ୍ମୀର ଅଞ୍ଚଳରେ ପୋଷ୍ଟିଂ ହୋଇଛନ୍ତି। ଜାଣିବାକୁ ପାଇଲି ସୀମାରେ ରହିଛନ୍ତି। ଛୁଟିରେ ଘରକୁ ଆସିଥିଲେ। ଫୋନ ପାଇ ଚାକିରିକୁ ଚାଲିଗଲେ। ଶାଶୁ ସବୁବେଳେ କାନ୍ଦୁଛନ୍ତି। ଘରେ ହନୁମାନ ଚାଳିଶା ପାଠ ଚାଲିଛି। ଦେଶ ପାଇଁ ଲଢ଼ୁଥିବାରୁ ମନରେ ସାହସ ଆସୁଛି। ଦେଶବାସୀ ଯବାନଙ୍କ ପଛରେ ରହିଥିବାରୁ କୌଣସି ଦୁଃଖ ଆସୁନାହିଁ ବୋଲି କହିଛନ୍ତି କଟକ ସଦର ବ୍ଲକ ଅଧୀନ କନ୍ଦରପୁରର ପଞ୍ଚାୟତ ସିଦ୍ଧେଶ୍ୱରପୁର ଗାଁର ଯବାନ ରମାକାନ୍ତଙ୍କ ସ୍ତ୍ରୀ ବୈଜୟନ୍ତୀ ସୁର।
– ବୈଜୟନ୍ତୀ ସୁର, କନ୍ଦରପୁର


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ…

ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି…

ପାରଳାଖେମୁଣ୍ଡିର ବିକାଶ ପାଇଁ ସ୍ବର ଉଠାଇଲେ ବିଧାୟକ ରୂପେଶ: ବୃନ୍ଦାବନ ପ୍ୟାଲେସ ଉନ୍ନତି, ୩ ବସ୍‌ଷ୍ଟାଣ୍ଡ ପାଇଁ…

ପାରଳାଖେମୁଣ୍ଡି, ୧୮।୮(ଗିରିଧାରୀ ପରିଛା): ପାରଳାଖେମୁଣ୍ଡିର ପର୍ଯ୍ୟଟନ ଓ ଯାତାୟାତ ବ୍ୟବସ୍ଥାକୁ ଏକ ନୂତନ ଦିଗ ଦେବା ପାଇଁ ବିଧାନସଭାରେ ଦାବି ଉଠାଇଛନ୍ତି ସ୍ଥାନୀୟ ବିଧାୟକ ରୂପେଶ କୁମାର…

ବନ୍ୟାରେ ଭାଙ୍ଗିଲା ପୋଲ, ୧୫ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କେନ୍ଦୁଝର,୧୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ନଦୀ, ନାଳରେ ବିପଦ ସଙ୍କେତ ଉପରେ ଜଳ ପ୍ରବାହ ହେଉଥିବାରୁ ଯାତାୟାତ ସମସ୍ୟା ସୃଷ୍ଟି ହେଉଛି।…

ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଅଭିଯୁକ୍ତ ଗିରଫ, ବହୁ ଜାଲିଆତି ସାମଗ୍ରୀ ଜବତ

ଛତ୍ରପୁର, ୧୮।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପ ଟ୍ଟନାୟକ): ବେକାର ଯୁବକ-ଯୁବତୀଙ୍କୁ ଚାକିରିର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରୁଥିବା ଏକ ଜାଲିଆତି ଚକ୍ରର ପର୍ଦ୍ଦାଫାସ କରିଛି…

ଦାରିଙ୍ଗବାଡି ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା: ଦନେକବାଡି-ସିର୍କାବର୍ଗ ରାସ୍ତା ଉପରେ ପଡିଲା ବିରାଟକାୟ ଗଛ

ଦାରିଙ୍ଗବାଡ଼ି, ୧୮।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ଜନଜୀବନ ବେହାଲ ହୋଇପଡ଼ିଛି।…

ଷଣ୍ଢକୁ ଆକ୍ରମଣ କରି ଖାଇଲା କୁମ୍ଭୀର

ରାଜନଗର, ୧୮।୮ (ଭାସ୍କର ରାଉତରାୟ): ବନ୍ୟା ଆସିବା ଯୋଗୁ ଏବେ ବଉଳା କୁମ୍ଭୀରଙ୍କ ଆତଙ୍କ ବଢ଼ିଛି। ବନ୍ୟା ପ୍ରପୀଡ଼ିତ ଲୋକଙ୍କ ଆଖିରୁ ନିଦ ହଜିଯାଇଛି। ଭିତରକନିକା ଜାତୀୟ…

ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣା: ଅଧା କିଲୋମିଟର ଖଟିଆରେ ବୁହା ହେଲେ ପ୍ରସୂତି

ଲାଞ୍ଜିଗଡ, ୧୮।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ବାତେରପଡ଼ା ଗାଁର ମାଝୀପଡ଼ା ଏକ ଦୁର୍ଗମ ଅଞ୍ଚଳ ହୋଇଥିବାରୁ ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri